ରାଜସାକ୍ଷୀ ହେବେ ଜାକ୍‌ଲିନ୍‌: ମନିଲଣ୍ଡରିଂ ମାମଲାରେ ନୂଆମୋଡ଼

ନୂଆଦିଲ୍ଲୀ,୧୮ା୪:ଠକ ସୁକେଶ ଚନ୍ଦ୍ରଶେଖରଙ୍କ ବିରୋଧରେ ମନିଲଣ୍ଡରିଂ ମାମଲା ଏକ ନୂଆ ମୋଡ଼ ନେଇଛି। ଅଭିନେତ୍ରୀ ଜାକ୍‌ଲିନ୍‌ ଫର୍ନାଣ୍ଡିଜ୍‌ ମାମଲାରେ ରାଜସାକ୍ଷୀ ହେବା ଲାଗି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)କୁ ଆନୁଷ୍ଠାନିକ ଭାବେ ଆବେଦନ କରିଛନ୍ତି। ଜାକ୍‌ଲିନ୍‌ ମଧ୍ୟ ଉକ୍ତ ମନିଲଣ୍ଡରିଂ ମାମଲାର ଅନ୍ୟତମ ଅଭିଯୁକ୍ତ। ଉକ୍ତ ଅପରାଧ ଅର୍ଥରେ କିଣାଯାଇଥିବା ଉପହାର ସେ ଗ୍ରହଣ କରିଥିଲେ। ମନିଲଣ୍ଡରିଂ ମାମଲାରେ ଜାକ୍‌ଲିନ୍‌ ରାଜସାକ୍ଷୀ ହେବାକୁ ଚାହାନ୍ତି ବୋଲି ଶୁକ୍ରବାର ଦିଲ୍ଲୀର ଏକ ଅଦାଲତଙ୍କୁ ଜଣାଇଥିଲେ। ଏନେଇ କେନ୍ଦ୍ରୀୟ ଏଜେନ୍ସିଙ୍କୁ ନିବେଦନ କରିବା ପାଇଁ ଅଦାଲତ ତାଙ୍କୁ କହିଥିଲେ। ଏହା ପରେ ଅଭିନେତ୍ରୀ ଇଡିଙ୍କୁ ଆବେଦନ କରିଛନ୍ତି। ୨୦୦ କୋଟି ଟଙ୍କା ମନିଲଣ୍ଡରିଂ ମାମଲାରେ ସୁକେଶ ଅଭିଯୁକ୍ତ ଥିବାବେଳେ ତାଙ୍କ ନାମରେ ଅନେକ ଜାଲିଆତି ମାମଲା ରହିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାକୁ ବଡ଼ ବିପଦ, ଏଲନିନୋ ପ୍ରଭାବରେ ମାଡ଼ି ଆସୁଛି ମହା ପ୍ରଳୟ!

ଭୁବନେଶ୍ୱର,୧୯।୫: ପ୍ରଶାନ୍ତ ମହାସାଗରରେ ଜଳସ୍ତର ଉପରି ଭାଗର ତାପମାତ୍ରା ସ୍ବାଭାବିକଠାରୁ ୨ ଡିଗ୍ରୀ ଅଧିକ ରହିଲେ ଏଲ ନିନୋ ଆକ୍ଟିଭ ହୋଇଥାଏ। ଚଳିତବର୍ଷ ଏହି ତାପମାତ୍ରା ୨.୦…

ନିର୍ଣ୍ଣାୟକ ମୋଡ୍‌ରେ ବାଂଲାଦେଶ-ପାକିସ୍ତାନ ଦ୍ୱିତୀୟ ଟେଷ୍ଟ

ଢାକା,୧୯ା୫: ଘରୋଇ ବାଂଲାଦେଶ ଓ ପାକିସ୍ତାନ ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ ମଙ୍ଗଳବାର ନିର୍ଣ୍ଣାୟକ ମୋଡ଼ରେ ପହଞ୍ଚିଛି। ପ୍ରଥମ ଇନିଂସରେ ବାଂଲାଦେଶ ୨୭୮ ରନ କରିଥିବା…

ଯୌତୁକ  ନିର୍ଯ୍ୟାତନା ସହି ନ ପାରି ବିଷ ପିଇ ଦେଲେ ମହିଳା: ମୃତଦେହ ଜବତ

ଦିଗପହଣ୍ଡି ,୧୯|୫(ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ ୱାର୍ଡ ଆନନ୍ଦ ନଗର ର ବିଶ୍ଵନାଥ ମହାରଣା ଙ୍କ ଝିଅ ଉଷାରାଣୀ ମହାରଣା…

ସାଲିମା ମହିଳା ହକି ଦଳର ଅଧିନାୟିକା

ନୂଆଦିଲ୍ଲୀ,୧୮ା୫:ଆସନ୍ତା ଅଷ୍ଟ୍ରେଲିଆ ଟୁର୍‌ ପାଇଁ ପୁରୁଖା ମିଡ୍‌ଫିଲ୍ଡର ସାଲିମା ଟେଟେ ଭାରତୀୟ ମହିଳା ହକି ଦଳର ଅଧିନାୟିକା ମନୋନୀତ ହୋଇଛନ୍ତି। ଡିଫେଣ୍ଡର ଲାଲ୍‌ଥାଣ୍ଟଲୁଆଙ୍ଗିଙ୍କୁ ପ୍ରଥମ ଥର ଦଳରେ…

ପୁରୁଷୋତ୍ତମପୁର କୋର୍ଟର ୩୪ତମ ପ୍ରତିଷ୍ଠା ଦିବସ: ବାର-ବେଞ୍ଚ ମଧ୍ୟରେ ସମନ୍ୱୟ ରଖି କାର୍ଯ୍ୟ କରିବାକୁ …

ପୁରୁଷୋତ୍ତମପୁର, ୧୯।୫ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର କୋର୍ଟର ୩୪ତମ ପ୍ରତିଷ୍ଠା ଦିବସ ମଙ୍ଗଳବାର ଓକିଲ ସଂଘ ସଭାପତି ପ୍ରକାଶଚନ୍ଦ୍ର ତ୍ରୀପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି।…

ସୌମ୍ୟ ହତ୍ୟା ମାମଲା: ଆଉ ୨ଜଣଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର,୧୯।୫: ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ମଙ୍ଗଳବାର ଆଉ ୨ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। କ୍ରାଇମବ୍ରାଞ୍ଚ ଟିମ୍‌ ନୟାଗଡ଼ ରଣପୁର ଅଞ୍ଚଳରେ ଚଢାଉ କରି ଘଟଣାରେ…

ଗଛ ପଡ଼ି ୩୨୬ ଜାତୀୟ ରାଜପଥ ଅବରୋଧ, ଯାତାୟାତରେ ବ୍ୟାଘାତ

ଲକ୍ଷ୍ମୀପୁର, ୧୯।୫ (ଅନନ୍ତ ପ୍ରସାଦ ନାୟକ): କାଳବୈଶାଖୀର ପ୍ରଭାବରେ ଲକ୍ଷ୍ମୀପୁର ବ୍ଲକ ଅନ୍ତର୍ଗତ ପଞ୍ଚଡ଼ା ଓ ଦସମନ୍ତପୁର ଛକ ନିକଟରେ ୩୨୬ ନମ୍ବର ଜାତୀୟ ରାଜପଥ ଉପରେ…

ଅପରେସନ ‘ବୈତରଣୀ’: ୧୦ ଅଭିଯୁକ୍ତ କୋର୍ଟ ଚାଲାଣ

ଆନନ୍ଦପୁର/ହାଟଡିହୀ/ଛେନାପଦୀ, ୧୯।୫ (ସୁଶାନ୍ତ କୁମାର ସାହୁ / ଶୁଭକାନ୍ତ ନାୟକ / ନିରାକାର ପରିଡା): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ “ଅପରେସନ ବୈତରଣୀ” କାର୍ଯ୍ୟାନୁଷ୍ଠାନରେ ୧୦ ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri