କୋପେନ୍ହାଗେନ,୮ା୯: ଫିନ୍ଲାଣ୍ଡର ପୂର୍ବତନ ପ୍ରଧାନମନ୍ତ୍ରୀ ସନା ମରିନ୍ ଗୁରୁବାର ରାଜନୀତିରୁ ସନ୍ନ୍ୟାସ ନେଇଛନ୍ତି। ୟୁରୋପର ସର୍ବକନିଷ୍ଠ ନେତ୍ରୀ ମାନ୍ୟତା ପାଇଥିବା ୩୭ ବର୍ଷୀୟା ସନା ଲଣ୍ଡନ୍ର ଏକ ଅଣଲାଭଦାୟକ ସଙ୍ଗଠନ ଟୋନି ବ୍ଲେୟାର ଇନ୍ଷ୍ଟିଚ୍ୟୁଟ୍ ଫର୍ ଗ୍ଲୋବାଲ ଚେଞ୍ଜରେ ଉପଦେଷ୍ଟା ଭାବେ ଯୋଗଦେବା ନେଇ ଘୋଷଣା କରିଛନ୍ତି। ୨୦୧୯ରେ ସନା ୫ଟି ଦଳର ସମର୍ଥନରେ ମେଣ୍ଟ ସରକାର ଗଢ଼ିଥିଲେ। କୋଭିଡ୍-୧୯ ମୁକାବିଲାରେ ବଳିଷ୍ଠ ଭୂମିକା ନେଇ ଏବଂ ଯୁଦ୍ଧ ପ୍ରଭାବିତ ୟୁକ୍ରେନ୍କୁ ସମର୍ଥନ କରି ସେ ଅନ୍ତର୍ଜାତୀୟ ସ୍ତରରେ ପ୍ରଶଂସିତ ହୋଇଥିଲେ। ଫିନ୍ଲାଣ୍ଡକୁ୍ ନାଟୋ ସଦସ୍ୟତା ପ୍ରଦାନରେ ମଧ୍ୟ ସନାଙ୍କ ବଡ଼ ଭୂମିକା ରହିଥିଲା। ସେ ଗତ ଜୁନ୍ ୨୦ରେ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ।
Posted inHome, Home Left, ଅନ୍ତର୍ଜାତୀୟ View All
୧୧ବର୍ଷରେ ପ୍ରଥମ ଥର ମୋଦି ସରକାରଙ୍କୁ ଜୋରଦାର ଝଟ୍କା, ପାସ୍ ପରିପାରିଲେନି ଗୋଟିଏ ବି ବିଲ୍
ନୂଆଦିଲ୍ଲୀ,୧୭।୪: ସଂସଦର ତିନି ଦିନିଆ ସ୍ୱତନ୍ତ୍ର ଅଧିବେଶନର ଦ୍ୱିତୀୟ ଶୁକ୍ରବାର ସଂଧ୍ୟାରେ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଅଭିଭାଷଣ ପରେ, ମହିଳା ସଂରକ୍ଷଣ ବିଲ (ସମ୍ୱିଧାନ ୧୩୧ତମ…
ସିବିଏସ୍ଇ ମାଟ୍ରିକ ପରୀକ୍ଷାରେ ସ୍ମିତାରାଣୀଙ୍କ କୃତିତ୍ୱ
ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ସିବିଏସ୍ଇ ମାଟ୍ରିକ ପରୀକ୍ଷାରେ ସେମଫୋର୍ଡ ଫ୍ୟୁଚରିଷ୍ଟିକ ବିଦ୍ୟାଳୟର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସ୍ମିତାରାଣୀ ସାହୁ ୯୭.୨ ପ୍ରତିଶତ ସହ ସ୍କୁଲ…
ଜୀବିତ ବ୍ୟକ୍ତିଙ୍କୁ ମୃତ ଦର୍ଶାଉଛି ଆଧାରକାର୍ଡ ତଥ୍ୟ, ସଂଶୋଧନ ପାଇଁ ୪ ମାସ ହେଲା ଦୌଡୁଛନ୍ତି ଡାକସେବକ
ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର କେ.ରକି ଦୋରା(୨୪) ଯୁକ୍ତ ୩ (ସ୍ନାତକ) ପାସ କରିବା ପରେ ଗତ ୨୦୨୩ରୁ ଦିଗପହଣ୍ଡି…
ମହିଳା ସଂରକ୍ଷଣ ବିଲ୍ କାଟ୍ ଖାଇବା ପରେ ରାହୁଲଙ୍କ ବଡ଼ ବୟାନ, ରାଜନୀତିରେ ହଲଚଲ…
ନୂଆଦିଲ୍ଲୀ,୧୭।୪: ଲୋକ ସଭାରେ ମହିଳା ସଂରକ୍ଷଣ ବିଲ ପାସ ହୋଇପାରି ନାହିଁ। ଏନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି ଯେ ଏହା ସମ୍ୱିଧାନ ଉପରେ ଆକ୍ରମଣ…
କାର୍-ବସ୍ ମୁହାଁମୁହିଁ ଧକ୍କା: ଜଳିଗଲେ ଗୋଟିଏ ପରିବାରର ୯ ସଦସ୍ୟ
ୟାଦ୍ଗିର(କର୍ନାଟକ),୧୭ା୪: କର୍ନାଟକର ସୁରପୁର ତାଲୁକ୍ରେ ଶୁକ୍ରବାର ଏକ କାର୍ ଏବଂ ଘରୋଇ ବସ୍କୁ ମୁହାଁମୁହିଁ ଧକ୍କା ହୋଇଥିଲା। ପରବର୍ତ୍ତୀ ସମୟରେ କାରଟି ଜଳିଯିବାରୁ ସେଥିରେ ଥିବା ଗୋଟିଏ…
ମୋଦି ସରକାରଙ୍କୁ ଝଟ୍କା, ଲୋକ ସଭାରେ କାଟ୍ ଖାଇଲା ମହିଳା ସଂରକ୍ଷଣ ବିଲ୍
ନୂଆଦିଲ୍ଲୀ,୧୭।୪: କାଟ୍ ଖାଇଲା ମହିଳା ସଂରକ୍ଷଣ ବିଲ୍ । ଲୋକ ସଭାର ସ୍ବତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ବିଲକୁ ନେଇ ଭୋଟିଂ ହୋଇଥିଲା । ଯେଉଁଥିରେ କାଟ୍…
ଇରାନର ବଡ଼ ଘୋଷଣା: ହର୍ମୁଜକୁ ସମ୍ପୂର୍ଣ୍ଣ ଖୋଲିଦେଇ କହିଲା ଏଥର…
ତେହରାନ,୧୭ା୪: ଇସ୍ରାଏଲ-ଲେବାନନ ଅସ୍ତ୍ରବିରତି ପରେ ବଡ଼ ଘୋଷଣା କରିଛି ଇରାନ। ହର୍ମୁଜ ପ୍ରଣାଳୀକୁ ସମ୍ପୂର୍ଣ୍ଣ ଖୋଲି ଦେଇଥିବା କହିଛନ୍ତି ଇରାନର ବୈଦେଶିକ ମନ୍ତ୍ରୀ ସୟଦ ଆବାସ ଆରାଘଚି।…
ପାକିସ୍ତାନରେ ଦିନିକିଆ ସିରିଜ ଖେଳିବ ଅଷ୍ଟ୍ରେଲିଆ, ଆସିଲା ଚୂଡ଼ାନ୍ତ କାର୍ଯ୍ୟସୂଚୀ
କରାଚୀ,୧୭ା୪: ଅଷ୍ଟ୍ରେଲିଆ କ୍ରିକେଟ ଦଳ ମେ ମାସ ଶେଷ ଭାଗରେ ଅଷ୍ଟ୍ରେଲିଆ ଟୁର୍ରେ ଯିବ ଏବଂ ଲାହୋର ଓ ରାଓଲପିଣ୍ଡିରେ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଦିନିକିଆ…
Archives

