ରାଜସ୍ବ ନିରୀକ୍ଷକଙ୍କ ବେଆଇନ ଗିରଫ ପ୍ରତିବାଦ : କାର୍ଯ୍ୟାଳୟରେ ତାଲା ପକାଇ ଧାରଣାରେ ବସିଲେ କର୍ମଚାରୀ

ରଣପୁର,୧୬।୧୦(ଡି.ଏନ୍‌.ଏ.) : ନୟାଗଡ଼ ଜିଲା ରଣପୁର ତହସିଲର ସମସ୍ତ କର୍ମଚାରୀ ବୁଧବାର ସକାଳୁ କାର୍ଯ୍ୟାଳୟ ଫାଟକରେ ତାଲା ପକାଇ ଧାରଣାରେ ବସି ରହିଛନ୍ତି। ବେଆଇନ ଭାବେ ଲୋଧାଚୁଆ ରାଜସ୍ବ ନିରୀକ୍ଷକ ବିରୁପାକ୍ଷ ବିଶ୍ୱାଳଙ୍କୁ ଗିରଫ କରାଯାଇଛି। ତାଙ୍କୁ ତୁରନ୍ତ ଖଲାସ ଦାବିରେ ଧାରଣା ଜାରିରହିଛି।
ସୂଚନାଯୋଗ୍ୟ, ଏକ ଜମିଜମା ମାମଲାରେ ରଣପୁର ପୋଲିସ ଲୋଧାଚୁଆ ରାଜସ୍ବ ନିରୀକ୍ଷକ ବିରୁପାକ୍ଷ ବିଶ୍ୱାଳଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା ଏହାକୁ ବିରୋଧ କରି ତହସିଲର କର୍ମଚାରୀମାନେ ଧାରଣା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ବଡ଼ମାଧପୁରରେ କରୋନା ସ୍ଥିତି ଅସମ୍ଭାଳ

ଛତ୍ରପୁର, ୧୧।୭(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ବଡ଼ମାଧପୁରଠାରେ ୫୧ ଜଣଙ୍କ ଆଣ୍ଟିଜେନ୍‌ ଟେଷ୍ଟିଙ୍ଗ କରାଯାଇଛି। ଏଠାରେ ଏପରି ଟେଷ୍ଟିଂ ପ୍ରଥମ ବୋଲି ଜଣାପଡିଛି। କରୋନା...

ଚିଙ୍ଗୁଡ଼ି ସହ ୫ ହଜାର ଲାଞ୍ଚ ମାଗି ଏଏସ୍‌ଆଇ ନିଲମ୍ବିତ

ଭଦ୍ରକ ଅଫିସ/ଚାନ୍ଦବାଲି, ୩୦।୪ (ଡି.ଏନ.ଏ.)- ଜଣେ ଅଭିଯୁକ୍ତଙ୍କୁ ଖସାଇ ଦେବା ପାଇଁ ଚିଙ୍ଗୁଡ଼ି ସହ ୫ ହଜାର ଟଙ୍କା ଲାଞ୍ଚ ମାଗିବା ଅଭିଯୋଗରେ ଭଦ୍ରକ ଜିଲା...

ବ୍ରହ୍ମପୁର ସିଟି ହାଇସ୍କୁଲ: ବର୍ଷାରେ ଗଳୁଛି ପାଣି

ବ୍ରହ୍ମପୁର ଅଫିସ,୧୩।୨: ବ୍ରହ୍ମପୁର ସହରର ସର୍ବପୁରାତନ ଶିକ୍ଷାନୁଷ୍ଠାନ ହେଉଛି ବ୍ରହ୍ମପୁର ସିଟି ହାଇସ୍କୁଲ। ୧୯୩୦ରୁ ୨୦୨୨ ଦୀର୍ଘ ୯୨ ବର୍ଷର ଏହି ବିଦ୍ୟାଳୟରୁ ଖ୍ୟାତିସମ୍ପନ୍ନ ବୈଜ୍ଞାନିକ କୋଟା.ହରିନାରାୟଣଙ୍କ...

ଘାଟିରୁ ଖସିଲା ଅତଡା: ରାଜପଥରେ ଯାତାୟାତ ବାଧାପ୍ରାପ୍ତ

କେନ୍ଦୁଝର,୨୦।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ୪୯ନଂ ଜାତୀୟ ରାଜପଥ ନିକଟ ଜୁଡ଼ିଆ ଘାଟିରୁ ପୁଣି ଶନିବାର ମାଟି ଅତଡା ସହ ପଥର ଖସି ରାସ୍ତାରେ ପଡିଛି। ଫଳରେ...

ସାମ୍ବିଧାନିକ ପ୍ରକ୍ରିୟାରେ ହେଉନି ପୌର ନିର୍ବାଚନ

ବ୍ରହ୍ମପୁର ଅଫିସ, ୧୩।୩: ବ୍ରହ୍ମପୁର ପୌର ନିର୍ବାଚନର କଂଗ୍ରେସ ମେୟର ପ୍ରାର୍ଥୀ ମଞ୍ଜୁ ରଥଙ୍କ ଭୋଟ ପ୍ରଚାର ଶନିବାର ଆରମ୍ଭ ହୋଇଛି। ସହରର ଆରାଧ୍ୟ ଦେବୀ ମା’...

ଆମେରିକାରେ ଗବେଷଣା କରିବେ ଐଶ୍ୱର୍ଯ୍ୟ ଅଭିଷେକ

ପଦ୍ମପୁର, ୧।୧୦ (ଡି.ଏନ.ଏ.)-ଆମେରିକାର କଲରାଡୋ ବିଶ୍ୱବିଦ୍ୟାଳୟରେ ଉଚ୍ଚତର ଗବେଷଣା ପାଇଁ ମନୋନୀତ ହୋଇଛନ୍ତି ଭଦ୍ରକ ଜିଲା ସଦର ବ୍ଲକ ଅଧୀନ ସାବରଙ୍ଗ ଗ୍ରାମର ଐଶ୍ୱର୍ଯ୍ୟ ଅଭିଷେକ...

ପ୍ରବାସୀଙ୍କୁ ଓଡ଼ିଆଙ୍କୁ ନେଇ ବ୍ରହ୍ମପୁର ଫେରିଲା ୪ ଟ୍ରେନ

ବ୍ରହ୍ମପୁର ଅଫିସ,୨୪।୫-ବ୍ରହ୍ମପୁର ରେଳଷ୍ଟେସନ ୪ ନମ୍ବର ପ୍ଲାଟଫର୍ମରେ ରବିବାର ଅପରାହ୍ନ ସୁଦ୍ଧା ପହଞ୍ଚିଲା ୪ଟି ଟ୍ରେନ। ପ୍ରଥମ ଟ୍ରେନଟି ତାମିଲନାଡୁରୁ ୮୯୮ ଜଣ ପ୍ରବାସୀ ଓଡ଼ିଆଙ୍କୁ...

ପତ୍ନୀଙ୍କୁ ନିର୍ଯ୍ୟାତନା, ହତ୍ୟା ଅଭିଯୋଗ: ଜେଲ୍‌ ଗଲେ ଦୁଇ ସ୍ବାମୀ

ଛତ୍ରପୁର,୩।୭(ଡି.ଏନ୍‌.ଏ.): ଛତ୍ରପୁର ଥାନା ପୋଲିସ ଦୁଇଟି ପୃଥକ ପୃଥକ ପତ୍ନୀଙ୍କୁ ହତ୍ୟା ଅଭିଯୋଗ ମାମଲାରେ ଦୁଇ ସ୍ବାମୀଙ୍କୁୁ ଗିରଫ କରି କୋର୍ଟ ଚାଲାଣ କରିଛି। ଛତ୍ରପୁର...

Advertisement
Archives

Model This Week