ରାଜସ୍ଥାନରୁ ବସ୍‌ରେ ଫେରୁଛନ୍ତି ଛାତ୍ରୀଛାତ୍ର

ବରଗଡ଼ ଅଫିସ୍‌,୧।୫: ରାଜସ୍ଥାନର କୋଟା ଅନ୍ତର୍ଗତ ଆଲେନ୍‌ ଇନଷ୍ଟିଚ୍ୟୁଟ୍‌ର ଛାତ୍ରୀଛାତ୍ର ଶୁକ୍ରବାର ସ୍ବତନ୍ତ୍ର ବସ୍‌ ଯୋଗେ ବରଗଡ଼ ଅଭିମୁଖେ ବାହାରିଛନ୍ତି । ସେମାନଙ୍କ ମଧ୍ୟରେ ବରଗଡ଼ ଜିଲାର ୧୯ ଏବଂ ଝାରସୁଗୁଡ଼ା ଜିଲାର ୬ ଛାତ୍ରୀଛାତ୍ର ଅଛନ୍ତି । ବରଗଡ଼ ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ ଏବଂ କୋଟା ଜିଲାପାଳଙ୍କ ସହଯୋଗକ୍ରମେ ସେମାନେ ଏଠାକୁ ଫେରୁଛନ୍ତି । ଶନିବାର ସନ୍ଧ୍ୟା ସୁଦ୍ଧା ସେମାବେ ବରଗଡ଼ ପହଞ୍ଚିବେ ବୋଲି ଆଶା କରାଯାଉଛି । ସେମାନଙ୍କ ସହିତ ୨ଜଣ ଅଭିଭାବକ, ୨ଜଣ ଡ୍ରାଇଭର ଏବଂ ଜଣେ କଣ୍ଡକ୍ଟର ମଧ୍ୟ ରହିଛନ୍ତି । ରାୟପୁର ତଥା ବରଗଡ଼-ଛତିଶଗଡ଼ ସୀମାନ୍ତ ଲୁହୁରାଚଟି ଦେଇ ଏହି ବସ୍‌ଟି ବରଗଡ଼ ଆସିବ। ସେମାନେ ପହଞ୍ଚିବା ପରେ ୧୪ଦିନିଆ କ୍ବାରାଣ୍ଟାଇନରେ ରଖାଯିବ ବୋଲି ବରଗଡ଼ ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିର ହୁଣ୍ଡି ଭାଙ୍ଗି ନେଇଗଲେ ଦାନ ଟଙ୍କା

ଟିଟିଲାଗଡ଼,୨ା୩(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଟିଟିଲାଗଡ଼ ଧବଳେଶ୍ୱର ମନ୍ଦିରରୁ ଚୋରି ହୋଇଛି। ଦୁର୍ବୃତ୍ତମାନେ ମନ୍ଦିର ହୁଣ୍ଡି ଭାଙ୍ଗି ସମସ୍ତ ଦାନ ଟଙ୍କା ନେଇ ଯାଇଛନ୍ତି। ମନ୍ଦିର ସମ୍ମୁଖରେ...

ଏଥର ଅକ୍ସିଜେନ୍‌ ରାଖୀ କିଟ୍‌

କଟକ ଅଫିସ, ୧୨ା୮: ଭାଇ-ଭଉଣୀର ସମ୍ପର୍କକୁ ଆଉଟିକେ ମଜଭୁତ କରିବା ପାଇଁ ପ୍ରତିବର୍ଷ ପାଳନ କରାଯାଏ ରକ୍ଷାବନ୍ଧନ ପର୍ବ ବା ଗହ୍ମାପୂର୍ଣ୍ଣିମା। ଆସନ୍ତା ୨୨ ତାରିଖରେ...

ପିତୃହନ୍ତା ପୁତ୍ରଙ୍କୁ ଆଜୀବନ ଜେଲ୍‌

ଆନନ୍ଦପୁର,୨୭। ୬(ସ୍ବ.ପ୍ର.)- କେନ୍ଦୁଝର ଜିଲା ଆନନ୍ଦପୁର ଅତିରିକ୍ତ ଜିଲା ଦୌରାଜଜ୍‌ ରାଜେଶ ଦାଶ ୨୦୧୬ ମସିହାରେ ଘଟିଯାଇଥିବା ଏକ ହତ୍ୟା ମାମଲାର ବିଚାର କରି ପିତୃହନ୍ତା...

ବଢ଼ୁଛି ଝାଡ଼ାବାନ୍ତି: ଆଶା, ଅଙ୍ଗନୱାଡିଙ୍କ ଭରସାରେ ରୋଗୀ

ତେନ୍ତୁଳିଖୁଣ୍ଟି, ୧୫।୮(ଡି.ଏନ୍‌.ଏ.):ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ ପୂଜାରିଗୁଡ଼ା ପଞ୍ଚାୟତ ଖୁଣ୍ଟିପଦର ଗ୍ରାମରେ ଝାଡ଼ାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ୁଛି । ଏଠାକୁ କିନ୍ତୁ ସ୍ବାସ୍ଥ୍ୟ...

ଡକାୟତି ଯୋଜନା ପଣ୍ଡ, ୪ ଗିରଫ

ଅନୁଗୋଳ ଅଫିସ, ୮।୧୧-ଅନୁଗୋଳ ଜିନ୍ଦଲ ରୋଡରେ ଥିବା ଗାଣ୍ଡୁ ପଡ଼ିଆରେ ବୁଧବାର ବିଳମ୍ବିତ ରାତିରେ ଡକାୟତି ଯୋଜନା କରୁଥିବାବେଳେ ୪ ଜଣଙ୍କୁ ଅନୁଗୋଳ ପୋଲିସ ଗିରଫ...

ଉନ୍ନତି ପାଇଁ ମିଳିଲା ଉପାୟ

ଛେଣ୍ଡିପଦା,୧୨ା୧୨ (ଡି.ଏନ.ଏ.): ଆଇନ ସମ୍ପର୍କରେ ଥିଲେ ଅଜ୍ଞ। ଧରପଗଡ଼ କରୁ ନ ଥିଲା ପୋଲିସ। ଅବକାରୀ ବିଭାଗ ମଧ୍ୟ ଦେଖାଉ ନ ଥିଲା ନାଲି ଆଖି।...

ଶିଶୁପୁତ୍ର ଗୁପ୍ତାଙ୍ଗରେ ଚେଙ୍କ

ଗୋପ,୧ା୨(ଡି.ଏନ୍‌.ଏ.): ଗୋପ ଥାନା ଅନ୍ତର୍ଗତ ହେଲାରି ଗ୍ରାମରେ ଶନିବାର ସନ୍ଧ୍ୟାରେ ଜଣେ ୪ ବର୍ଷର ଶିଶୁପୁତ୍ରର ଗୁପ୍ତାଙ୍ଗ ସମେତ ଶରୀରର ଏକାଧିକ ସ୍ଥାନରେ ଚେଙ୍କ ଦିଆଯାଇଛି।...

ମୃଣ୍ମୟୀ ମୂର୍ତ୍ତି ସ୍ଥାନ ନେଲା ଦାରୁ ବିଗ୍ରହ

ଭଦ୍ରକ ଅଫିସ, ୧୮ା୩- ଭଦ୍ରକ ବ୍ଲକ ଚରମ୍ପା ବରାଳପୋଖରୀ ଅଞ୍ଚଳର ଜାନୁଗଞ୍ଜ ଗାଁରେ ଜଗନ୍ନାଥଙ୍କ ମୃଣ୍ମୟୀ ମୂର୍ତ୍ତି ବିସର୍ଜନ ପରେ ସୋମବାର ଦାରୁବିଗ୍ରହ ପ୍ରତିଷ୍ଠା ହୋଇଛି।...

Advertisement
Archives

Model This Week