ରାଜସ୍ଥାନ ସରକାରଙ୍କ ସ୍ବତନ୍ତ୍ର ପଦକ୍ଷେପ

ନୂଆଦିଲ୍ଲୀ,୨୧।୪: ଲକ୍‌ଡାଉନ ସ୍ଥିତିରେ ଅର୍ଥ ବ୍ୟବସ୍ଥାକୁ ଗତିଶୀଳ କରିବା ଲାଗି ରାଜସ୍ଥାନ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପଦକ୍ଷେପ ହାତକୁ ନିଆଯାଇଛି। ଅଶୋକ ଗେହଲଟଙ୍କ ନେତୃତ୍ୱାଧୀନ ରାଜସ୍ଥାନ ସରକାର ଭିଲଓ୍ବାଲା ଅଞ୍ଚଳରେ ସମ୍ପୂର୍ଣ୍ଣ କର୍ଫ୍ୟୁ ଜାରି କରିଛନ୍ତି। ସାରା ଦେଶରେ ଲକ୍‌ଡାଉନ ହେବା ପୂର୍ବରୁ ଏହି ରାଜ୍ୟ ଲକ୍‌ଡାଉନ ଅବଧି ବଢ଼ାଇଥିଲା। ଅର୍ଥନୀତି ଉପରେ କରୋନା ପ୍ରଭାବକୁ କମାଇବା ନିମନ୍ତେ ସ୍ବତନ୍ତ୍ର ଗ୍ରୁପ୍‌ ଗଠନ କରାଯାଇଛି। କୃଷି ଶ୍ରମିକଙ୍କ ଅଗ୍ରିମ ପେମେଣ୍ଟ ସହ ଅନ୍ୟ ପ୍ରମୁଖ ଯୋଜନା ହାତକୁ ନିଆଯାଇଛି ବୋଲି ରାଜସ୍ଥାନ ସରକାରଙ୍କ ପକ୍ଷରୁ ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଷ୍ଟ୍ରାୟତ୍ତ ଉଦ୍ୟୋଗ ମହଙ୍ଗା ଭତ୍ତା ୧୭୦.୫୩ %

ଭୁବନେଶ୍ୱର:  ଦେଶର ବିଭିନ୍ନ ବର୍ଗର ଶିଳ୍ପ ଶ୍ରମିକଙ୍କ ପାଇଁ ସର୍ବଭାରତୀୟ ଖାଉଟି ମୂଲ୍ୟସୂଚୀ ବୁଧବାର ପ୍ରକାଶ ପାଇଛି। ଏହି ସୂଚୀ ଅନୁସାରେ ୨୦୨୧ ଜାନୁୟାରୀରେ ଏହା ୧୧୮.୨...

ଶୀର୍ଷ ଟିକସଦାତାଙ୍କୁ ପ୍ରୋତ୍ସାହନ;ମୋଦିଙ୍କ ସହ ମିଳିବ ଚା’ ପିଇବାର ସୁଯୋଗ

ନୂଆଦିଲ୍ଲୀ,୪-୬: କେନ୍ଦ୍ର ସରକାର ଶୀର୍ଷ ଟିକସଦାତାଙ୍କୁ ପୁରସ୍କୃତ କରିବା ଲାଗି ଏକ ନୂଆ ଯୋଜନା ପ୍ରସ୍ତୁତ କରୁଛନ୍ତି। ମିଡିଆ ରିପୋର୍ଟ ଅନୁଯାୟୀ ଟିକସଦାତାଙ୍କୁ ପ୍ରୋତ୍ସାହିତ କରିବାକୁ...

ଏନ୍‌ଆଇଏନ୍‌ଏଲ୍‌ରୁ ପୁଞ୍ଜି ପ୍ରତ୍ୟାହାରକୁ କ୍ୟାବିନେଟ୍‌ ମଞ୍ଜୁରୀ

ନୂଆଦିଲ୍ଲୀ,୯-୧: ନୀଳାଚଳ ଇସ୍ପାତ ନିଗମ ଲିମିଟେଡ(ଏନ୍‌ଆଇଏନ୍‌ଏଲ୍‌)ରେ ରହିଥିବା ବିଭିନ୍ନ ରାଷ୍ଟ୍ରାୟତ୍ତ ଉଦ୍ୟୋଗର ଅଂଶଧନରୁ ପୁଞ୍ଜି ପ୍ରତ୍ୟାହାର କରାଯିବ। ଏ ସମ୍ପର୍କିତ ପ୍ରସ୍ତାବକୁ କେନ୍ଦ୍ର ସରକାର ବୁଧବାର...

୨ ଲକ୍ଷ କୋଟିର ଋଣ ରାଇଟଅଫ୍‌ କଲେ ବ୍ୟାଙ୍କ

ନୂଆଦିଲ୍ଲୀ,୩୦-୧୧: ଦେଶରେ ସୂଚୀଭୁକ୍ତ ୪୨ ବାଣିଜି୍ୟକ ବ୍ୟାଙ୍କ ୨୦୧୮-୧୯ରେ ୨.୧୨ ଲକ୍ଷ କୋଟି ଟଙ୍କାର ଋଣ ରାଇଟ ଅଫ୍‌ କରିଛନ୍ତି। ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ପାର୍ଲାମେଣ୍ଟକୁ...

୧୫ ଲକ୍ଷ କୋଟି ଟପିଲା ବଜାର ପୁଞ୍ଜି

ଭୁବନେଶ୍ୱର,୫।୯: ଶେୟାର ବଜାରରେ ରିଲାଏନ୍ସ ଇଣ୍ଡଷ୍ଟ୍ରିର ଶେୟାର ମୂଲ୍ୟ ବୃଦ୍ଧି ସାଙ୍ଗକୁ ନିକଟରେ ବିଭିନ୍ନ କମ୍ପାନୀର ଅଂଶଧନ କ୍ରୟ ରିଲାଏନ୍ସକୁ ବେଶ୍‌ ଲାଭ ଦେଇଛି। ଫଳରେ ଗତ...

ବିମାନ ଚଳାଚଳ କ୍ଷେତ୍ରର ୨୯ ଲକ୍ଷ ଚାକିରି ବିପଦରେ

ନୂଆଦିଲ୍ଲୀ,୨୫।୪: ଭାରତୀୟ ବିମାନ ଚଳାଚଳ କ୍ଷେତ୍ର ଏବଂ ଏହାର ଆନୁଷଙ୍ଗିକ କ୍ଷେତ୍ର ଗୁଡିକ କରୋନା ମହାମାରୀ ଯୋଗୁ ଏବେ ଚାପରେ ରହିଛନ୍ତି। ଏହି କ୍ଷେତ୍ରଗୁଡିକରେ ପ୍ରାୟ...

ସଙ୍ଗଠିତ କ୍ଷେତ୍ରରେ ନିଯୁକ୍ତି ୪% ବଢ଼ିଛି

ନୂଆଦିଲ୍ଲୀ,୨୮ା୯: ଦେଶର ସଙ୍ଗଠିତ କ୍ଷେତ୍ରର ନିଯୁକ୍ତି ଗତ ୭ ବର୍ଷରୁ ଚଳିତ ଆର୍ଥିକ ବର୍ଷ ପ୍ରଥମ ତ୍ରୈମାସ ସୁଦ୍ଧା ୪% ହାରରେ ବୃଦ୍ଧି ପାଇଛି। କେନ୍ଦ୍ର...

କୋଭିଡ୍‌-୧୯ ମୁକାବିଲା: ଟାଟା ସନ୍ସ ଦେଲା ୧୦୦୦ କୋଟି

ନୂଆଦିଲ୍ଲୀ, ୨୯। ୩: କୋଭିଡ ଲଢେଇ ଲାଗି ସାରା ଦେଶର ଉଦ୍ୟୋଗପତି ନିଜର ଯୋଗଦାନ ରଖୁଛନ୍ତି। କରୋନା ମୁକାବିଲା ଲାଗି ଟାଟା ଟ୍ରଷ୍ଟ ପକ୍ଷରୁ ୫୦୦...

Advertisement


Archives

Model This Week