Posted inଜାତୀୟ

ରାଜସ୍ଥାନରୁ ରାଜ୍ୟ ସଭା ଯିବେ ମନମୋହନ

ନୂଆଦିଲ୍ଲୀ,୩ା୭ (ପି.ଟି.): ପୂର୍ବତନ ପ୍ରଧାନମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ମନମୋହନ ସିଂ ରାଜସ୍ଥାନରୁ ରାଜ୍ୟ ସଭାକୁ ଯିବେ। କଂଗ୍ରେସ ପକ୍ଷରୁ ଏନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ପ୍ରଦେଶ ଭାଜପା ସଭାପତି ମଦନ ଲାଲ ସାଇନିଙ୍କ ପରଲୋକ ପରେ ଆସନଟି ଖାଲିପଡ଼ିଥିଲା। ଗତବର୍ଷ ଭାଜପା ରାଜ୍ୟରେ କ୍ଷମତାରେ ଥିବାବେଳେ ସାଇନି ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିଲେ। ଏବେ କଂଗ୍ରେସ ବିଧାନସଭାରେ କଂଗ୍ରେସ ସଂଖ୍ୟାଗରିଷ୍ଠ ଅଛି। ଏଠାରୁ ରାଜ୍ୟ ସଭା ଲାଗି ପ୍ରାର୍ଥୀ ହେବାକୁ ମନମୋହନ ସିଂଙ୍କ ନାମ କଂଗ୍ରେସ ଚୂଡ଼ାନ୍ତ କରିଥିବା ଜଣାପଡ଼ିଛି। ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଏନେଇ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ସାକ୍ଷାତ କରିବା ପରେ ମନମୋହନଙ୍କ ବାସଭବନକୁ ଯାଇ ଭେଟିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖାର୍ଗେଙ୍କ ବଡ଼ ଘୋଷଣା: ରାହୁଲ ଗାନ୍ଧୀ ଦେବେ ଇସ୍ତଫା, ୱାୟନାଡରୁ ନିର୍ବାଚନ ଲଢିବେ ପ୍ରିୟଙ୍କା

ନୂଆଦିଲ୍ଲୀ,୧୭।୬: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ସୋମବାର ଘୋଷଣା କରିଛନ୍ତି ଯେ ରାହୁଲ ଗାନ୍ଧୀ କେରଳର ୱାୟନାଡ ଲୋକ ସଭା ଆସନ ଛାଡିବେ ଏବଂ ରାଏବରେଲିରୁ...

୬ ଜଣଙ୍କ ଉପରେ ଚଢ଼ିଗଲା ଡମ୍ଫର, ୫ ଜଣଙ୍କ ମୃତ୍ୟୁ

ଉଦୟପୁର, ୧୭।୬: ରାଜସ୍ଥାନର ମାଲୱା ଅନ୍ତର୍ଗତ ଚୋରାଗ୍ରାମ ନିକଟରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘିଟିଛି । ପିଣ୍ଡୱାଡ଼ା ରୋଡ଼ର ଡିଭାଇଡର ଉପରେ ଚାଲି...

ଏୟାରପୋର୍ଟରୁ କଟିଗଲା ବିଜୁଳି, ଗରମରେ ଯାତ୍ରୀ ହନ୍ତସନ୍ତ

ନୂଆଦିଲ୍ଲୀ, ୧୭।୬: ଦେଶର ରାଜଧାନୀ ଦିଲ୍ଲୀରେ ବିଜୁଳି ସମସ୍ୟା ଲାଗି ରହିଛି । ଏହାର ପ୍ରଭାବ ବିମାନ ବନ୍ଦରରେ ମଧ୍ୟ ଦେଖିବାକୁ ମିଳିଛି । ଦେଶର...

ପରମାଣୁ ବୋମା ରେସ୍‌ରେ ପାକିସ୍ତାନକୁ ପଛରେ ପକାଇଲା ଭାରତ: ଜାଣନ୍ତୁ କେଉଁ ଦେଶ ପାଖରେ କେତେ ପରମାଣୁ ବୋମା…

ନୂଆଦିଲ୍ଲୀ,୧୭।୬: ପରମାଣୁ ବୋମା ତିଆରି କରିବା ପାଇଁ ସାରା ବିଶ୍ୱରେ ଏକ ରେସ୍‌ ଚାଲିଛି। ଏହି ରେସ୍‌ରେ ଭାରତ ପାକିସ୍ତାନକୁ ପଛରେ ପକାଇ ଦେଇଛି। ସମଗ୍ର...

କାଞ୍ଚନଜଙ୍ଗା ଏକ୍ସପ୍ରେସ ଦୁର୍ଘଟଣା ଘଟଣା: ୧୯ ଟ୍ରେନ୍‌ ବାତିଲ୍‌

କୋଲକାତା, ୧୭।୬: କାଞ୍ଚନଜଙ୍ଗା ଏକ୍ସପ୍ରେସ ଦୁର୍ଘଟଣା ପରେ ୧୯ ଟ୍ରେନକୁ ବାତିଲ କରାଯାଇଛି । ଦୁଇଟି ଟ୍ରେନ୍‌ର ୪ ବଗି ଏବଂ ୫ ୱାଗନ ଲାଇନ୍‌ଚ୍ୟୁତ...

ଏୟାର ଇଣ୍ଡିଆ ବିମାନ ଖାଦ୍ୟରୁ ମିଳିଲା ବ୍ଲେଡ୍‌

ନୂଆଦିଲ୍ଲୀ,୧୭।୬: ଏୟାର ଇଣ୍ଡିଆର ବେଙ୍ଗାଲୁରୁ ସାନ ଫ୍ରାନ୍ସିସ୍କୋ ବିମାନରେ ବଡ ତ୍ରୁଟି ସାମ୍ନାକୁ ଆସିଛି। ଏହି ବିମାନର ଯାତ୍ରୀଙ୍କ ଖାଦ୍ୟରେ ଏକ ବଡ ବ୍ଲେଡ ମିଳିଥିଲା।...

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା

ଭୁବନେଶ୍ୱର,୧୭।୬: ଆଗକୁ ଅନୁଷ୍ଠିତ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ଭାରତୀୟ ଜନତା ପାର୍ଟି ବଡ଼ ପଦକ୍ଷେପ ନେଇଛି। ଦଳ ଆଗୁଆ ନିର୍ବାଚନୀ ପ୍ରସ୍ତୁତି...

ଜମ୍ମୁ-କଶ୍ମୀର ପରେ ମଣିପୁରକୁ ନେଇ ଆକ୍ସନ ମୋଡ୍‌ରେ ଶାହା, ଡାକିଲେ ବୈଠକ

ନୂଆଦିଲ୍ଲୀ, ୧୭।୬: ଜମ୍ମୁ-କଶ୍ମୀର ସ୍ଥିତି ସମୀକ୍ଷା ପରେ ଏବେ ମଣିପୁର ଉପରେ ଫୋକସ୍‌ କରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା । ଆଜି ଅପରାହ୍ନ ୪ଟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri