ରାଜପ୍ରାସାଦ ଛାଡ଼ିଲେ ବ୍ରିଟେନ ରାଣୀ

ଲଣ୍ଡନ,୧୬।୩: ବ୍ରିଟେନରେ କରୋନା ସଂକ୍ରମଣ ଜନିତ ମୃତ୍ୟୁସଂଖ୍ୟା ୨୧ରେ ପହଞ୍ଚତ୍ଥିବାବେଳେ ୧୧୪୦ ଜଣ ସଂକ୍ରମିତ ହୋଇଛନ୍ତି। ରାଣୀ ଏଲିଜାବେଥ୍‌ ଦ୍ୱିତୀୟ ଓ ପ୍ରିନ୍ସ ଫିଲିପଙ୍କୁ କ୍ୱାରାଣ୍ଟାଇନରେ ରଖିବା ଲାଗି ନିଷ୍ପତ୍ତି ହୋଇଛି। ରାଣୀଙ୍କୁ ବକିଂହାମ୍‌ ପ୍ୟାଲେସରୁ ଓ୍ବିଣ୍ଡସର କାଷ୍ଟଲ୍‌କୁ ନିଆଯାଇଛି। ବଙ୍କିଙ୍ଗହାମ୍‌ ପ୍ୟାଲେସର ଅନ୍ୟାନ୍ୟ କାର୍ଯ୍ୟକ୍ରମ ସମ୍ପର୍କରେ ସମୀକ୍ଷା କରାଯିବ। ରାଣୀଙ୍କ ସ୍ବାସ୍ଥ୍ୟାବସ୍ଥା ଭଲ ରହିଛି। ତେବେ ରାଜପ୍ରାସାଦରେ ଗହଳି ଲାଗି ରହିଥିବାରୁ ତାଙ୍କୁ ସ୍ଥାନାନ୍ତର କରାଯାଇଥିବା ରାଜପରିବାର ସୂତ୍ରରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ଯୋଗୁ ଆମେରିକାରେ ଅଚଳାବସ୍ଥା: ଖାଦ୍ୟ ପାଇଁ ଘଣ୍ଟା ଘଣ୍ଟା ଅପେକ୍ଷା କରୁଛନ୍ତି ଲୋକେ

ଓ୍ବାଶିଂଟନ,୧୯।୪: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି। କରୋନା ଯୋଗୁ...

ଆମେରିକାରେ ୪୫ ଦିନ ପାଇଁ ଟିକ୍‌ଟକ୍‌ ବ୍ୟାନ୍‌ କଲେ ଟ୍ରମ୍ପ୍‌

ଓ୍ବାଶିଂଟନ,୭ା୮: ଚାଇନା ସହିତ ଲାଗି ରହିଥିବା ବିବାଦ ନେଇ କଡ଼ା ପଦକ୍ଷେପ ନେଇଛି ଆମେରିକା। ଚାଇନାର ସୋସିଆଲ ମିଡିଆ ଆପ୍‌ ଟିକ୍‌ଟକ୍‌ ପ୍ରତି ୪୫ ଦିନ...

ପୁଅର ପର୍ନ କଲେକ୍ସଶନ୍‌ ଫୋପାଡ଼ିବାରୁ ବାପାଙ୍କୁ ଏଭଳି ଦଣ୍ଡାଦେଶ

ମିଚିଗାନ,୩୦।୮: ପୁଅର ପର୍ନ କଲେକ୍‌ଶନ(ସଂଗ୍ରହ) ଫୋପାଡ଼ିବା ବାପାଙ୍କୁ ମହଙ୍ଗା ପଡ଼ିଛି। ବାପାଙ୍କୁ କ୍ଷତିପୂରଣ ବାବଦକୁ ୨୨ ଲକ୍ଷ ଟଙ୍କା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ। ଏଭଳି...

ମାର୍ଗାରେଟ, ବର୍ନାର୍ଡାଇନ୍‌ଙ୍କୁ ବୁକର୍‌ ପୁରସ୍କାର

ଲଣ୍ଡନ,୧୬ା୧୦: କାନାଡା ଲେଖିକା ମାର୍ଗାରେଟ ଅଟଉଡ୍‌ ଏବଂ ବ୍ରିଟିଶ୍‌ ଲେଖିକା ବର୍ନାର୍ଡାଇନ୍‌ ଏଭାରିଷ୍ଟୋ ଚଳିତ ବର୍ଷ ମିଳିତ ଭାବେ ବୁକର୍‌ ପୁରସ୍କାର ପାଇବେ। ପ୍ରଥମ ଥର...

କିମ୍‌‌ ଦକ୍ଷିଣ କୋରିଆ ପ୍ରଧାନମନ୍ତ୍ରୀ

ଦକ୍ଷିଣ କୋରିଆ ରାଷ୍ଟ୍ରପତି ମୁନ୍‌ ଜାଏ-ଇନ୍‌ ଶୁକ୍ରବାର କିମ୍‌ ବୁ-କ୍ୟୁମ୍‌ଙ୍କୁ ଦେଶର ନୂଆ ପ୍ରଧାନମନ୍ତ୍ରୀ ବାଛିଛନ୍ତି। ତାଙ୍କ ରାଷ୍ଟ୍ରପତିତ୍ୱରେ କିମ୍‌ ହେଉଛନ୍ତି ତୃତୀୟ ପ୍ରଧାନମନ୍ତ୍ରୀ। ୪...

ହଗ୍‌ କର୍ଟନ୍‌

କାଲିଫର୍ଣ୍ଣିଆ: କରୋନା ସଂକ୍ରମଣରୁ ରକ୍ଷାପାଇବା ପାଇଁ ସମସ୍ତେ ସାମାଜିକ ଦୂରତ୍ୱ ଅବଲମ୍ବନ କରିବା ଉପରେ ଜୋର୍‌ ଦେଉଛନ୍ତିି। ସେଥିପାଇଁ ତ କେହି କାହା ପାଖକୁ ନ...

ମୁଲ୍ଲାଙ୍କୁ ଫୋନ୍‌ କଲେ ଟ୍ରମ୍ପ୍‌: କଏଦୀଙ୍କ ମୁକ୍ତି ନେଇ ଏବେ ବି ସନ୍ଦେହ !

ଓ୍ବାଶିଂଟନ,୪।୩: ତାଲିବାନ ମୁଖ୍ୟ ମୁଲ୍ଲା ବରଦାରଙ୍କ ସହିତ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଫୋନ୍‌ରେ ଆଲୋଚନା ହୋଇଛି। ଜଣେ ଆତଙ୍କବାଦୀ ସଂଗଠନ ମୁଖ୍ୟଙ୍କ ସହିତ ନେଇ...

ମହାବିନାଶକାରୀ ଅସ୍ତ୍ରଶସ୍ତ୍ର ପ୍ରଦର୍ଶନ କଲେ କିମ୍‌ ଜୋଙ୍ଗ୍‌

ପୋୟାଙ୍ଗ୍‌ୟଙ୍ଗ, ୧୧।୧୦: ଉତ୍ତରକୋରିଆର ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ୍‌ ଉନ୍‌ ମହାବିନାଶକାରୀ ଅସ୍ତ୍ରଶସ୍ତ୍ର ପ୍ରଦର୍ଶନ କରିଛନ୍ତି। ଆମେରିକା ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ କିମ୍‌ ଏଭଳି କରିଛନ୍ତି।...

Advertisement
Archives

Model This Week