ରାଜପଥରେ ଓଲଟିଲା ବିଲାତି ବୋଝେଇ ଟ୍ରକ୍‌ : ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର, ହେଲପର

ରୂପ୍‌ସା/ବସ୍ତା, ୨୯।୬(ଡି.ଏନ.ଏ./ସ୍ବ.ପ୍ର.)-ବାଲେଶ୍ୱର ୬୦ନଂ. ଜାତୀୟ ରାଜପଥର ବସ୍ତା ଥାନା ଅନ୍ତର୍ଗତ ମଥାନୀ ବାଇପାସ୍‌ଠାରେ ଏକ ବିଲାତି ବୋଝେଇ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇ ଓଲଟି ପଡ଼ିଛି। ଏହି ଟ୍ରକ (ନଂ.ଡବ୍ଲ୍ୟୁବି୧୭ଏନ୍‌-୨୦୩୫) ବାଙ୍ଗାଲୋରରୁ ବିଲାତି ବୋଝେଇ କରି ପଶ୍ଚିମବଙ୍ଗ ଅଭିମୁଖେ ଯାଉଥିଲା। ଭାରସାମ୍ୟ ହରାଇ ଟ୍ରକ୍‌ ଓଲଟି ପଡିବା ଯୋଗୁ ବିଲାତି ପେଟିଗୁଡ଼ିକ ରାଜପଥରେ ଛିନଛତ୍ର ହୋଇପଡିଥିଲା। ଡ୍ରାଇଭର ଓ ହେଲପର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ବସ୍ତା ପୋଲିସ ପହଞ୍ଚତ୍ ତଦନ୍ତ ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବ ଗଛରେ ଝୁଲୁଛି ମୃତଦେହ

ସୋର,୮।୧(ଡି.ଏନ୍‌.ଏ.): ଆମ୍ବ ଗଛରେ ଝୁଲୁଛି ମୃତଦେହ । ତେବେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ଏପରି ଘଟଣା ସାମ୍ନାକୁ ଆସିଛି ବାଲେଶ୍ୱର ଜିଲା ସୋର ଅଞ୍ଚଳରେ...

ଦୁର୍ଦ୍ଦଶାରେ ପଶ୍ଚିମବାର୍ଡ ପଞ୍ଚାୟତବାସୀ

ଜଳେଶ୍ୱର,୨୬ା୮(ଡି.ଏନ.ଏ.): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ୨୮ ପଞ୍ଚାୟତର ୧୪୯ ଗାଁ ଜଳବନ୍ଦୀ ହୋଇଥିବା ବେଳେ ପଶ୍ଚିମବାର୍ଡ ପଞ୍ଚାୟତ ସର୍ବାଧିକ କ୍ଷତିଗ୍ରସ୍ତ ହୋଇଛି। ହଜାର ହଜାର...

ବିଧିବଦ୍ଧ ଭାବେ ଭାଜପାରେ ଯୋଗ ଦେଲେ ଜିନା-ରୁଦ୍ର

ବାଲେଶ୍ୱର ଅଫିସ,୧୧।୩: ଓଡ଼ିଆ ଚଳଚ୍ଚିତ୍ରଜଗତର ଜଣାଶୁଣା ଅଭିନେତ୍ରୀ ସ୍ବାତୀ ସାମଲ(ଜିନା) ଏବଂ ତାଙ୍କ ସ୍ବାମୀ ତଥା ଅଭିନେତା ରୁଦ୍ର ପାଣିଗ୍ରାହୀ ଶନିବାର ବିଧିବଦ୍ଧ ଭାବେ ଭାଜପାରେ...

ମରୁଡ଼ି ଘୋଷଣା ଦାବିରେ ଗଣଆନ୍ଦୋଳନ

ବାଲିଆପାଳ,୧୩।୮(ସ୍ବ.ପ୍ର.)-ବାଲିଆପାଳ ବ୍ଲକ ସମେତ ବସ୍ତା, ଜଳେଶ୍ୱର, ଭୋଗରାଇ ବ୍ଲକ ଏବଂ ବାଲେଶ୍ୱର ଜିଲାକୁ ମରୁଡି ଅଞ୍ଚଳ ଘୋଷଣା ଦାବିରେ ଚାଷୀ ଏକତା ମଞ୍ଚ ଏବଂ ସୂଚନା...

ସାରଗାଁ ବଜାରରେ ଥିବା ମଦ ଦୋକାନ ଉଚ୍ଛେଦ ଦାବି: ଅବକାରୀ ଅଫିସ୍‌ ଘେରିଲେ ଗ୍ରାମବାସୀ

ବାଲେଶ୍ୱର ଅଫିସ,୨୦।୮-ବାଲେଶ୍ୱର ଜିଲା ରେମୁଣା ବ୍ଲକ ସାରଗାଁ ବଜାର ମଧ୍ୟରେ ଥିବା ମଦ ଦୋକାନ ଉଚ୍ଛେଦ ପାଇଁ ଉକ୍ତ ପଞ୍ଚାୟତର ମହିଳା ଓ ପୁରୁଷ ମଙ୍ଗଳବାର...

‘କ୍ୟୁଆର୍‌ଏସ୍‌ଏଏମ୍‌’ର ପରୀକ୍ଷଣ ସଫଳ

ବାଲେଶ୍ୱର ଅଫିସ, ୧୮।୧୧: ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ଆଇଟିଆର୍‌ (ସମନ୍ବିତ ପରୀକ୍ଷଣ କେନ୍ଦ୍ର ପରିସର) ୩ନଂ. ଲଞ୍ଚପ୍ୟାଡ୍‌ରୁ ମଙ୍ଗଳବାର ‘କ୍ୟୁଆର୍‌ଏସ୍‌ଏଏମ୍‌’ (କୁଇକ୍‌ ରିଆକ୍‌ସନ୍‌ ସର୍ଫେସ୍‌ ଟୁ...

କୋଚିଂ ସେଣ୍ଟରରେ ଅଗ୍ନି ନିରାପତ୍ତା ଚିନ୍ତା

ବାଲେଶ୍ୱର ଅଫିସ, ୨୭।୫-ଗୁଜୁରାଟର ସୁରଟ ଜିଲା ଅନ୍ତର୍ଗତ ସୁରଥନା ଅଞ୍ଚଳର ଏକ ଘରୋଇ କୋଚିଂ ସେଣ୍ଟରରେ ଗତ ଶୁକ୍ରବାର ଅଗ୍ନିକାଣ୍ଡ ଘଟି ୨୦ଜଣ ଛାତ୍ରୀଛାତ୍ର ମୃତ୍ୟୁବରଣ...

ଡିଆରଡିଓକୁ ସଫଳତା:ଏଚଏସଟିଡିଭି ସଫଳ ପରୀକ୍ଷଣ

ବାଲେଶ୍ୱର ଅଫିସ୍‌, ୧୨।୬: ଭାରତୀୟ ପ୍ରତିରକ୍ଷା ଗବେଷଣା ପ୍ରତିଷ୍ଠାନକୁ ବୁଧବାର ଏକ ବଡ ସଫଳତା ମିଳିଛି। ଧାମରାଠାରେ ଥିବା ଅବଦୁଲ କଲାମ ଦ୍ୱୀପର ୪ ନମ୍ବର...

Advertisement
Archives

Model This Week