Posted inଜାତୀୟ

ରାଜପଥରେ ଭାରତର ସାମରିକ ଶକ୍ତି ଓ ସାଂସ୍କୃତିକ ବିବିଧତା ଦେଖିଲା ସାରା ପୃଥିବୀ

ନୂଆଦିଲ୍ଲୀ,୨୬।୧: ଦିଲ୍ଲୀର ରାଜପଥରେ ୭୧ ସାଧାରଣତନ୍ତ୍ର ଦିବସ ମହା ଆଡ଼ମ୍ବରରେ ରବିବାର ପାଳିତ ହୋଇଛି। ଏହି ଅବସରରେ ଭାରତର ସାମରିକ ଶକ୍ତି ଏବଂ ସାଂସ୍କୃତିକ ବିବିଧତା ସାରା ପୃଥିବୀ ପ୍ରସାରିତ ହୋଇଛି। ବିଭିନ୍ନ ରାଜ୍ୟ ପକ୍ଷରୁ ଆକର୍ଷଣୀୟ ପ୍ରଜ୍ଞାପନ ମେଢ଼ ରାଜପଥରେ ପ୍ରଦର୍ଶିତ ହୋଇଛି। ସେହିଭରି ସାମରିକ ଶକ୍ତି ମଧ୍ୟରେ ବାୟୁସେନାର ୧୪୦ ରେଜିମେଣ୍ଟ ପକ୍ଷରୁ ରାଡାର ପ୍ରଦର୍ଶନ କରାଯାଇଛି। ସେହିପରି ନୌସେନା ପକ୍ଷରୁ ବୋଇଙ୍ଗ୍‌ ପି-୮-ଆଇ, ବିଧ୍ୱଂସକ, କାଲଭରୀ ବୁଡ଼ା ଜାହାଜର ପ୍ରଜ୍ଞାପନ ମେଢ଼ ପ୍ରଦର୍ଶନ କରାଯାଇଛି। ଏହା ସହିତ ରୁଦ୍ର ଏବଂ ଧ୍ରୁବ ହେଲିକପ୍ଟର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଟି-୯୦ ଭୀଷ୍ମ ଟ୍ୟାଙ୍କ ରାଜପଥ ପରେଡ଼ରେ ଅଂଶଗ୍ରହଣ କରିଥିଲା। ସାଧାରଣତନ୍ତ୍ର ଦିବସ ଅବସରରେ ରାଜପଥ ଉପର ଦେଇ ଯୁଦ୍ଧ ବିମାନ ନାନା ପ୍ରକାର କୌଶଳ ପ୍ରଦର୍ଶନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମେନ୍ଦ୍ର ପ୍ରଧାନଙ୍କୁ ନେଇ ବଡ଼ ଘୋଷଣା କଲା CJP: ଯେ ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ପାର୍ଟିର ମୁଖପାତ୍ର ସୌରଭ ଦାସ ଏବଂ ଆଶୁତୋଷ ରାଙ୍କା ସୋମବାର କେନ୍ଦ୍ରମନ୍ତ୍ରୀ ଜେ.ପି. ନଡ୍ଡାଙ୍କ ସମ୍ମୁଖରେ ନିଜର ଦାବିଗୁଡ଼ିକ ରଖିଛନ୍ତି। ବିଳମ୍ବିତ ସନ୍ଧ୍ୟା…

ଶେଷରେ କ୍ଷମା ମାଗିଲେ ଅଭିଜିତ୍‌ ଦୀପକେ: କହିଲେ, ଧର୍ମେନ୍ଦ୍ର ପ୍ରଧାନଙ୍କ ପାଇଁ…

ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ଦଳର ମୁଖ୍ୟ ଅଭିଜିତ୍‌ ଦୀପକେ ମଙ୍ଗଳବାର ଜନ୍ତର ମନ୍ତରରେ ପହଞ୍ଚିଛନ୍ତି। ସେ ତାଙ୍କ ସମର୍ଥକମାନଙ୍କୁ କ୍ଷମା ମାଗିଛନ୍ତି। Xରେ ସେ ଲେଖିଛନ୍ତି, ମୁଁ…

ପାଠ୍ୟପୁସ୍ତକ ତ୍ରୁଟି ଘଟଣା, ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ୪….

କଟକ,୨୧।୭(ପ୍ରଭୁକଲ୍ୟାଣ ପାଲ୍): ରାଜ୍ୟରେ ପାଠ୍ୟପୁସ୍ତକ ତ୍ରୁଟି ଘଟଣାରେ ଆଉ ଚାରି ଜଣଙ୍କ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଛନ୍ତି । ସମ୍ଭାବ୍ୟ ଗିରଫଦାରୀ ଏଡ଼ାଇବା ପାଇଁ ଦିଲ୍ଲୀପ…

ସୋନମ ୱାଙ୍ଗଚୁକଙ୍କୁ ନେଇ ଆସିଲା ବଡ଼ ଅପଡେଟ୍‌ : ସ୍ବାସ୍ଥ୍ୟାବସ୍ଥାରେ…

ନୂଆଦିଲ୍ଲୀ,୨୧।୭: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ବର୍ତ୍ତମାନ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରେ ଭର୍ତ୍ତି ଅଛନ୍ତି। ଏଭଳି ପରିସ୍ଥିତିରେ ତାଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଏକ ସଦ୍ୟତମ ଅପଡେଟ୍‌ ସାମ୍ନାକୁ…

ଏହି ଦଳରୁ ନିର୍ବାଚନ ଲଢିବେ CJP ମୁଖ୍ୟ ଅଭିଜିତ ଦୀପକେ? ଭାଜପା ନେତାଙ୍କ ବଡ଼ ଦାବି

ନୂଆଦିଲ୍ଲୀ,୨୧।୭: ଭାଜପା ନେତା ନିଶିକାନ୍ତ ଦୁବେ କକ୍ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କ ସମ୍ପର୍କରେ ଏକ ବଡ଼ ଦାବି କରିଛନ୍ତି। ଦୁବେ ଉତ୍ତର ପ୍ରଦେଶ…

ବେଲଭଟା ଗ୍ରାମବାସୀଙ୍କୁ ଚୁଆପାଣି ଭରସା: ଅଚଳ ନଳକୂପ-ସୌରଚାଳିତ ପାଣିଟାଙ୍କି

ଲାଞ୍ଜିଗଡ଼,୨୧ା୭(ରମେଶ ଚନ୍ଦ୍ର ନାୟକ):କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ୍‌ ବେଡ଼ାଗାଁ ପଞ୍ଚାୟତ ଅଧୀନ ଦେହେଡ଼ାର ବେଲଭଟା ଗାଁରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ନେଇଛି। ଗାଁରେ ୬ଟି…

ସୋନମ ୱାଙ୍ଗଚୁକଙ୍କ ପତ୍ନୀ ଗୀତାଞ୍ଜଳି ଜେ. ଆଙ୍ଗମୋ କିଏ? କରାଟେରେ ପାଇଛନ୍ତି ବ୍ଲାକ ବେଲ୍ଟ, ଓଡ଼ିଶା ସହ ରହିଛି…

ନୂଆଦିଲ୍ଲୀ,୨୧।୭: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ସମ୍ପ୍ରତି ତାଙ୍କ ଆନ୍ଦୋଳନ ଏବଂ ଅନଶନ ଯୋଗୁ ଚର୍ଚ୍ଚାରେ ଅଛନ୍ତି। ଇତିମଧ୍ୟରେ, ତାଙ୍କ ପତ୍ନୀ ଗୀତାଞ୍ଜଳି ଜେ. ଆଙ୍ଗମୋ ମଧ୍ୟ…

ପ୍ଲାଷ୍ଟିକ୍‌ ଦଉଡ଼ି ଟାଣି ଚାଲିଛି ଚଣ୍ଡିଆପଲ୍ଲୀ ଫେରିଘାଟ: ବିପଦରେ ଯାତ୍ରୀ

ମହାକାଳପଡ଼ା,୨୧ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା, ବ୍ଲକ୍‌, ତହସିଲ ଓ କଲେଜ ଏବଂ ମେଡିକାଲକୁ ଲୋକେ ବିଭିନ୍ନ ସମୟରେ ଯାତାୟାତ କରିଥାନ୍ତି। କିନ୍ତୁ ସେଠାକୁ ଯିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri