ଅନୁଗୋଳ ଅଫିସ୍, ୪।୩- ରାଜାଘର ସୁନାମାଳ କହି ଏକ ପିତଳ ହାରକୁ ୪ ଲକ୍ଷ ଟଙ୍କାରେ ବିକ୍ରି କରିବା ପରେ ଖସି ପଳାଉଥିବା ନାଗପୁର ଶୀତଲୱାଡ଼ା ଅଞ୍ଚଳର ଶତ୍ରୁ ମୋହନ ପ୍ରଜାପତି(୩୩)ଙ୍କୁ ମଙ୍ଗଳବାର ଅନୁଗୋଳ ପୋଲିସ ଗିରଫ କରିଛି। ସମସ୍ତ ଟଙ୍କା ଜବତ କରିବା ସହ ପୋଲିସ ତାଙ୍କୁ କୋର୍ଟଚାଲାଣ କରିଛି। ଏହି ଘଟଣା ଅନୁଗୋଳ ସହରରେ ଚର୍ଚ୍ଚାର ବିଷୟ ହୋଇଛି।
ପ୍ରକାଶ ଯେ, ଅନୁଗୋଳ ସହର ଉପକଣ୍ଠ ଜାମୁନାଳି ଅଞ୍ଚଳର ନିର୍ମଳ ପଟ୍ଟନାୟକଙ୍କୁ ରାଜାଘର ସୁନାମାଳ ବିକ୍ରି କରିବାକୁ ଶତ୍ରୁମୋହନ ନାଗପୁରରୁ ଅନୁଗୋଳ ଆସିଥିଲେ। ହାର ବିକ୍ରି କରିବା ପରେ ନଗଦ ୪ ଲକ୍ଷ ଟଙ୍କା ନେଇ ସେ ଘଟଣାସ୍ଥଳରୁ ପଳାଇ ଯାଇଥିଲେ। ଏକ ସୁନା ଦୋକାନରେ ହାର ପରୀକ୍ଷା କରି ତାହା ପିତଳ ବୋଲି ଜାଣିବା ପରେ ନିର୍ମଳଙ୍କ ପାଦତଳୁ ଯେପରି ମାଟି ଖସି ଯାଇଥିଲା। ସେ ତୁରନ୍ତ ଅନୁଗୋଳ ଥାନାକୁ ଆସି ଠକେଇ ସମ୍ପର୍କରେ ଲିଖିତ ଅଭିଯୋଗ କରିଥିଲେ। ପୋଲିସ ବିଭିନ୍ନ ସ୍ଥାନରେ ଖୋଜାଖୋଜି କରି ଅନୁଗୋଳ ବସ୍ଷ୍ଟାଣ୍ଡରୁ ଅଭିଯୁକ୍ତ ଶତ୍ରୁମୋହନକୁ ଠାବ କରିଥିଲା। ତାଙ୍କୁ ଥାନାକୁ ଆଣି ପଚରା ଉଚରା କରିବାରୁ ସେ ଠକେଇ ନେଇ ସ୍ବୀକାର କରିଥିବା ପୋଲିସ ସୂଚନା ଦେଇଛି।
Posted inଅନୁଗୋଳ, ଆମ ଜିଲା ଖବର View All
ଶିଶୁ ପୁତ୍ରକୁ ଛାଡ଼ି ଦୌଡ଼ି ପଳାଉଥିଲେ ମା’: ଆଉ ତା’ପରେ ଘଟିଲା…
ବାରଙ୍ଗ,୯ା୯(ଲିଙ୍ଗରାଜ ରାଉତ):ବାରଙ୍ଗ ଥାନା ଅଧୀନ ନରାଜମାର୍ଥାପୁର ରେଳଷ୍ଟେଶନ୍ ବାହାରୁ ଜଣେ ମହିଳା ତା’ର ଶିଶୁ ପୁତ୍ରକୁ ଛାଡ଼ି ପଳାଇଯାଉ ଥିବାବେଳେ ମଙ୍ଗଳବାର ରାତିରେ ସ୍ଥାନୀୟ ଲୋକେ ଧରି…
ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର: ପୀଡ଼ିତା ୪ ମାସର ଗର୍ଭବତୀ, ଓ୍ବାଚ୍ମ୍ୟାନ୍…
କେନ୍ଦ୍ରାପଡ଼ା,୯ା୯(ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଜିଲାର ଏକ ସରକାରୀ ଅନୁଦାନପ୍ରାପ୍ତ ଶିଶୁ ଯତ୍ନ ଅନୁଷ୍ଠାନ (ସିସିଆଇ)ରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏ…
ବାଟରେ ଅଟକାଇ ମୁଣ୍ଡ ଫଟାଇଲେ, ଟଙ୍କା ଲୁଟିଥିଲେ: ତୃତୀୟ ଅଭିଯୁକ୍ତ ଭୋଳାଙ୍କୁ ଗିରଫ କଲା ପାଟପୁର ପୋଲିସ
ଦାଦା ବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ପୁଣି ଜଣେ ଅଭିଯୁକ୍ତ ଗିରଫ, ସଂଖ୍ୟା ୩କୁ ବୃଦ୍ଧି ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା…
ଗଣେଶ ପୂଜା ପାଇଁ ଗଞ୍ଜାମ ଏସ୍ପିଙ୍କ କଡ଼ା ନିର୍ଦ୍ଦେଶ: ରାତି ୧୦ଟା ପରେ ବାଜିବନି ଲାଉଡସ୍ପିକର, ଜୋରଜବରଦସ୍ତ ଚାନ୍ଦା ଆଦାୟ ମନା
ଛତ୍ରପୁର,୮।୯(ଦିଲ୍ଲୀପ ସାମଲ): ଆଗାମୀ ଗଣେଶ ପୂଜା ସମେତ ପୂଜା ପାର୍ବଣ ସମୟରେ ଆଇନ ଶୃଙ୍ଖଳା ରକ୍ଷା ଓ ଶାନ୍ତିଶୃଙ୍ଖଳା ବଜାୟ ରଖିବା ନିମନ୍ତେ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ…
ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…
ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…
ଛୁଟିରେ ଘରକୁ ଆସି ଆଖି ବୁଜିଲେ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପୁରୀ ସ୍ୱର୍ଗଦ୍ୱାରରେ BSF ଯବାନଙ୍କ ଶେଷକୃତ୍ୟ ସମ୍ପନ୍ନ
ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବାଗଡା ଗ୍ରାମର ବିଏସଏଫ୍ (BSF) ସିନିୟର ହାବିଲଦାର ବି. କାନା (୫୩)ଙ୍କ ଆକସ୍ମିକ ମୃତ୍ୟୁ…
ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍: ଅଭିଯୁକ୍ତ ଯୁବକ ଗିରଫ
ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…
ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା
ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…
Archives

