ରାଜପଥ କଡ଼ରେ ଖୋଲାରହିବ ୮ ଢାବା

ବାରିପଦା ଅଫିସ, ୧ା୪- ଲକ୍‌ଡାଉନ ସମୟରେ ଅତ୍ୟାବଶ୍ୟକ ସାମଗ୍ରୀ ନେବା ଆଣିବା ପାଇଁ ଜାତୀୟ ରାଜପଥରେ ଗାଡ଼ିମୋଟର ଚଳାଚଳ ହେଉଛି। ଏହାକୁ ଦୃଷ୍ଟିରେ ରଖି ମୟୂରଭଞ୍ଜ ଜିଲାରେ ୮ଟି ଢାବାକୁ ଖୋଲିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଅନୁମତି ମିଳିଛି। ଜାତୀୟ ରାଜପଥ ବୈଶିଙ୍ଗାରୁ ବମ୍ବେ ଛକ ଏବଂ ବାଙ୍ଗିରିପୋଷି ଠାରୁ ଯଶିପୁର ମଧ୍ୟରେ ଜାତୀୟ ରାଜପଥ କଡ଼ରେ ଥିବା ୮ଟି ଢାବା ଖୋଲା ରହିବ। ଢାବାରେ କୌଣସି ଖାଦ୍ୟ ପରଷା ଯିବ ନାହିଁ । ହୋଟେଲ ମାଲିକମାନେ ପ୍ୟାକେଟିଂ କରି ଡ଼୍ରାଇଭରମାନଙ୍କୁ ଦେବେ। ଢାବାଗୁଡ଼ିକ ହେଲା ଗଡ଼ଦେଉଳିଆସ୍ଥିତ ମ୍ୟାନେଜର ଢାବା, ବେତନଟୀସ୍ଥିତ ସତନାମ ଢାବା, କୁଳିଅଣାସ୍ଥିତ ଜେଜେ ଢାବା, ବମ୍ବେଛକସ୍ଥିତ ଯାଦବ ହୋଟେଲ, ବାଙ୍ଗିରିପୋଷି ଶିମିଳିଆ ଛକସ୍ଥିତ ଶୁଭମ ହୋଟେଲ, ବିଶୋଇ କଦମବେଢ଼ାସ୍ଥିତ ବସନ୍ତ ଢାବା , ମଣଦା ବନେଇକୀଳାସ୍ଥିତ ମାଧବ ଢାବା ଏବଂ ଯଶିପୁର କୁଇତାସ୍ଥିତ ମହାପାତ୍ର ଢାବା ।


Enter your email to get our daily news in your inbox.

All Right Reserved By Dharitri.Com

ମ୍ୟାଜିକ୍‌ ବଦଳାଇଛି ଜୀବନ ମୋଡ଼

ଅନୁଗୋଳ ଅଫିସ୍‌, ୧୬।୩ (ଅମିତ କୁମାର ସାମଲ) : ପୋଲିସ ବିଭାଗରେ ଚାକିରି କରି ବି ମନରେ ସନ୍ତୋଷ ନ ଥିଲା। ଚାକିରି ସହ ଅନ୍ୟ କିଛି...

ଏପିଓ ଦାୟିତ୍ୱ ସମ୍ଭାଳୁଛନ୍ତି ଜିଆର୍‌ଏସ୍‌

ନାଉଗାଁ , ୬।୨ (ସ୍ବ.ପ୍ର.): ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ମାଧ୍ୟମରେ କରାଯାଉଥିବା ବିଭିନ୍ନ କାର୍ଯ୍ୟର ସୂଚନା ଓ ତଦାରଖ ବ୍ଲକ ଏପିଓ (ଆଡିସନାଲ୍‌ ପ୍ରୋଗ୍ରାମ୍‌ ଅଫିସର୍‌) କରିଥାନ୍ତି। ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ...

ହାତୀ ଆକ୍ରମଣରେ ଚାଲିଗଲା ବୃଦ୍ଧାଙ୍କ ଜୀବନ

ଅନୁଗୋଳ ଅଫିସ,୧୨।୫: ହାତୀ ଆକ୍ରମଣରେ ଅନୁଗୋଳ ଜିଲା ବନ୍ତଳା ବନାଞ୍ଚଳ ଅନ୍ତର୍ଗତ ଗଡତରାସ ପଞ୍ଚାୟତ ଅଧୀନ ଯାମୁଣ୍ଡା କୂଳିଆପଶି ସାହିର ଜଣେ ବୃଦ୍ଧାଙ୍କ ଶୁକ୍ରବାର ମୃତ୍ୟୁ...

ଗଣଶିକ୍ଷା ମନ୍ତ୍ରୀଙ୍କ ପ୍ରଶ୍ନ: ସ୍କୁଲ ଖୋଲିବା ପରେ କିଭଳି ଲାଗୁଛି ପିଲେ

ବଲାଙ୍ଗୀର,୧୨ା୧: ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ମଙ୍ଗଳବାର ବଲାଙ୍ଗୀର ଜିଲା ଗସ୍ତରେ ଆସି ବିଭିନ୍ନ ସ୍କୁଲ ପରିଦର୍ଶନ କରିଛନ୍ତି।  ସେ ବଲାଙ୍ଗୀର ସହର...

ଜଙ୍ଗଲରେ କଲେଜ ଛାତ୍ରୀଙ୍କୁ ଗଣବଳାତ୍କାର

ବେତନଟୀ, ୧୬।୧୦(ସ୍ବ.ପ୍ର.): ବାଲେଶ୍ୱର-ବାରିପଦା ରାସ୍ତାର ୧୮ନଂ. ଜାତୀୟ ରାଜପଥର କଳମା ଛକ ନିକଟ ଜଙ୍ଗଲରେ ଜଣେ ଯୁକ୍ତ ୩ ଛାତ୍ରୀଙ୍କୁ ଗଣବଳାତ୍କାର କରାଯାଇଛି। ଛାତ୍ରୀଙ୍କ ସହ...

କୋଭିଡ୍‌ ନିୟମ ଉଲ୍ଲଘଂନ, ସିଲ୍‌ ହେଲା ଦୋକାନ

ଶଙ୍କରାଖୋଲ,୨୯ା୪(ଡି.ଏନ୍‌.ଏ)- ଚକାପାଦ ବ୍ଲକ ଶଙ୍କରାଖୋଲଠାରେ ବୁଧବାର ସକାଳେ ସାମାଜିକ ଦୂରତା ରକ୍ଷା ନକରିବା ଅଭିଯୋଗରେ ଏକ ଦୋକାନକୁ ସିଲ୍‌ କରାଯାଇଛି। ଏସ୍‌ପି ପ୍ରତୀକ ସିଂ ପରିଦର୍ଶନ...

ବ୍ୟାଙ୍କ କଲୋନୀକୁ ଶଟ୍‌ଡାଉନ୍‌ କଲେ ସରପଞ୍ଚ

ଛତ୍ରପୁର,୧ା୭(ଡି.ଏନ୍‌.ଏ.)-ଛତ୍ରପୁର ଏନ୍‌ଏସିରେ ୬ ଦିନିଆ ଶଟ୍‌ଡାଉନ୍‌ ବଳବତ୍ତର ରହିଛି ା ବୁଧବାର ଶଟ୍‌ଡାଉନ୍‌ର ଦ୍ୱିତୀୟ ଦିବସରେ ମଧ୍ୟ ହାତଗଣତି ଔଷଧ ଦୋକାନ ଖୋଲାରହିଥିବା ବେଳେ ଅନ୍ୟ...

ପୋଲିସ ଏନ୍‌କାଉଣ୍ଟରରେ ୪ ମାଓବାଦୀ ମୃତ: ଜବତ ହେଲା ଆମେରିକାରେ ନିର୍ମିତ ଅସ୍ତ୍ରଶସ୍ତ୍ର

ମାଲକାନଗିରି,୪ା୧୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲା ପେର୍ମା ନିକଟରେ ହୋଇଥିବା ଏନକାଉଣ୍ଟରରେ ୪ଜଣ ମାଓବାଦୀ ନିହତ ହୋଇଛନ୍ତି। ସେମାନଙ୍କ ମୃତଦେହ ସହ ଅସ୍ତ୍ରଶସ୍ତ୍ର...

Advertisement
Archives

Model This Week