ରାଜସ୍ଥାନ କୋଟାରୁ ଆସିଲେ ୩୯ ଛାତ୍ରୀଛାତ୍ର : ହୋମ୍‌କ୍ବାରାଣ୍ଟାଇନ୍‌କୁ ପଠାଇଲା ପ୍ରଶାସନ

ବ୍ରହ୍ମପୁର ଅଫିସ,୪ା୫-ରାଜସ୍ଥାନ କୋଟାରେ ଇଞ୍ଜିନିୟରିଂ ଓ ମେଡିକାଲ ପରୀକ୍ଷା ଲାଗି କୋଚିଂ ନେଉଥିବା ୩୯ ଜଣ ଛାତ୍ରୀଛାତ୍ରଙ୍କୁ ନେଇ ସୋମବାର ସନ୍ଧ୍ୟାରେ ଦୁଇଟି ବସ୍‌ ବ୍ରହ୍ମପୁରର ଏମ୍‌କେସିଜି ମେଡିକାଲ ପରିସରରେ ପହଞ୍ଚିଛି। ସେମାନ ପହଞ୍ଚିବା ପରେ ପୋଲିସ୍‌, ସ୍ବାସ୍ଥ୍ୟ କର୍ମୀଙ୍କ ଉପସ୍ଥିତିରେ ସମସ୍ତଙ୍କ ସ୍ବାସ୍ଥ୍ୟ ଯାଞ୍ଚ କରାଯାଇଥିଲା। ସମସ୍ତଙ୍କୁ ବ୍ରହ୍ମପୁରରେ ହୋମ୍‌କ୍ୱାରାଣ୍ଟାନ୍‌ରେ ରଖା ଯାଇଥିବା ବିଏମ୍‌ସି କମିଶନର ଚକ୍ରବର୍ତ୍ତୀ ସିଂ ରାଠୋର ସୂଚନା ଦେଇଛନ୍ତି। ପ୍ରଶାସନ ପକ୍ଷରୁ ଜଣାପଡିଛି ଯେ, ଏଠାରେ ରହିଲେ ନିୟମିତ ସ୍ବାସ୍ଥ୍ୟ ଯାଞ୍ଚ ସୁବିଧା ହେବା ସହ ବ୍ରହ୍ମପୁର ମହାନଗର ପକ୍ଷରୁ ଉନ୍ମୋଚନ କରାଯାଇଥିବା ସ୍ବାସ୍ଥ୍ୟ ଆପ୍‌ ଏମାନଙ୍କ ଉପରେ ନଜର ରଖିବ ା


Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ ଘର ଭିତରକୁ ପଶିଆସିଲା ହରିଣ, ପରେ ଯାହା ହେଲା…

ପାଟଣା,୧୯।୨(ବୀର କିଶୋର ଦାଶ ):କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡ ବିଟ ଡୁମୁରିଆ ଗାଁ ଭିତରକୁ ଖାଦ୍ୟ ଅନେୱଷଣରେ ଆସିଥିବା ଏକ ମାଈ ହରିଣକୁ ବୁଧବାର...

ଧରିତ୍ରୀ ପ୍ରଭାବ: ଡାଳିମ୍ବ ଦିଗାଳଙ୍କୁ ମିଳିଲା ବର୍ଦ୍ଧିତ ଭତ୍ତା

ରାଇକିଆ,୧୦।୨(ପ୍ରଦୀପ ବେହେରା): ରାଇକିଆ ବ୍ଲକ ଗମାଣ୍ଡି ଗ୍ରାମର ଡାଳିମ୍ବ ଦିଗାଲଙ୍କ ବୟସ ୯୧ ହୋଇଥିଲେ ମଧ୍ୟ ବର୍ଦ୍ଧିତ ବାର୍ଦ୍ଧକ୍ୟ ଭତ୍ତା ପାଇବାରୁ ବଞ୍ଚିତ ହୋଇଥିଲେ। ବର୍ଦ୍ଧିତ...

Forest Safety: ତାତି ବଢ଼ିଲେ ବଢ଼େ ଜଙ୍ଗଲରେ ନିଆଁ ସମ୍ଭାବନା: ଜୀବଜନ୍ତୁ, ଜଙ୍ଗଲଯାତ ଦ୍ରବ୍ୟ କ୍ଷୟକ୍ଷତି ନେଇ…

ରାଇକିଆ,୧୯।୨(ପ୍ରଦୀପ ବେହେରା): ତାତି ବଢ଼ିଲେ ଜଙ୍ଗଲରେ ନିଆଁ ଲାଗିବା ସମ୍ଭାବନା ବଢ଼ିଥାଏ। ଏହାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲା ରାଇକିଆ ଜଙ୍ଗଲ ପରିବେଶ ଓ ଜଳ...

ଗିରଫ ହେଲେ ବ୍ଲକ ଉପାଧ୍ୟକ୍ଷ

ଯାଜପୁର ଟାଉନ,୧୯।୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ସଦର ଥାନା ସାହାସପୁର ପଞ୍ଚାୟତ ଗୋବିନ୍ଦପୁର ଗ୍ରାମରେ ଚାଓମିନ ଦୋକାନୀଙ୍କ ଆକ୍ରମଣରେ ଗୁରୁତର ଜଣେ ନାବାଳକଙ୍କ ମୃତ୍ୟୁ ଘଟଣାରେ...

Vigilance Raid: ଫସିଲେ ଡେପୁଟି କଲେକ୍ଟର, ଲାଞ୍ଚ ନେବାବେଳେ ମାଡ଼ିବସିଲା ଭିଜିଲାନ୍ସ

କେନ୍ଦୁଝର( ନରେଶ ଚନ୍ଦ୍ର ପଟ୍ଟନାୟକ) ୧୯।୨: ଭିଜିଲାନ୍ସ ଜାଲରେ ପଡିଲେ ଭୂ-ଅର୍ଜନ ଉପବିଭାଗର ଡେପୁଟି କଲେକ୍ଟର ଶରତ ଗିରି। ୫୦ ହଜାର ଲାଞ୍ଚ ନେବାବେଳେ ଭିଜିଲାନ୍ସ...

ମାସିକ ଭତ୍ତା ୩ ହଜାର ଦାବିରେ ବ୍ଲକ ଘେରିଲେ, ଭାଜପା ସରକାରକୁ କଲେ ସମାଲୋଚନା, ନିର୍ବାଚନ ସରିଲା କିନ୍ତୁ ଏଯାଏ…

ଦାରିଙ୍ଗବାଡ଼ି,୧୯।୨(ଅରୁଣ ସାହୁ): ସମସ୍ତ ଭତ୍ତା ପାଉଥିବା ହିତାଧିକାରୀଙ୍କୁ ମାସିକ ୩ ହଜାର ଟଙ୍କା ଲେଖାଏ ଭତ୍ତା ପ୍ରଦାନ କରାଯିବା ଦାବିରେ ଓଡ଼ିଶା ଭତ୍ତାପ୍ରଦାନ ସଂଘର୍ଷ ସମିତି...

ସନାତନ ଧର୍ମର ସୁରକ୍ଷା ଜରୁରୀ

ଛତ୍ରପୁର,୧୯।୨(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ରାମଚଣ୍ଡୀଠାରେ ୩ ଦିନ ଧରି ଚାଲିଥିବା ମା’ ରାମଚଣ୍ଡୀ ମହୋତ୍ସବ-୨୦୨୫ ଉଦଯାପିତ ହୋଇଯାଇଛି। ଏହି ଅବସରରେ ସାଧୁସନ୍ଥ...

ସମ୍ପରିକୀୟଙ୍କ ବାହାଘର ଭୋଜି ଖାଇ ଫେରୁଥିଲେ, ରାସ୍ତାରେ ଜଗିବସିଥିଲା …

ଜୟପୁର,୧୯।୨(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ବିସିଂହପୁର ଥାନା କେରାପୁଟ ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଛି। ରାସ୍ତାଉପରେ ଅଟକିଥିବା ଏକ ଟ୍ରକ୍‌କୁ ବାଇକ୍‌ ପଛରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri