Posted inଜାତୀୟ

ରାଜନାଥଙ୍କ ଘରେ ଗ୍ରୁପ ଅଫ୍‌ ମିନିଷ୍ଟର୍ସ ବୈଠକ ଆରମ୍ଭ

ନୂଆଦିଲ୍ଲୀ,୧୭।୮: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ଘରେ ଶନିବାର ଗ୍ରୁପ ଅଫ୍‌ ମିନିଷ୍ଟର୍ସ ବୈଠକ ଆରମ୍ଭ ହୋଇଛି। ଏଥିରେ ଯୋଗଦେବା ଲାଗି ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ, ଅର୍ଥମନ୍ତ୍ରୀ ନିର୍ମଳା ସିଥାରମଣ, କୃଷି ମନ୍ତ୍ରୀ ନରେନ୍ଦ୍ର ସିଂ ତୋମର ରାଜନାଥଙ୍କ ଘରେ ପହଞ୍ଚିବା ପରେ ବୈଠକଟି ଆରମ୍ଭ ହୋଇଥିବା ସୂଚନା ମିଳିଛି। ତେବେ ଏହି ବୈଠକରେ କିଛି ଗୁରତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇ ପାରେ ବୋଲି ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କର୍କଟ ରାଶିରେ ଏକାଠି ହେବେ ୩ ବଡ଼ ଗ୍ରହ: ୪ ରାଶିଙ୍କ କ୍ୟାରିୟରରେ ଲାଗିବ ଚାରିଚାନ୍ଦ, ହାତକୁ ଆସିବ କୋଟିକୋଟି ଟଙ୍କା!

ଭୁବନେଶ୍ୱର,୨୨।୯: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଯେତେବେଳେ ତିନିଟି ଗ୍ରହ ଗୋଟିଏ ରାଶିରେ ଏକାଠି ଅବସ୍ଥାନ କରନ୍ତି, ସେତେବେଳେ ତ୍ରିଗ୍ରହୀ ଯୋଗ ଗଠିତ ହୁଏ। ଆସନ୍ତା ଅକ୍ଟୋବର ୪ରେ…

ଗ୍ରାଚ୍ୟୁଇଟିକୁୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ: ଚୁକ୍ତିଭିତ୍ତିକ କର୍ମଚାରୀଙ୍କ ପାଇଁ…

ନୂଆଦିଲ୍‌ଲୀ,୨୨।୯: ସୁପ୍ରିମକୋର୍ଟଙ୍କ ଦ୍ୱାରା ଗ୍ରାଚ୍ୟୁଇଟିକୁ ନେଇ ଏକ ବଡ଼ ରାୟ ପ୍ରକାଶ ପାଇଛି। ଏଥିରେ କୁହାଯାଇଛି ଯେ ଚୁକ୍ତିଭିତ୍ତିକ (କଣ୍ଟ୍ରାକ୍ଟ) କାର୍ଯ୍ୟ କରୁଥିବା କର୍ମଚାରୀମାନଙ୍କ ପାଇଁ ମୁଖ୍ୟ…

ନକଲି ନୋଟ୍‌ ଦେଇ କିଣୁଥିଲେ ବାଇକ୍, ଧରିଲା ବରଗଡ଼ ପୋଲିସ

ବରଗଡ଼,୨୨।୯(ପ୍ରେମାନନ୍ଦ ଖମାରୀ): ଜାଲ ନୋଟ୍ ଦେଇ ବରଗଡ଼ ସହରରେ ଜଣେ ସ୍କୁଟି କିଣି ଧରାପଡ଼ିଡା ଘଟଣା ଚର୍ଚ୍ଚାର ବିଷୟ ହୋଇଛି । ସୂଚନୀ ଅନୁଯାୟୀ, ବରଗଡ ବ୍ୟାଙ୍କ…

ବଡ଼ ବର୍ଷା ନେଇ ସତର୍କ କରାଇଲେ ରାଜସ୍ବ ମନ୍ତ୍ରୀ: ଏହି ୭ ଜିଲାରେ ଭୀଷଣ ବର୍ଷା! ରେଡ୍‌ ୱାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୨।୯: ବଡ଼ ବର୍ଷା ନେଇ ସତର୍କ କରାଇଲେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ। ୨୩ ଓ ୨୪ ପାଇଁ କୋରାପୁଟ, ଗଜପତି, ଗଞ୍ଜାମକୁ ରେଡ…

ଚିଲିକାରେ ଡଙ୍ଗା ଚଳାଚଳ ବନ୍ଦ, ଆତଙ୍କିତ କୃଷ୍ଣପ୍ରସାଦବାସୀ

କୃଷ୍ଣପ୍ରସାଦ, ୨୨।୯(କୈଳାଶ ଚନ୍ଦ୍ର ପଟନାୟକ ): ବଙ୍ଗୋପସାଗରରେ ଧୀରେ ଧୀରେ ତୀବ୍ର ହେଉଛି ଅବପାତ । ଏହାକୁ ନେଇ ପୁରୀ ଜିଲା ଉପକୂଳବାସୀଙ୍କ ମନରେ ଛନକା ପଶିଛି…

ନବରଙ୍ଗପୁର ଜିଲାପାଳଙ୍କ ବଡ଼ ଘୋଷଣା: ସରକାରୀ ଅଧିକାରୀଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଉଛି। ଫଳରେ ରାଜ୍ୟ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଆସନ୍ତା…

ମହିଳାଙ୍କ ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଅକ୍ଟୋବର ୨ରୁ ମାଗଣାରେ ବସ୍‌ ଯାତ୍ରା

ନୂଆଦିଲ୍ଲୀ,୨୨।୯: ଆଗାମୀ ୨ ଅକ୍ଟୋବର ୨୦୨୬ରୁ ସମଗ୍ର ତାମିଲନାଡୁରେ ଲାଗୁ ହେବାକୁ ଥିବା ‘ଭେଟ୍ରି ପୟନମ’ ଯୋଜନା ଦ୍ୱାରା ପ୍ରତିଦିନ ପ୍ରାୟ ୮୪.୩୨ ଲକ୍ଷ ମହିଳା ପ୍ରତ୍ୟକ୍ଷ…

PM Kisan କୁ ନେଇ ବଡ଼ ଖବର, ଅକ୍ଟୋବରରୁ ଏମାନଙ୍କୁ ମିଳିବନି କିସ୍ତି ଟଙ୍କା; ଲିଷ୍ଟରୁ କଟିଲା ନାଁ!

ନୂଆଦିଲ୍‌ଲୀ,୨୨।୮: ଦେଶର କୋଟି କୋଟି ଚାଷୀଙ୍କ ପାଇଁ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନା ଏକ ବଡ଼ ସାହାଯ୍ୟରୁ କମ ନୁହେଁ। ୨୩ତମ କିସ୍ତି ମିଳିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?