Posted inଫୁରସତ

ରାଜସ୍ଥାନର ପ୍ରଥମ ମହିଳା ବଡି ବିଲ୍ଡର

ଜୟପୁର: ଇଚ୍ଛାଶକ୍ତି ଥିଲେ ମଣିଷ ସମସ୍ତ କାର୍ଯ୍ୟ କରିପାରିବ। ଯେତେ ବାଧାବିଘ୍ନ ଆସିଲେ ମଧ୍ୟ ତାକୁ ପଛରେ ପକାଇ ପାର କରିଯିବ। ଏପରି କିଛି କରିଛନ୍ତି ରାଜସ୍ଥାନର ଜଣେ ମହିଳା। ପ୍ରିୟା ସିଂ ଥାଇଲାଣ୍ଡର ଇଣ୍ଟର ନ୍ୟାଶନାଲ ବଡି ବିଲ୍ଡିଂ ଚାମ୍ପିୟନ୍‌ଶିପ୍‌ରେ ଜିତି ଦେଶର ନାମ ଉଚ୍ଚା କରିଛନ୍ତି। ଏଥିସହ ସେ ଅନ୍ୟ ମହିଳାଙ୍କ ପାଇଁ ମଧ୍ୟ ଏକ ପ୍ରେରଣା ପାଲଟିଛନ୍ତି। ପ୍ରିୟାଙ୍କ ୮ ବର୍ଷ ବୟସରେ ବିବାହ ହୋଇଯାଇଥିଲା। ବୈବାହିକ ଜୀବନ ପାଇଁ ଯେପରି ତାଙ୍କ ସ୍ବପ୍ନ ମରି ଯାଇଥିଲା। ସେ ଜଣେ ବଡି ବିଲ୍ଡର ହେବାକୁ ଚାହଁଥିଲେ। ସେ ଏପରି ସମାଜରୁ ଥିଲେ ଯେଉଁଠାରେ କି ବିବାହ ପରେ ମହିଳାଙ୍କୁ ସବୁବେଳେ ଓଢଣି ତଳେ ରହିବାକୁ ପଡୁଥିଲା। ହେଲେ ନିଜ ସ୍ବପ୍ନକୁ ଭାଙ୍ଗିବାକୁ ଦେଇ ନ ଥିଲେ ପ୍ରିୟା । ସେ ଏପରି ପରମ୍ପରାରୁ ବାହାରି ନିଜକୁ ବଡି ବିଲ୍ଡର କରିବାରେ ଲାଗିପଡିଲେ। ଏଥିରେ ତାଙ୍କ ୨ ଝିଅଙ୍କ ସବୁବେଳେ ସହାୟତା ରହିଛି। ସେଥିପାଇଁ ଆଜି ସେ ତାଙ୍କ ଲକ୍ଷ୍ୟସ୍ଥଳରେ ପହଞ୍ଚିପାରିଛନ୍ତି। ସେ ପରିଶ୍ରମ କରି ଇଣ୍ଟର ନ୍ୟାଶନାଲ ବଡି ବିଲ୍ଡିଂରେ ସ୍ବର୍ଣ୍ଣ ପଦକ ଜିତି ରାଜସ୍ଥାନର ପ୍ରଥମ ମହିଳା ବଡି ବିଲ୍ଡର ହୋଇପାରିଛନ୍ତି। ଏଥିସହ ତାଙ୍କୁ ପ୍ରୋ କାର୍ଡ ମଧ୍ୟ ମିଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୂଳ ଲଙ୍ଘିଲା ବ୍ରାହ୍ମଣୀ ନଦୀ, ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍‌ ପିଲା

ପଟ୍ଟାମୁଣ୍ଡାଇ,୧୬।୮(କଳ୍ପତରୁ ନାୟକ): ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍‌ ପିଲା । ଏଭଳି ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ୍ କୁଳସାହି…

ତାତିଲେ ଚାଷୀ, ଜେସିବି ଲଗାଇ କାଟିଦେଲେ ଘାଇ, ପାଣିରେ ବୁଡ଼ିଲା ଶହଶହ ଏକର ଚାଷଜମି

ମହାକାଳପଡ଼ା,୧୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାନଦୀରେ ବନ୍ୟା ଓ ବର୍ଷା ଜଳ ଖରିଫ ଋତୁରେ ଧାନ ଫସଲ ପ୍ରଭାବିତ ହୋଇଛି। ଫଳରେ ୫ ହଜାରରୁ ଅଧିକ ହେକ୍ଟର ଜମିରେ…

କାଲି ଏହି ଜିଲାରେ ସ୍କୁଲ ଛୁଟି, ଜାଣନ୍ତୁ…

କେନ୍ଦୁଝର,୧୬।୮: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। ରବିବାର ଅପରାହ୍ନ ୨ଟା ୩୦ ସୁଦ୍ଧା ଏହା ଉତ୍ତରପଶ୍ଚିମ ବଙ୍ଗୋପସାଗର…

ସ୍କୁଲ ଛୁଟି ପରେ ମଧ୍ୟାହ୍ନଭୋଜନ ଚାଉଳ ଅଟୋରେ ନେବା ଘଟଣା: ନିଲମ୍ବିତ ହେଲେ ପ୍ରଧାନଶିକ୍ଷୟିତ୍ରୀ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲାର ଝରିଗାଁ ବ୍ଲକ ଅନ୍ତର୍ଗତ ମାଝୀଗୁଡ଼ା ସ୍କୁଲର ଭାରପ୍ରାପ୍ତ ପ୍ରଧାନଶିକ୍ଷୟିତ୍ରୀ ଗତ ଶୁକ୍ରବାର ବିଦ୍ୟାଳୟ ଛୁଟି ହେବା ପରେ ଏକ ଅଟୋରେ…

ତାରିକ ରହମାନଙ୍କ ଭାରତ ଗସ୍ତ ପୂର୍ବରୁ ବାଂଲାଦେଶ ରଖିଛି ବଡ଼ ସର୍ତ୍ତ

ଢାକା,୧୬।୮: ବାଂଲାଦେଶ ରବିବାର କହିଛି ଯେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଏବଂ ଢାକା ଦ୍ୱାରା ଚାହୁଁଥିବା ଅନ୍ୟ ପଳାତକଙ୍କୁ ଭାରତ ସରକାର ପ୍ରତ୍ୟାର୍ପଣ ପ୍ରକ୍ରିୟାକୁ ଆଗକୁ…

୨୦୨୯ ନିର୍ବାଚନ ପାଇଁ BJPର ମାଷ୍ଟରପ୍ଲାନ୍‌, କାଲି ଘୋଷଣା ହେବ ନୂଆ ଟିମ୍‌! ଏହି ନେତାଙ୍କୁ ମିଳିବ ବଡ଼ ଦାୟିତ୍ବ

ନୂଆଦିଲ୍ଲୀ,୧୬।୮: ଭାଜପାରେ ଖୁବ୍‌ଶୀଘ୍ର ଏକ ବଡ଼ ସାଂଗଠନିକ ପୁନର୍ଗଠନ ହେବାକୁ ଯାଉଛି । ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନେତୃତ୍ୱରେ ଦଳର ନୂଆ ଟିମ୍‌ ଘୋଷଣା…

ବୁଲାବୁଲି କି ଦାମୀ ପୋଷାକ ନୁହେଁ, ଦରମାର ୭୦% ଏହି କାମରେ ଖର୍ଚ୍ଚ କରନ୍ତି Gen Z

ନୂଆଦିଲ୍ଲୀ,୧୬।୮: ସୋସିଆଲ ମିଡିଆରେ ବର୍ତ୍ତମାନ ସମୟରେ Gen Zଙ୍କ ଟ୍ରେଣ୍ଡ, ଲାଇଫଷ୍ଟାଇଲ୍‌ ଓ ଖର୍ଚ୍ଚକୁ ନେଇ ଚର୍ଚ୍ଚା ଲାଗିରହିଛି । ଅନେକଙ୍କ ଧାରଣା ଯେ, ଯୁବପିଢ଼ି ଅଧିକ…

ବ୍ୟବସାୟୀ ଅପହରଣ ମାମଲା: ହନୁମାନ ପଇସା ପାଇଁ ଅଭିଯୁକ୍ତ ଦେଇଛନ୍ତି ୨ କୋଟି ୭୦ ଲକ୍ଷ, ଏସ୍‌ପି କହିଲେ ଆହୁରି…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ ଗୁଣ୍ଡା ଅପହରଣ ମାମଲାରେ ବୌଦ୍ଧ ଜିଲା କଣ୍ଟାମାଳ ଅଞ୍ଚଳର କ୍ଷୀତିଶ ସାହୁଙ୍କୁ ଭୁବନେଶ୍ବରରୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri