ରାଜରାସ୍ତାକୁ ଓହ୍ଲାଇବାକୁ ଚେତାବନୀ

କେନ୍ଦୁଝର,୨୧ା୫(ଡି.ଏନ୍‌.ଏ.)-କେନ୍ଦୁଝର ଜିଲା ପାଟଣା ଥାନା ଆଇଆଇସି ଜଣେ ବ୍ୟକ୍ତିଙ୍କୁ ଥାନାରେ ଥାର୍ଡ ଡିଗ୍ରୀ ଭିଡିଓ ଭାଇରାଲ ଘଟଣାକୁ ନେଇ ଦିନକୁ ଦିନ ଜିଲାରେ ଉତ୍ତେଜନା ପ୍ରକାଶ ପାଇବାରେ ଲାଗିଛି। ଏହି ଘଟଣା ଓଡିଶା ମାନବାଧିକାର କମିଶନ ଏବଂ ଜାତୀୟ ମାନବାଧିକାର କମିଶନ ପାଖକୁ ଗଲାଣି। ଏନେଇ ଗୁରୁବାର କୁଡୁମୀ ସେନା ଓଡିଶା ତରଫରୁ ଦୋଷୀ ଆଇଆଇସିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରାଯାଇଛି। ନଚେତ୍‌ କୁଡୁମୀ ସେନା ଆଗାମୀ ଦିନରେ ରାଜରାସ୍ତାକୁ ଓହ୍ଲାଇବ ବୋଲି କେନ୍ଦୁଝର କୁଡୁମୀ ସେନାର କାଯର୍‌ୟକାରୀ ସଭାପତି ଗୋପାଳ ମହାନ୍ତ, ପଞ୍ଚପୀଢ କରଞ୍ଜିଆ କୁଡୁମୀ ସେନାର ସମ୍ପାଦକ ଯୁଧିଷ୍ଠିର ମହାନ୍ତ, ତ୍ରିଲୋଚନ ମହାନ୍ତ ପ୍ରମୁଖଙ୍କ ଦସ୍ତଖତ ସମ୍ବଳିତ ଏକ ଦାବିପତ୍ର ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କୁ ପ୍ରତାରଣା, ଯୁବକ ଗିରଫ

ବ୍ରହ୍ମପୁର ଅଫିସ,୧୯ା୯: ଜଣେ ଦଳିତ ମହିଳାଙ୍କୁ ପ୍ରତାରଣା କରିବା ସହ ତାଙ୍କ ଅଶ୍ଳୀଳ ଫଟୋ ଭାଇରାଲ କରିଥିବା ଅଭିଯୋଗରେ ଟାଉନ ଥାନା ପୋଲିସ ଜଣେ ଯୁବକଙ୍କୁ...

କରୋନା ମୁକାବିଲା ପାଇଁ ସାହି ଏକଜୁଟ

କଟକ ଅଫିସ,୧୧ା୪: ଏକଜୁଟ ହୋଇଛି ସାହି। ପ୍ରତ୍ୟେକ ଘର ଲୋକଙ୍କୁ କରୋନା ମୁକାବିଲାରେ ଦୃଢ଼ ପଦକ୍ଷେପ ଗ୍ରହଣ କରିବାକୁ ପରାମର୍ଶ ଦିଆଯାଉଛି। ନିୟମିତ ଭାବେ ପ୍ରତ୍ୟେକ...

ଥଇଥାନ ନ କରି ଉଚ୍ଛେଦକୁ ନିନ୍ଦା

ତାଳଚେର, ୩୦ା୧୦(ନି.ପ୍ର.)- ତାଳଚେର ଭାଲୁଗାଡିଆ ଗ୍ରାମରେ ୪ଶହ ପରିବାର ବସବାସ କରୁଛନ୍ତି। ଗ୍ରାମର ୬୬୩.୫୪ ଏକର ଜମି ଅଧିଗ୍ରହଣ ନିମନ୍ତେ ୨୦୦୩ରେ ୪(୧) ନୋଟିସ ହୋଇଥିଲା।...

ମହିମାନନ୍ଦ ମିଶ୍ରଙ୍କୁ ଜାମିନ: ତଳକୋର୍ଟ ନିର୍ଦ୍ଧାରଣ କରିବେ ଜାମିନ ସର୍ତ୍ତ

କଟକ ଅଫିସ, ୧୪ା୧୧- ପାରାଦୀପ ସିୱେଜ ଶିପିଙ୍ଗ କମ୍ପାନୀ ମ୍ୟାନେଜର ମହେନ୍ଦ୍ର ସ୍ବାଇଁ ହତ୍ୟା ମାମଲାରେ ଗିରଫ ହୋଇ ଜେଲ୍‌ରେ ଥିବା ଶିଳ୍ପପତି ମହିମାନନ୍ଦ ମିଶ୍ରଙ୍କୁ...

ଅନ୍ତରୀଣ ଜାମିନରେ ଜେଲରୁ ବାହାରିଲେ ପିଣ୍ଟୁ ଦାସ

ବ୍ରହ୍ମପୁର ଅଫିସ,୧୧ା୩: ଜମି ହଡପ ମାମଲାରେ ଗିରଫ ହୋଇ ବ୍ରହ୍ମପୁର ମଣ୍ଡଳ କାରାଗାରରେ ବିଚାରାଧୀନ ବନ୍ଦୀ ଭାବେ ଥିବା ବ୍ରହ୍ମପୁର ମହାନଗର ନିଗମର ପୂର୍ବତନ ମେୟର...

ଶ୍ରମିକଙ୍କୁ ହତ୍ୟା ସନ୍ଦେହ

ଭୁବନ, ୧।୨(ଡି.ଏନ୍‌.ଏ.) ଢେଙ୍କାନାଳ ଜିଲା ଭୁବନ ଦେଇ ନିର୍ମାଣ ଚାଲିଥିବା ଅନୁଗୋଳ-ସୁକିନ୍ଦା ନୂତନ ରେଳ ଲାଇନ୍‌ କାର୍ଯ୍ୟସ୍ଥଳରୁ ସୋମବାର ଭୋର୍‌ରେ ଜଣେ ଦିନ ମଜୁରିଆଙ୍କ ମୃତଦେହ...

ଧୂଳିର କଷ୍ଟ ଭୋଗୁଛନ୍ତି ଛାତ୍ରୀଛାତ୍ର

ଜୟପୁର,୪ା୩(ନି.ପ୍ର.) – ଜାତୀୟ ରାଜପଥ ହେଉ କିମ୍ବା ଗ୍ରାମାଞ୍ଚଳ ରାସ୍ତାଘାଟ ନିର୍ମାଣ ପାଇଁ ସରକାର ଗୁରୁତ୍ୱ ଦେଉଛନ୍ତି, ତାକୁ ସାଧାରଣ ଲୋକେ ସ୍ବାଗତ କରୁଛନ୍ତି। କିନ୍ତୁ...

ଘରକୁ ଫେରିପାରୁ ନ ଥିଲେ ୩ ସନ୍ତାନ ଜନ୍ମ ଦେଇଥିବା ପ୍ରସୂତୀ: ମହିଳାଙ୍କୁ ସହଯୋଗର ହାତ ବଢାଇଲେ ପ୍ରଭାତ

କଟକ ଅଫିସ,୧୨।୪: ଏସ୍‌ସିବି ମେଡିିକାଲରୁ ଡିସଚାର୍ଜ ହୋଇଥିଲେ ମଧ୍ୟ ଘରକୁ ଫେରି ପାରୁ ନ ଥିବା ଜଣେ ମହିଳାଙ୍କୁ ସହାୟତାର ହାତ ବଢ଼ାଇଛନ୍ତି ପୂର୍ବତନ ବିଧାୟକ...

Advertisement
Archives

Model This Week