ବାରିପଦା ଅଫିସ,୧୬ା୬- ମୟୂରଭଞ୍ଜ ଜିଲା ବାରିପଦା ତହସିଲ ଅଧୀନ ଆରଆଇ-୩ର ରାଜସ୍ବ ନିରୀକ୍ଷକ ତନ୍ମୟ ରଞ୍ଜନ ସାହୁଙ୍କୁ ଆକ୍ରମଣ କରାଯାଇଥିତ୍ବା ନେଇ ସୋମବାର ଟାଉନ ଥାନାରେ ଅଭିଯୋଗ ହୋଇଛି। ପୋଲିସ ସୂଚନା ଅନୁଯାୟୀ, ରବିବାର ଅପରାହ୍ନରେ ରାଜସ୍ବ ନିରୀକ୍ଷକ ସାହୁ ଦେବେନ୍ଦ୍ରପୁରଠାରେ ଥିବା ଜବରଦଖଲ ଜମିର ମାପଚୁପ କରିବାକୁ ଯାଇଥିତ୍ବା ସମୟରେ ସେଠାରେ କେତେଜଣ ବ୍ୟକ୍ତି ତାଙ୍କୁ ଆକ୍ରମଣ କରିଥିଲେ। ଏନେଇ ସେ ଥାନାରେ ଅଭିଯୋଗ କରିବା ପରେ ପୋଲିସ ଏକ ମାମଲା(ନଂ.୩୬୭/୨୦୨୦) ରୁଜୁ କରି ତଦନ୍ତ ଜାରି ରଖିଛି।
ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…
ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…
ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର
ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…
ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ
ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…
Archives

