ରାଜସ୍ଥାନର ନିଆରା ପରିବାର: ମାଟିରେ ତିଆରି କରୁଛନ୍ତି ସୁନା ଭଳି ସୁନ୍ଦର ଅଳଙ୍କାର

ଏପରି ଏକ ସହର ରହିଛି ଯେଉଁଠାରେ ସୁନା ଭଳି ସୁନ୍ଦର ଅଳଙ୍କାରମାନ ମାଟିରେ ତିଆରି କରାଯାଉଛି। କଥାଟି ଶୁଣିଲେ ଆଶ୍ଚର୍ଯ୍ୟ ଲାଗୁଥିବ, ହେଲେ ସତ। କିଛି ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାଜସ୍ଥାନର ବିକାନେର ଜିଲାର ବିଶାଲା ଗାଁରେ। ଉକ୍ତ ଗଁାରେ ରହୁଥିବା ଏକ ପରିବାର ମାଟିରେ ଅଳଙ୍କାରମାନ ତିଆରି କରିଥାନ୍ତି। ଆଉ ଏହାକୁ ଦେଶର ବହୁ ସହରରେ ବିକ୍ରି କରି ନିଜର ପେଟ ପୋଷିଥାନ୍ତି। ଯେପରି ସୁନାରେ ତିଆରି ହୋଇଥିବା ଅଳଙ୍କାର ଜଣେ ନାରୀର ସୌନ୍ଦର୍ଯ୍ୟକୁ ବଢ଼ାଇଥାଏ। ସେହିପରି ମାଟିରେ ତିଆରି ହୋଇଥିବା ଅଳଙ୍କାର ସୌନ୍ଦର୍ଯ୍ୟକୁ ଆହୁରି ବଢ଼ାଇଦେଇଥାଏ। କିନ୍ତୁ ୨ଟି ଅଳଙ୍କାର ମଧ୍ୟରେ ପାର୍ଥକ୍ୟ ରହିଛି। ଯିଏ ସୁନା ଅଳଙ୍କାର କ୍ରୟ କରିବାକୁ ସକ୍ଷମ ନୁହେଁ ତାଙ୍କ ପାଇଁ ଏହି ମାଟିର ଅଳଙ୍କାର ବହୁ ମୂଲ୍ୟବାନ। ମାଟିରେ ତିଆରି ହୋଇଥିବା ସୁନ୍ଦର ଅଳଙ୍କାରକୁ ପରିଧାନ କରିବା ପରେ ଜଣେ ନାରୀର ସୌନ୍ଦର୍ଯ୍ୟ ଆହୁରି ବୃଦ୍ଧି ପାଇଥାଏ।  ଏବେ ହାଇପ୍ରୋଫାଇଲ୍‌ ସୋସାଇଟିରେ ଏଭଳି ଅଳଙ୍କାରର ଟ୍ରେଣ୍ଡ ମଧ୍ୟ ରହିଛି।

ଏହି ପରିବାର ଗତ ୨୦ ବର୍ଷ ହେବ ମାଟିରେ ଅଳଙ୍କାରମାନ ତିଆରି କରିଆସୁଥିବା ବେଳେ ମାର୍କେଟରେ ଏହାର ବେଶ୍‌ ଚାହିଦା ରହିଛି। ମହିଳାଙ୍କ ପାଇଁ ବିଭିନ୍ନ ପ୍ରକାରର ଅଳଙ୍କାରମାନ ତିଆରି କରାଯାଇ ବହୁ ସହରରେ କମ୍‌ ମୂଲ୍ୟରେ ବିକ୍ରି କରାଯାଇଥାଏ। ତେବେ ସୁନାର ଅଳଙ୍କାରକୁ ମାଟିର ଅଳଙ୍କାର ସହ ତୁଳନା କରିବା ଆଦୌ ଉଚିତ ନୁହେଁ। ହେଲେ ଯେଉଁ ବ୍ୟକ୍ତି ନିଜ ପେଟପାଟଣା ପାଇଁ ଏଭଳି ଅଳଙ୍କାର ତିଆରି କରୁଛନ୍ତି ତାଙ୍କ ପାଇଁ ଏହା ସୁନାଠାରୁ କିଛି କମ୍‌ ନୁହେଁ ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଟଖା-ତମାଖୁ ଉପରେ ସରକାରଙ୍କ ବଡ଼ ଆକ୍ସନ୍! ୧ ବର୍ଷ ପାଇଁ ବ୍ୟାନ୍

ବେଙ୍ଗାଲୁରୁ,୧୩।୮: ଗୁଟଖା-ତମାଖୁକୁ ନେଇ ବଡ଼ ନିଷ୍ପତ୍ତି ନେଇନ୍ତି କର୍ନାଟକ ସରକାର । ରାଜ୍ୟ ସରକାର ଗୁଟ୍‌ଖା, ପାନ ମସଲା ଏବଂ ତମାଖୁ-ନିକୋଟିନ୍‌ଯୁକ୍ତ ଉତ୍ପାଦଗୁଡ଼ିକ ଉପରେ ଏକ ବର୍ଷ…

ମାତ୍ର ୧୫ ବର୍ଷ ବୟସରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, କ୍ରିକେଟ ଜଗତରେ ପଡିଗଲା ଚହଳ

ନୂଆଦିଲ୍ଲୀ,୧୩।୮: ଭାରତୀୟ କ୍ରିକେଟରେ ସବୁଠାରୁ ବିସ୍ଫୋରକ ଯୁବ ବ୍ୟାଟରମାନଙ୍କ ମଧ୍ୟରେ ସାମିଲ ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂରେ ଲଗାତାର ଚର୍ଚ୍ଚାରେ ରହିଛନ୍ତି। ଜିମ୍ବାୱେ ଗସ୍ତରେ ମଧ୍ୟ ବ୍ୟାଟରେ…

ସ୍ବର୍ଣ୍ଣ ଜିତି ସୁନାମ ଅର୍ଜନ କଲେ ଛତ୍ରପୁର ବାସିନ୍ଦା ରମେଶ: ଦେଶ ପାଇଁ ଆଣିଲେ ଗୌରବ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୧୩।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନାଇଜେରିଆର ଲାଗୋସ ସହରରେ ଆୟୋଜିତ କମନୱେଲଥ ପାରା ଫେନ୍ସିଂ ଚାମ୍ପିଅନସିପ ୨୦୨୬ରେ କୃତିତ୍ୱ ଅର୍ଜନ କରିଛନ୍ତି ଓଡ଼ିଆ ପୁଅ ଭି.…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଲୀନ ହେବା ପୂର୍ବରୁ ବଞ୍ଚାଅ: ଦୀର୍ଘକାଳୀନ ପଦକ୍ଷେପ ଦାବି

ଛତ୍ରପୁର, ୧୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ଛତ୍ରପୁର ନିକଟସ୍ଥ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ସମୁଦ୍ର କ୍ରମଶଃ କୂଳ ଲଙ୍ଘି ଗାଁ ଆଡକୁ ମାଡ଼ି ଆସୁଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ…

ତ୍ରିରଙ୍ଗା ଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ: ଯୋଗଦେଲେ ଫୁଲବାଣୀ ବିଧାୟକ

ଜି.ଉଦୟଗିରି,୧୩।୮(ଚିନ୍ମୟ କୁମାର ସେଠୀ): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ସମସ୍ତ ସ୍କୁଲ,କଲେଜ ଛାତ୍ରୀଛାତ୍ରମାନଙ୍କୁ ନେଇ ଘର ଘର ତ୍ରିରଙ୍ଗା ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପୂର୍ବାଫାଲ୍ଗୁନୀ ନକ୍ଷତ୍ରରେ ସୂର୍ଯ୍ୟଙ୍କ ଗୋଚର ଦେବ ବଡ଼ ଫାଇଦା, ମେଷ-ମିଥୁନ ସମେତ ୫ ରାଶିଙ୍କ ପାଇଁ ବଲ୍ଲେ-ବଲ୍ଲେ

ବୈଦିକ ଜ୍ୟୋତିଷରେ ପୂର୍ବା ଫାଲ୍ଗୁନୀ ୨୭ଟି ନକ୍ଷତ୍ର ମଧ୍ୟରୁ ୧୧ତମ ନକ୍ଷତ୍ର, ଯାହାର ସ୍ବାମୀ ଶୁକ୍ର। ଏହି ନକ୍ଷତ୍ରର ସମ୍ପର୍କ କଳା, ସଙ୍ଗୀତ, ସୌନ୍ଦର୍ଯ୍ୟ ଏବଂ ସାଜସଜ୍ଜା…

କୋଚିଙ୍ଗ ସେଣ୍ଟର୍‌ ଝରକା ଗ୍ରିଲ କାଟି ୪ ଦଶମ ଶ୍ରେଣୀ ଛାତ୍ର ଫେରାର

ପାଟଣା,୧୩।୮(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇ ପୋଷିସ୍ଥିତ ଏକ ଘରୋଇ ରେସି ଡେଣ୍ଟାଲ କୋଚିଂ ସେଣ୍ଟରରୁ ବୁଧବାର ବିଳମ୍ବିତ ରାତିରେ କୋଚିଂ ସେଣ୍ଟରର ଝରକା…

ଶୋଇଥିବାବେଳେ ବିଳମ୍ବିତ ରାତିରେ ସୁରେନ୍ଦ୍ରଙ୍କ ଘରେ ଲାଗିଲା ନିଆଁ, ଚାହୁଁ ଚାହୁଁ ଚାରିଆଡେ ବ୍ୟାପିଗଲା…

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ପାଣ୍ଡା ଛକ ନିକଟ ଉଲୁକପଲ୍ଲୀ ସାହିର ସୁରେନ୍ଦ୍ର ସାହୁଙ୍କ ଘରେ ବୁଧବାର ବିଳମ୍ବିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri