Posted inଜାତୀୟ

ରାଜୀବଙ୍କୁ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ,୨୧।୫: ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ରାଜୀବ ଗାନ୍ଧୀଙ୍କ ଶ୍ରାଦ୍ଧ ଦିବସ ଅବସରରେ ଉପା ଅଧ୍ୟକ୍ଷା ସୋନିଆ ଗାନ୍ଧୀ, କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ, କଂଗ୍ରେସ ମହାସଚିବ ପ୍ରିୟଙ୍କ ଗାନ୍ଧୀ ବୀର ଭୂମି ଯାଇ ଶ୍ରଦ୍ଧା ସୁମନ ଅର୍ପଣ କରିଛନ୍ତି। ଏହାସହ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ, ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ମଧ୍ୟ ରାଜଘାଟରେ ରାଜୀବଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଏହି ଅବସରରେ ରାଜୀବଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ପ୍ରିୟଙ୍କାଙ୍କ ପତି ରବର୍ଟ ଭଦ୍ରା ମଧ୍ୟ ରାଜୀବଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଅଗଷ୍ଟ ୨୦, ୧୯୪୪ରେ ଜନ୍ମ ନେଇଥିବା ରାଜୀବ ଉତ୍ତର ପ୍ରଦେଶର ଆମେଠି ନିର୍ବାଚନ ମଣ୍ଡଳୀରୁ ୪ ଥର ବିଜୟୀ ହୋଇଛନ୍ତି। ୬ଷ୍ଠ ତମ ପ୍ରଧାନମନ୍ତ୍ରୀ ଭାବେ ରାଜୀବ ୧୯୮୪-୧୯୮୯ ପର୍ଯ୍ୟନ୍ତ ଶାସନ ଭାର ସମ୍ଭାଳିଥିଲେ। ମେ ୨୧ରେ ଏକ ଆତ୍ମଘାତୀ ବୋମା ବିସ୍ଫୋରଣରେ ତାଙ୍କର ମୃତ୍ୟୁ ହାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri