Posted inଜାତୀୟ

ରାଜନୀତିରେ ପ୍ରବେଶ କଲେ ସ୍ତ୍ରୀ ରାଧିକା ମତେ ଛାଡ଼ିଦେବେ: ରଘୁରାମ ରାଜନ

ଚେନ୍ନାଇ,୨୭।୪: ଭାରତର ବର୍ତ୍ତମାନର ରାଜନୈତିକ ପୃଷ୍ଠଭୂମି ସମଗ୍ର ପୃଥିବୀ ଭଳି ସମାନ। ତେବେ ଭାରତର ରାଜନୈତିକ ସ୍ଥିତି ଖରାପ ନାହିଁ ବୋଲି ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ନର ରଘୁରାମ ରାଜନ କହିଛନ୍ତି। ରାଜନୀତି ପ୍ରତି ତାଙ୍କର ରୁଚି ନାହିଁ ଏକାଡେମିକ କାର୍ଯ୍ୟରେ ସେ ବେଶ୍‌ ସନ୍ତୁଷ୍ଟ। ରାଜନୀତିରେ ପ୍ରବେଶ କଲେ ସ୍ତ୍ରୀ ରାଧିକା ତାଙ୍କୁ ଛାଡ଼ିଦେବେ ବୋଲି ହସି ହସି ରାଜନ ଏହା କହିଛନ୍ତି। ସମ୍ପ୍ରତି ରାଜନ ସିକାଗୋ ବିଶ୍ୱବିଦ୍ୟାଳୟର ବୁଥ୍‌ ସ୍କୁଲ୍‌ ଅଫ୍‌ ବିଜନେସ୍‌ରେ ପ୍ରଫେସର ଭାବେ କାର୍ଯ୍ୟ କରୁଛନ୍ତି। ତାଙ୍କର ଆବଶ୍ୟକତା ଲୋଡ଼ାଗଲେ ଭାରତ ପାଇଁ କାମ କରିବାକୁ ସଦା ପ୍ରସ୍ତୁତ। କେନ୍ଦ୍ରରେ କଂଗ୍ରେସ ସରକାର ଗଠନ ହେଲେ ତାଙ୍କୁ ଅର୍ଥମନ୍ତ୍ରୀ କରାଯିବା ନେଇ କେତେକ ରାଜନୈତିକ ସମୀକ୍ଷକ ମତପୋଷଣ କରିଛନ୍ତି। ମାତ୍ର ଏ ସମ୍ପର୍କରେ ରାଜନ କହିଛନ୍ତି ଯେ, ସେ ଏଭଳି ଚିନ୍ତା କରି ନାହାଁନ୍ତି। ସେ ନିଜ ପସନ୍ଦର କାମରେ ବେଶ୍‌ ଖୁସି ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରିଜ ମଇଦାନରେ ମୋଦି

ଶିମଲା,୩୧ ।୫: ଭାରତୀୟ ଜନତା ପାର୍ଟି(ଭାଜପା)ଶାସନକୁ ୮ ବର୍ଷ ପୂରଣ ହୋଇଛି । ଏହି ବର୍ଷ ପୂର୍ତ୍ତିର ଖୁସି ମୁହୂର୍ତ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର...

ଚାଇନାକୁ ପଛରେ ପକାଇ ବିଶ୍ୱର ସବୁଠୁ ଜନବହୁଳ ଦେଶ ହେବ ଭାରତ

ନୂଆଦିଲ୍ଲୀ,୧୧।୭: ଆସନ୍ତା ବର୍ଷ ବିଶ୍ୱର ସବୁଠାରୁ ଜନବହୁଳ ଦେଶ ଭାବରେ ଭାରତ ଚାଇନାକୁ ଅତିକ୍ରମ କରିବ ବୋଲି ଆକଳନ କରାଯାଇଛି। ମିଳିତ ଜାତିସଂଘର ଏକ ରିପୋର୍ଟରେ...

ଅଟଳ ଟନେଲ୍‌: ହିମାଚଳପ୍ରଦେଶ ସହିତ ଲଦାଖ୍‌ ଏବଂ ଜମ୍ମୁ-କଶ୍ମୀର ମଧ୍ୟରେ ଯୋଗାଯୋଗ ହେବ ସହଜ

ନୂଆଦିଲ୍ଲୀ,୨୫।୧୨: ମନାଲୀଠାରୁ ଲେହ ପର୍ଯ୍ୟନ୍ତ ନିର୍ମିତ ହେଉଥିବା ରୋହତାଙ୍ଗ ଟନେଲ୍‌କୁ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଟଳ ଟନେଲ୍‌ ଭାବେ ନାମିତ କରିଛନ୍ତି। ୮.୮ କିଲୋମିଟର...

ପ୍ରଥମ ଡୋଜ୍‌ ଟିକାକରଣ: ଆମେରିକାକୁ ଟପିଲା ଭାରତ

ନୂଆଦିଲ୍ଲୀ, ୪।୬: କୋଭିଡ୍‌-୧୯ ଟିକା ପ୍ରଥମ ଡୋଜ୍‌ ଦେବାରେ ଭାରତ ଆମେରିକାକୁ ଟପିଯାଇଛି। ଆମେରିକାରେ ୧୬.୯ କୋଟି ଲୋକଙ୍କୁ ପ୍ରଥମ ଡୋଜ୍‌ ଦିଆଯାଇଥିବା ବେଳେ ଭାରତରେ...

ଗୁରୁଦାସପୁରରେ ନିଜର ପ୍ରତିନିଧି ନିଯୁକ୍ତ କଲେ ସନ୍ନି: କଂଗ୍ରେସ କହିଲା ଜନତାଙ୍କୁ ଧୋକା

ଗୁରୁଦାସପୁର,୨।୭:ବଲିଉଡ୍‌ ଅଭିନେତା ତଥା ଏମ୍‌ପି ସନ୍ନି ଦେଓଲ ନିଜ ନିର୍ବାଚନ ମଣ୍ଡଳି ଗୁରୁଦାସପୁରରେ ଜଣେ ଲେଖକଙ୍କୁ ନିଜର ପ୍ରତିନିଧି ଭାବେ ନିଯୁକ୍ତ କରିଛନ୍ତି। ଏହାକୁ ନେଇ...

ସିବିଆଇରୁ ସମନ ପାଇବା ପରେ ସିସୋଡିଆ କହିଲେ ମୁଁ ଆସିବି, ସତ୍ୟମେବ ଜୟତେ

ନୂଆଦିଲ୍ଲୀ,୧୬ ।୧୦: ଅବକାରୀ ଘୋଟାଲା ମାମଲାରେ ସିବିଆଇ ଦିଲ୍ଲୀର ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କୁ ସୋମବାର ୧୧ଟାରେ ପଚରାଉଚରା ପାଇଁ ଡାକିଛି । ଏହି ସମନ ମିଳିବା...

ଧାର୍ମିକସ୍ଥଳରୁ ହଟାଯାଇଥିବା ଲାଉଡ୍‌ସ୍ପିକର ସ୍କୁଲରେ ଲଗାଯିବ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ…

ଲକ୍ଷ୍ନୌ, ୧୯।୫ : ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କହିଛନ୍ତି ଯେ ଅନାବଶ୍ୟକ ଲାଉଡ ସ୍ପିକର ହଟାଇବାରେ ସରକାର ସଫଳ ହୋଇଛନ୍ତି। ଯଦି ଅନାବଶ୍ୟକ ଲାଉଡ...

ପଞ୍ଜାବ ସୀମାରେ ପୁଣି ଦେଖାଗଲା ପାକିସ୍ତାନ ଡ୍ରୋନ

ଅମୃତସର,୧୦।୧୦: ପଞ୍ଜାବର ଫିରୋଜପୁର ଜିଲାରେ ବୁଧବାର ସନ୍ଧ୍ୟାରେ ପୁଣି ଥରେ ପାକିସ୍ତାନ ଡ୍ରୋନ୍‌ ଦେଖାଯିବାରୁ ବିଏସ୍‌ଏଫ୍‌ ଯବାନ ଆଲର୍ଟରେ ରହିଛନ୍ତି। ପାକିସ୍ତାନ ସୀମାରେ ଏହା ଦେଖାଯାଇଥିବାରୁ...

Advertisement
Archives

Model This Week