Posted inଖେଳ

ରାଜସ୍ଥାନ ମୁଖ୍ୟମନ୍ତ୍ରୀଙ୍କ ପୁଅ ଆରସିଏ ସଭାପତି

ଜୟପୁର,୪।୧୦: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ପୁଅ ବୈଭବ ଗେହଲଟ ରାଜସ୍ଥାନ କ୍ରିକେଟ ଆସୋସିଏଶନ (ଆରସିଏ) ସଭାପତି ନିର୍ବାଚିତ ହୋଇଛନ୍ତି। ଶକୁବ୍ରାର ଅନୁଷ୍ଠିତ ନିର୍ବାଚନରେ ଗେହଲଟଙ୍କୁ ୨୫ ଖଣ୍ଡ ଭୋଟ ମିଳିଛି। ବୈଭବ ଡ. ସିପି ଜୋଶୀଙ୍କ ସ୍ଥାନ ନେବେ। ସେ ଗତ ମାସରେ ରାଜସ୍ଥାନର କ୍ରିକେଟ ରାଜନୀତିରେ ପ୍ରବେଶ କରିଥିଲେ। ପୂର୍ବରୁ ରାଜସମାଦ କ୍ରିକେଟ ଆସୋସିଏଶନର ଟ୍ରେଜରର ଦାୟିତ୍ୱରେ ଥିଲେ। ବୈଭବ ୨୦୧୯ ଲୋକସଭା ନିର୍ବାଚନରେ ରାଜସ୍ଥାନର ଜୋଦପୁର ମଣ୍ଡଳିରୁ ଛିଡ଼ା ହୋଇଥିଲେ। ତାଙ୍କୁ ଭାଜପା ପ୍ରାର୍ଥୀ ଗଜେନ୍ଦର ସିଂ ଶେଖାଓ୍ବତ ବଡ଼ ବ୍ୟବଧାନରେ ହରାଇଥିଲେ। ଏଥିଯୋଗୁ ମୁଖ୍ୟମନ୍ତ୍ରୀ ଅଶୋକଙ୍କୁ ବହୁ ସମାଲୋଚନାର ଶିକାର ହେବାକୁ ପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜିଲା ମୁଖ୍ୟ ଚିକିତ୍ସାଳୟରେ ସ୍ବାସ୍ଥ୍ୟ ସେବାର ସମୀକ୍ଷା କଲେ ସ୍ବାସ୍ଥ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ କହିଲେ…

କୋରାପୁଟ/ଜୟପୁର,୧୬ା୮(ଅମିତାଭ ବେହେରା/ପବନ ପାଣିଗ୍ରାହୀ): କୋରାପୁଟ ଜିଲାର ଜୟପୁରସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟରେ ନୂତନ କ୍ରିଟିକାଲ କେୟାର ୟୁନିଟ୍‌ ଉଦ୍‌ଘାଟିତ ହୋଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

କୂଳ ଲଙ୍ଘିଲା ବ୍ରାହ୍ମଣୀ ନଦୀ, ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍‌ ପିଲା

ପଟ୍ଟାମୁଣ୍ଡାଇ,୧୬।୮(କଳ୍ପତରୁ ନାୟକ): ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍‌ ପିଲା । ଏଭଳି ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ୍ କୁଳସାହି…

ତାତିଲେ ଚାଷୀ, ଜେସିବି ଲଗାଇ କାଟିଦେଲେ ଘାଇ, ପାଣିରେ ବୁଡ଼ିଲା ଶହଶହ ଏକର ଚାଷଜମି

ମହାକାଳପଡ଼ା,୧୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାନଦୀରେ ବନ୍ୟା ଓ ବର୍ଷା ଜଳ ଖରିଫ ଋତୁରେ ଧାନ ଫସଲ ପ୍ରଭାବିତ ହୋଇଛି। ଫଳରେ ୫ ହଜାରରୁ ଅଧିକ ହେକ୍ଟର ଜମିରେ…

କାଲି ଏହି ଜିଲାରେ ସ୍କୁଲ ଛୁଟି, ଜାଣନ୍ତୁ…

କେନ୍ଦୁଝର,୧୬।୮: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। ରବିବାର ଅପରାହ୍ନ ୨ଟା ୩୦ ସୁଦ୍ଧା ଏହା ଉତ୍ତରପଶ୍ଚିମ ବଙ୍ଗୋପସାଗର…

ସ୍କୁଲ ଛୁଟି ପରେ ମଧ୍ୟାହ୍ନଭୋଜନ ଚାଉଳ ଅଟୋରେ ନେବା ଘଟଣା: ନିଲମ୍ବିତ ହେଲେ ପ୍ରଧାନଶିକ୍ଷୟିତ୍ରୀ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲାର ଝରିଗାଁ ବ୍ଲକ ଅନ୍ତର୍ଗତ ମାଝୀଗୁଡ଼ା ସ୍କୁଲର ଭାରପ୍ରାପ୍ତ ପ୍ରଧାନଶିକ୍ଷୟିତ୍ରୀ ଗତ ଶୁକ୍ରବାର ବିଦ୍ୟାଳୟ ଛୁଟି ହେବା ପରେ ଏକ ଅଟୋରେ…

ତାରିକ ରହମାନଙ୍କ ଭାରତ ଗସ୍ତ ପୂର୍ବରୁ ବାଂଲାଦେଶ ରଖିଛି ବଡ଼ ସର୍ତ୍ତ

ଢାକା,୧୬।୮: ବାଂଲାଦେଶ ରବିବାର କହିଛି ଯେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଏବଂ ଢାକା ଦ୍ୱାରା ଚାହୁଁଥିବା ଅନ୍ୟ ପଳାତକଙ୍କୁ ଭାରତ ସରକାର ପ୍ରତ୍ୟାର୍ପଣ ପ୍ରକ୍ରିୟାକୁ ଆଗକୁ…

ବୁଲାବୁଲି କି ଦାମୀ ପୋଷାକ ନୁହେଁ, ଦରମାର ୭୦% ଏହି କାମରେ ଖର୍ଚ୍ଚ କରନ୍ତି Gen Z

ନୂଆଦିଲ୍ଲୀ,୧୬।୮: ସୋସିଆଲ ମିଡିଆରେ ବର୍ତ୍ତମାନ ସମୟରେ Gen Zଙ୍କ ଟ୍ରେଣ୍ଡ, ଲାଇଫଷ୍ଟାଇଲ୍‌ ଓ ଖର୍ଚ୍ଚକୁ ନେଇ ଚର୍ଚ୍ଚା ଲାଗିରହିଛି । ଅନେକଙ୍କ ଧାରଣା ଯେ, ଯୁବପିଢ଼ି ଅଧିକ…

ବ୍ୟବସାୟୀ ଅପହରଣ ମାମଲା: ହନୁମାନ ପଇସା ପାଇଁ ଅଭିଯୁକ୍ତ ଦେଇଛନ୍ତି ୨ କୋଟି ୭୦ ଲକ୍ଷ, ଏସ୍‌ପି କହିଲେ ଆହୁରି…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ ଗୁଣ୍ଡା ଅପହରଣ ମାମଲାରେ ବୌଦ୍ଧ ଜିଲା କଣ୍ଟାମାଳ ଅଞ୍ଚଳର କ୍ଷୀତିଶ ସାହୁଙ୍କୁ ଭୁବନେଶ୍ବରରୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri