ରାଜ୍ୟବ୍ୟାପୀ ପକ୍ଷୀଗଣନା ଆରମ୍ଭ

ଭୁବନେଶ୍ୱର, ୩।୧(ବ୍ୟୁରୋ): ରାଜ୍ୟବ୍ୟାପୀ ପକ୍ଷୀଗଣନା ଶୁକ୍ରବାରଠାରୁ ଆରମ୍ଭ ହୋଇଛି। ରାଜ୍ୟର ବିଭିନ୍ନ ବନଖଣ୍ଡ ଏବଂ ଜଳାଶୟରେ ପକ୍ଷୀଗଣନା କରାଯାଉଛି। ଗଣନାରେ ୨୫ରୁ ଊର୍ଦ୍ଧ୍ୱ ଟିମ୍‌ ଏବଂ ହଜାରେରୁ ଅଧିକ ସଦସ୍ୟ ସାମିଲ ଅଛନ୍ତି। ଅନୁଗୋଳର ସାତକୋଶିଆରେ ୧୦ଟି ଟିମ୍‌ ନିୟୋଜିତ କରାଯାଇଛି। ମହାନଦୀ ରିଭର୍‌ ସିଷ୍ଟମ ସହ ଶିଶୁପଥର ଡ୍ୟାମରେ ଏବେ ଗଣନା ଚାଲିଛି। ସେହିପରି ମୟୁରଭଞ୍ଜର ଶିମିଳିପାଳ ସଂଲଗ୍ନ ବିଭିନ୍ନ ଜଳଶୟରେ ମଧ୍ୟ ପକ୍ଷୀଗଣନା ଚାଲିଛି। ଶୁକ୍ରବାରଠାରୁ କେବଳ ପକ୍ଷୀ ଗଣନା ଆରମ୍ଭ ହୋଇଥିବାବେଳେ ଆସନ୍ତା ୯ରୁ ୧୨ ତାରିଖ ପର୍ଯ୍ୟନ୍ତ କୁମ୍ଭୀର ଗଣନା କରାଯିବ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

୫ ଜିଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୧।୭(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ କନ୍ଧମାଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ରାୟଗଡ଼ା ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବା ସମ୍ଭାବନା...

ଛାର୍‌ରି ଝି’ର ଚିନ୍‌ତାରେ ବୁରୁଧ୍‌ ମା’ବାପ୍‌

ଲାଠୋର, ୨୨।୧୦(ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର ପଁଚେତ୍‌ ସଦର କର୍ତ୍ତିଆପଡ଼ାର ବାସିନ୍‌ଦା ବୁରୁଧ୍‌ ଦମ୍ପତି ବଂଶୀଧର ସାହୁ(୬୮) ଆର ସପୁର ସାହୁ(୬୨)। ଇ...

୬ ସହର ପାରଦ ୧୦ ଡିଗ୍ରୀ ତଳକୁ ଖସିଲା

ଭୁବନେଶ୍ୱର, ୨୧ା୧୨(ବ୍ୟୁରୋ): ରାଜ୍ୟରେ ଶୀତ ବୃଦ୍ଧି ପାଇଛି । ଗତ ଦୁଇଦିନ ହେବ ସହରଠାରୁ ଆରମ୍ଭ କରି ଗଁ। ଗଣ୍ଡାରେ ଶୀତ ବିରାଜମାନ କରିଛି। ପାରଦ...

ଆଉ ୫ କରୋନା ଆକ୍ରାନ୍ତ ସୁସ୍ଥ: ଏହାକୁ ମିଶାଇ ରାଜ୍ୟରେ ସୁସ୍ଥ ହେଲେଣି ୨୯ ଆକ୍ରାନ୍ତ

ଭୁବନେଶ୍ୱର, ୨୧।୪(ବ୍ୟୁରୋ): ଓଡ଼ିଶା ପାଇଁ ଖୁସି ଖବର। ମଙ୍ଗଳବାର ଆଉ ୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କୁ ମିଶାଇ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୯ଜଣ...

ମନ୍ତ୍ରୀଙ୍କ ଅନୁପସ୍ଥିତିକୁ ନେଇ ଗୃହରେ ବିରୋଧୀଙ୍କ ହଟ୍ଟଗୋଳ: ତାଗିଦ୍‌ କଲେ ବାଚସ୍ପତି

ଭୁବନେଶ୍ୱର, ୨୧।୧୧(ବ୍ୟୁରୋ): ଚଳିତ ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହେବା ପୂର୍ବରୁ ଶାସକ ଦଳର ସଦସ୍ୟଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୃହରେ ଉପସ୍ଥିତ ରହିବାକୁ କଡ଼ା...

ପୁଣି ସାହାହେଲେ ସବ୍ୟସାଚୀ: ତାମିଲନାଡ଼ୁରେ ଫସିଥିବା ପରିବାରକୁ ଓଡ଼ିଶା ଆଣିଲେ

ଭୁବନେଶ୍ୱର,୨୪ା୬(ବ୍ୟୁରୋ)- ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ସହ ସେମାନଙ୍କର ଅଟକି ଯାଇଥିବା ରଥ ମଧ୍ୟ ଗଡ଼ିଥିଲା। ନିଜ ଜନ୍ମମାଟିକୁ ଫେରିଆସିବା ଜାଣି ୩ ମାସରୁ ଦୀର୍ଘଦିନ ଧରି...

ଯୁଦ୍ଧ ଜାହାଜରେ ବୁଲିଲେ ବିଧାୟକ,ଏମ୍‌ପି

ପାରାଦୀପ,୨୩ା୧୨(ସ୍ବ.ପ୍ର.) : ରାଜ୍ୟର ୧୦୧ ବିଧାୟକ ଓ ଜଣେ ଏମ୍‌ପି ମଙ୍ଗଳବାର ପାରାଦୀପ ଗସ୍ତରେ ଆସି ଭାରତୀୟ ନୌସେନାର ଦ୍ବିତୀୟ ବୃହତ୍‌ ଯୁଦ୍ଧ ଜାହାଜ ଆଇଏନ୍‌ଏସ୍‌...

କୋଇଲା ବୋଝେଇ ଟ୍ରେନ୍‌ରେ ଲାଗିଲା ନିଆଁ

ନିରାକାରପୁର,୩୦ା୫(ଡି.ଏନ୍‌.ଏ.): ପୂର୍ବତଟ ରେଳବାଇ ଅନ୍ତର୍ଗତ ଖୋର୍ଦ୍ଧା ରୋଡ୍‌ ଡିଭିଜନ ଅନ୍ତର୍ଗତ କାଳୁପଡ଼ା ଘାଟ ରେଳ ଷ୍ଟେଶନ ୪ ନମ୍ବର ପ୍ଲାଟଫର୍ମରେ ଅଟକି ରହିଥିବା ଏକ କୋଇଲା...

Advertisement
Archives

Model This Week