Posted inଜାତୀୟ

ରାଜପଥରେ ଭାରତର ସାମରିକ ଶକ୍ତି ଓ ସାଂସ୍କୃତିକ ବିବିଧତା ଦେଖିଲା ସାରା ପୃଥିବୀ

ନୂଆଦିଲ୍ଲୀ,୨୬।୧: ଦିଲ୍ଲୀର ରାଜପଥରେ ୭୧ ସାଧାରଣତନ୍ତ୍ର ଦିବସ ମହା ଆଡ଼ମ୍ବରରେ ରବିବାର ପାଳିତ ହୋଇଛି। ଏହି ଅବସରରେ ଭାରତର ସାମରିକ ଶକ୍ତି ଏବଂ ସାଂସ୍କୃତିକ ବିବିଧତା ସାରା ପୃଥିବୀ ପ୍ରସାରିତ ହୋଇଛି। ବିଭିନ୍ନ ରାଜ୍ୟ ପକ୍ଷରୁ ଆକର୍ଷଣୀୟ ପ୍ରଜ୍ଞାପନ ମେଢ଼ ରାଜପଥରେ ପ୍ରଦର୍ଶିତ ହୋଇଛି। ସେହିଭରି ସାମରିକ ଶକ୍ତି ମଧ୍ୟରେ ବାୟୁସେନାର ୧୪୦ ରେଜିମେଣ୍ଟ ପକ୍ଷରୁ ରାଡାର ପ୍ରଦର୍ଶନ କରାଯାଇଛି। ସେହିପରି ନୌସେନା ପକ୍ଷରୁ ବୋଇଙ୍ଗ୍‌ ପି-୮-ଆଇ, ବିଧ୍ୱଂସକ, କାଲଭରୀ ବୁଡ଼ା ଜାହାଜର ପ୍ରଜ୍ଞାପନ ମେଢ଼ ପ୍ରଦର୍ଶନ କରାଯାଇଛି। ଏହା ସହିତ ରୁଦ୍ର ଏବଂ ଧ୍ରୁବ ହେଲିକପ୍ଟର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଟି-୯୦ ଭୀଷ୍ମ ଟ୍ୟାଙ୍କ ରାଜପଥ ପରେଡ଼ରେ ଅଂଶଗ୍ରହଣ କରିଥିଲା। ସାଧାରଣତନ୍ତ୍ର ଦିବସ ଅବସରରେ ରାଜପଥ ଉପର ଦେଇ ଯୁଦ୍ଧ ବିମାନ ନାନା ପ୍ରକାର କୌଶଳ ପ୍ରଦର୍ଶନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଳାତ୍କାରୀଙ୍କୁ ଜାମିନ, ପୀଡ଼ିତାଙ୍କ ସହ ଅନ୍ୟାୟ

ନୂଆଦିଲ୍ଲୀ,୨୫ା୧୨: ଭାରତ କେବଳ ଏକ ମୃତ ଅର୍ଥନୀତିରେ ପରିଣତ ହୋଇଯାଇଛି ତାହା ନୁହେଁ, ବରଂ ଏକ ମୃତ ସମାଜ ପାଲଟିଯାଇଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ବୁଧବାର...

ବିଦ୍ୟୁତ୍‌ ଉପଭୋକ୍ତାଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ବିଦ୍ୟୁତ୍‌ ଉପଭୋକ୍ତାଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବୁଧବାର ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ସହ...

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri