ରାଜନଗର ୨୯ ପଞ୍ଚାୟତରେ କରୋନା ସଚେତନତା ବୈଠକ

ରାଜନଗର,୧୯।୩(ଡି.ଏନ୍‌.ଏ.): ଏବେ ସାରା ବିଶ୍ୱରେ କରୋନା ଭୂତାଣୁ ସଂକ୍ରମଣର ଭୟ। ଏଥିରୁ ନିଜକୁ ରକ୍ଷା କରିବା ଲାଗି ତଥା ସଂକ୍ରମିତଙ୍କଠାରୁ ଦୂରେଇ ରହିବା ପାଇଁ ଗୁରୁବାର କେନ୍ଦ୍ରାପଡ଼ା ଜିଲାପାଳ ସମର୍ଥ ବର୍ମାଙ୍କ ନିର୍ଦ୍ଦେଶ କ୍ରମେ ରାଜନଗର ବ୍ଲକର ୨୯ଟି ପଞ୍ଚାୟତରେ ଲୋକଙ୍କ ମଧ୍ୟରେ ସଚେତନତା ବାର୍ତ୍ତା ପହଞ୍ଚାଇବା ପାଇଁ ସ୍ବତନ୍ତ୍ର ବୈଠକ ଅନୁଷ୍ଠିତ ହୋଇଯାଇଛି। ପୂର୍ବାହ୍ନ ୧୧ଟା ସମୟରେ ରାଜନଗର, କୋଇଲିପୁର, ବାନ୍ଧଗଡ଼ା,ବେଲପାଳ ପ୍ରଭୃତି ୨୯ଟି ପଞ୍ଚାୟତରେ ସରପଞ୍ଚମାନଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ସଚେତନତା କାର୍ଯ୍ୟକ୍ରମରେ ଅଙ୍ଗନଓ୍ବାଡି କର୍ମୀ, ଆଶାକର୍ମୀ, ସ୍ବେଚ୍ଛାସେବୀ, ସରକାରୀ ଅଧିକାରୀମାନେ ଯୋଗ ଦେଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ବର୍ଷାରେ ଧସିଲା ଗାର୍ଡ଼ ୱାଲ୍‌, ନଦୀକୂଳ ବାସୀ ଭୟଭିତ

ଆଳି,୧୬।୮(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ରିଙ୍ଗ ବନ୍ଧର ବଉଳଯୋଡି ନିକଟରେ ଥିବା ସଲୁଇସ୍‌ ଗେଟର ଗାର୍ଡ ୱାଲ୍‌ ବର୍ଷା ଯୋଗୁ ଧସି ଯାଇଛି। ଗାର୍ଡୱାଲ ଧସିବା…

ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…

ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri