ରାଜସ୍ବ ଗଁ। ମାନ୍ୟତା ପାଇବାରୁ ବଞ୍ଚିତ ବାଞ୍ଜିପଦର

କର୍ଲାମୁଣ୍ଡା,୧୭।୬ (ଡି.ଏନ.ଏ.)

କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ ସାପଲହରା ପଞ୍ଚାୟତ ଅର୍ନ୍ତଗତ ସାପଲହରା ରାଜସ୍ବ ଗ୍ରାମର ହାମ୍‌ଲେଟ ହେଉଛି ବାଞ୍ଜିପଦର। ବ୍ଲକ କାର୍ଯ୍ୟାଳୟଠାରୁ ୮ କି.ମି. ଦୂରରେ ଥିବା ବାଞ୍ଜିପଦର ଗଁ। ର ଜନସଂଖ୍ୟା ୮୧୯। ୨ଟି ୱାର୍ଡ ବିଶିଷ୍ଟ ଏହି ଗଁାରେ ବିଭିନ୍ନ ବର୍ଗ ଲୋକେ ବସବାସ କରନ୍ତି। ଏହି ଗଁାର ଲୋକେ ଚାଷ ଉପରେ ନିର୍ଭର କରନ୍ତି। ଏଥିରୁ ପ୍ରାୟ ୪୦ ଭାଗ ଦିନ ମଜୁରିଆ ତଥା ଶ୍ରମିକ ଶ୍ରେଣୀର। ରାଜ୍ୟ ବାହାରକୁ ଏମାନେ ଦାଦନ ଶ୍ରମିକ ଭାବେ କାମ କରିବାକୁ ମଧ୍ୟ ଯାଇଥାନ୍ତି। ହେଲେ ବର୍ତ୍ତମାନ ସୁଦ୍ଧା ଏହି ଗଁାଟି ରାଜସ୍ବ ମାନ୍ୟତା ପାଇବାରୁ ବଞ୍ଚତ୍ତ ହୋଇଛି। ୨୦୦୦ରେ ସାପଲହରା ନୂଆ ପଞ୍ଚାୟତ ହୋଇଛି। ଏଣୁ ବାଞ୍ଜିପଦରକୁ ରାଜସ୍ବ ଗାଁର ମାନ୍ୟତା ଦେବାକୁ ଲୋକେ ଦାବି କରିଆସୁଛନ୍ତି। ହେଲେ ଏ ପର୍ଯ୍ୟନ୍ତ ଲୋକଙ୍କ ଦାବି ପୂରଣ ହୋଇ ନାହିଁ। ଏ ନେଇ ପୂର୍ବତନ ସମିତି ସଭ୍ୟ କମଳ ସାହୁ କହନ୍ତି ଯେ, ୨୦ ବର୍ଷ ହେଲା ଗଁାକୁ ରାଜସ୍ବ ମାନ୍ୟତା ମିଳିବା ପାଇଁ ଦାବି କରାଯାଉଛି। ଗ୍ରାମବାସୀ ନରୋତ୍ତମ ସାହୁ କହିଛନ୍ତି ଯେ, ରାଜସ୍ବ ମାନ୍ୟତା ପାଇବାର ସବୁ ଯୋଗ୍ୟତା ଥିଲେ ବି ଦାବି ପୂରଣ କରାଯାଉ ନାହିଁ। ବରୁଣ ସାହୁ ନାମକ ଗାଁର ଆଉ ଜଣେ ବ୍ୟକ୍ତି କହିଛନ୍ତି ଯେ, ରାଜସ୍ବ ଗାଁ ମାନ୍ୟତା ପାଇପାରୁ ନ ଥିବାରୁ ଅନେକ ସରକାରୀ ଯୋଜନାରୁ ଗାଁ ଲୋକଙ୍କୁ ଓ ଗାଁକୁ ବଞ୍ଚତ୍ତ ହେବାକୁ ପଡ଼ୁଛି।


Enter your email to get our daily news in your inbox.

All Right Reserved By Dharitri.Com

ବୁଲେଟ୍‌ ପ୍ରୁଫ୍‌ ସଂଗ୍ରହାଳୟ ସୁରକ୍ଷା ଢିଲା

ଚଣ୍ଡିଖୋଲ,୧୦।୧(ଡି.ଏନ.ଏ.): ଯାଜପୁର ଜିଲାର ବୌଦ୍ଧ ହୀରକ ତ୍ରିଭୁଜ ଭାବେ ପରିଗଣିତ ଲଳିତଗିରି, ରତ୍ନଗିରି ଓ ଉଦୟଗିରି ସାରାବିଶ୍ୱରେ ଓଡ଼ିଶାର ପରିଚୟ ସୃଷ୍ଟି କରିଛି। ଏହା ମଧ୍ୟରୁ...

ଶ୍ରଦ୍ଧାଞ୍ଜଳିଙ୍କୁ ମିଳିଲାନି ଅନ୍ତରୀଣ ସୁରକ୍ଷା

ଭୁବନେଶ୍ୱର,୧୪।୧୨(ବ୍ୟୁରୋ): ବହୁ ଚର୍ଚ୍ଚିତ ମହିଳା ବ୍ଲାକମେଲର ଅର୍ଚ୍ଚନା ନାଗଙ୍କ ସହଯୋଗୀ ଶ୍ରଦ୍ଧାଞ୍ଜଳି ବେହେରାଙ୍କୁ ମିଳିଲାନି ଅନ୍ତରୀଣ ସୁରକ୍ଷା। ଏହି ମାମଲାରେ ଇଡିକୁ ତଦନ୍ତରେ ସହଯୋଗ କରିବାକୁ...

ପଞ୍ଚଭୂତରେ ବିଲୀନ ସଙ୍ଗୀତଜ୍ଞ ପ୍ରଫୁଲ୍ଲ କର

ଭୁବନେଶ୍ୱର,୧୮।୪(ବ୍ୟୁରୋ): ପଞ୍ଚଭୂତରେ ବିଲୀନ ହେଲେ ସଙ୍ଗୀତଜ୍ଞ ପ୍ରଫୁଲ୍ଲ କର। ପୁରୀ ସ୍ବର୍ଗଦ୍ବାରରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ତାଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ବଡ଼ ପୁଅ ମହାଦୀପ...

ଶ୍ରୀମନ୍ଦିର ଉପରେ ଡ୍ରୋନ୍‌ ଉଡ଼ାଇବା ଘଟଣା: ୟୁଟ୍ୟୁବ୍‌ର ଅନିମେଷ ପଶ୍ଚିମବଙ୍ଗରୁ ଗିରଫ

ପୁରୀ ଅଫିସ, ୧୯ା୧: ଶ୍ରୀମନ୍ଦିର ନୋ ଫ୍ଲାଇଂ ଜୋନ୍‌ରେ ଡ୍ରୋନ୍‌ ଉଡ଼ାଇ ଭିତରବେଢ଼ାର ଭିଡିଓ ଭାଇରାଲ କରିବା ସହ ଟଙ୍କା ମାଗିବା ଘଟଣାରେ ଅଭିଯୁକ୍ତ ବଙ୍ଗୀୟ...

ସିବିଆଇ ତଦନ୍ତ ଦାବିକଲା ଭାଜପା

ଭୁବନେଶ୍ୱର,୨।୧୨(ବ୍ୟୁରୋ): ମମିତା ମେହେର ହତ୍ୟା ଘଟଣାରେ ସମ୍ପୃକ୍ତ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଦୋଷ ଘୋଡ଼ାଇବା ପାଇଁ ମୂଳରୁ ରାଜ୍ୟ ସରକାର ଷଡ଼ଯନ୍ତ୍ର କରିଛନ୍ତି। ହେଲେ ବିଚାର...

ଓ୍ବାର୍କିଂ ଆଓ୍ବାର ୪ ଘଣ୍ଟା ବଢ଼ିଲା: ୮ ଘଣ୍ଟା ବଦଳରେ ୧୨ ଘଣ୍ଟା କାମ କରିବେ କର୍ମଚାରୀ, ମିଳିବ ଅଧିକ ପାରିଶ୍ରମିକ

ଭୁବନେଶ୍ୱର,୮।୫(ବ୍ୟୁରୋ): ବିଭିନ୍ନ ସଂସ୍ଥା ପାଇଁ ରାଜ୍ୟ ସରକାର ଓ୍ବାର୍କିଂ ଆଓ୍ବାର ବଢ଼ାଇଛନ୍ତି। ଦୈନିକ ୮ ଘଣ୍ଟା ବଦଳରେ ଓ୍ବାର୍କିଂ ଆଓ୍ବାରକୁ ୧୨ ଘଣ୍ଟା କରିଛନ୍ତି। ଦୁଇଟି...

ଗର୍ଭଗୃହରେ ଶ୍ରୀଲିଙ୍ଗରାଜଙ୍କୁ ଦର୍ଶନ ମନା

ପୁରୁଣା ଭୁବନେଶ୍ୱର, ୧୭।୩(ଡି.ଏନ୍‌.ଏ.): ମହାମାରୀ କରୋନା ପାଇଁ ଶ୍ରୀ ଲିଙ୍ଗରାଜଙ୍କୁ ଦର୍ଶନ କରିବାକୁ ଆସୁଥିବା ପର୍ଯ୍ୟଟକଙ୍କ ପାଇଁ କଟକଣା ଜାରି କରାଯାଇଛି। ଶ୍ରୀ ଲିଙ୍ଗରାଜ ମନ୍ଦିର...

କାମ ଚାଲିଥିବାବେଳେ ଦବିଗଲା ସୁକତେଲ ବ୍ରିଜ, ୨ ଶ୍ରମିକଙ୍କ ଜୀବନ ଗଲା

ପାଟଣାଗଡ, ୨୯।୪ (ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ପାଟଣାଗଡ ବ୍ଲକ ଅଧୀନ ଟମିଆ ଗାଁ ନିକଟରେ ଥିବା ସୁକତେଲ ବ୍ରିଜ ବୁଧବାର ସକାଳ ୯ଟାରେ କାମ ଚାଲିଥିବାବେଳେ...

Advertisement
Archives

Model This Week