Posted inଜାତୀୟ

ରାଜୀବ କୁମାରଙ୍କୁ ଆଗୁଆ ଜାମିନ

କୋଲକାତା, ୨ା୧୦(ପି.ଟି.): ସାରଦା ଚିଟ୍‌ଫଣ୍ଡ ଦୁର୍ନୀତି ମାମଲାରେ ବରିଷ୍ଠ ପୋଲିସ ଅଧିକାରୀ ରାଜୀବ କୁମାରଙ୍କୁ ମଙ୍ଗଳବାର କୋଲକାତା ହାଇକୋର୍ଟ ଆଗୁଆ ଜାମିନ ପ୍ରଦାନ କରିଛନ୍ତି। ବିଚାରପତି ଜଷ୍ଟିସ ଏସ୍‌. ମୁନ୍‌ସିି ଓ ଜଷ୍ଟିସ ଏସ୍‌. ଦାସଗୁପ୍ତାଙ୍କୁ ନେଇ ଗଠିତ ଖଣ୍ଡପୀଠ ଶୁଣାଣି ବେଳେ କହିଛନ୍ତି, ସିବିଆଇ କୁମାରଙ୍କୁ ଗିରଫ କଲେ ସେ କୋର୍ଟରୁ ଜାମିନ ପାଇପାରିବେ। ହାଜତରେ ତାଙ୍କୁ ଜେରା ଲାଗି ଆବେଦନକାରୀଙ୍କ ଏହା ଉଚିତ ପଦକ୍ଷେପ ନୁହେଁ। ଏଥିସହ ଖଣ୍ଡପୀଠ ତଦନ୍ତରେ ସହଯୋଗ କରିବା ଓ ତଦନ୍ତକାରୀ ଅଧିକାରୀଙ୍କ ନିକଟରେ ହାଜର ହେବା ଲାଗି କୁମାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହା ପୂର୍ବରୁ କୁମାରଙ୍କ ଆଗୁଆ ଜାମିନ ଆବେଦନକୁ ଆଲିପୁର ଜିଲା ଓ ସେସନ୍ସ କୋର୍ଟ ପକ୍ଷରୁ ଖାରଜ କରାଯାଇଥିଲା। ସାରଦା ଚିଟ୍‌ଫଣ୍ଡ ମାମଲାରେ ସାକ୍ଷୀଭାବେ ତାଙ୍କୁ ତଦନ୍ତ ଅଧିକାରୀଙ୍କ ଆଗରେ ହାଜର ହେବା ଲାଗି ସିବିଆଇ ପକ୍ଷରୁ ମେ ୨୭ରୁ ଏକାଧିକ ଚିଠି କରାଯାଇଥିଲେ ହେଁ ସେ ଧରାଛୁଆଁ ଦେଉ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧାନ ଶୀଘ୍ର ନ ଉଠିଲେ ଆନ୍ଦୋଳନ: ଚାଷୀଙ୍କ ଚେତାବନୀ

ବରଗଡ଼,୬।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଆଉ ମାତ୍ର ୪ଦିନ ପରେ ଏହି ପ୍ରକ୍ରିୟାକୁ ମାସେ ପୂରିବ। ହେଲେ ଏପର୍ଯ୍ୟନ୍ତ ଧାନ ବିକ୍ରିବଟା…

ଶୌଚ ପାଇଁ ଯାଇଥିଲେ ଜମୁନା, ହଠାତ୍‌ ମାଡ଼ିଆସିଲା ହାତୀ: ଆଉ ତା’ପରେ ଯାହା ଘଟିଲା…

ବଣାଇଁ,୬।୬(ପ୍ରଦୀପ ତ୍ରିପାଠୀ):ସୁନ୍ଦରଗଡ ଜିଲା ବଣାଇଁ ଉପଖଣ୍ଡ ତଥା ରାଉରକେଲା ବନଖଣ୍ଡର ବାଙ୍କି ବନାଞ୍ଚଳରେ ଏକ ଛଅ ଟିକିଆ ହାତୀପଲ ଘୁରି ବୁଲୁଥିବାବେଳେ ବନ ବିଭାଗ ତାଙ୍କୁ ଘଡାଇଥିଲେ…

ମମତାଙ୍କ ଟେନ୍‌ସନ୍‌ ବଢିଲା: ଘରେ ଡାକିଥିଲେ ବୈଠକ, ଯୋଗଦେଲେ ମାତ୍ର…

କୋଲକାତା,୬ା୬:ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ପରାଜୟ ପରେ ତୃଣମୂଳ କଂଗ୍ରେସ (ଟିଏମ୍‌ସି)ରେ ମମତା ବାନାର୍ଜୀଙ୍କ ସ୍ଥିତି ଦିନକୁ ଦିନ ଖରାପ ହେବାରେ ଲାଗିଛି। ପୂର୍ବରୁ ସେ ଡାକିଥିବା ଏକ…

ଆଜି ଦିଲ୍ଲୀରେ ଗର୍ଜିବ କକ୍‌ରୋଚ୍‌ ଜନତା ପାର୍ଟି: ଧର୍ମେନ୍ଦ୍ର ପ୍ରଧାନଙ୍କ…

ନୂଆଦିଲ୍ଲୀ,୬ା୬:କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ପକ୍ଷରୁ ଶନିବାର ନୂଆଦିଲ୍ଲୀର ଯନ୍ତର ମନ୍ତରଠାରେ ବିକ୍ଷୋଭ ପ୍ରଦର୍ଶନ କରାଯିବ ବୋଲି ଦଳ ପକ୍ଷରୁ ‘x’ରେ ଶୁକ୍ରବାର ସୂଚନା ଦିଆଯାଇଛି। ଦଳର…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ପଦକ୍ଷେପ: ଚାଉଳ ମିଲିଂ ଖର୍ଚ୍ଚ ୨ ଗୁଣ ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ୱର,୫।୬: ରାଜ୍ୟର ଚାଷୀମାନଙ୍କ ଠାରୁ ସୁରୁଖୁରୁରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ଆଗେଇ ନେବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି।…

ଜେଲ୍‌ର ଜୁଲୁମ୍ ଆଗରେ ନଇଁବନି ଆଦିବାସୀଙ୍କ ଜଳ-ଜଙ୍ଗଲ-ଜମିର ଲଢ଼େଇ; କୁର୍କୁଟି ମୌଜାରୁ ସରକାରଙ୍କୁ ସିଧା ଚ୍ୟାଲେଞ୍ଜ

ଥୁଆମୂଳ ରାମପୁର, ୦୫/୦୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୁଣପୁର ଗ୍ରାମପଞ୍ଚାୟତର ପୁଲିଙ୍ଗପଦର ଗ୍ରାମରୁ ବିଶ୍ୱ ପରିବେଶ ଦିବସ ଅବସରରେ ‘ଖଣ୍ଡୁଆଳମାଳି ସ୍ଥାୟୀ…

ରବିରେ ଉଠିଲା ଖରିଫ ଧାନ: ଇଚ୍ଛାମୃତ୍ୟୁ ଆବେଦନ କରିଥିଲେ ଚାଷୀ

ବରଗଡ଼,୫।୬(ପ୍ରେମାନନ୍ଦ ଖମାରୀ)- ଗତ ଖରିଫ ଋତୁରେ ଧାନ ବିକ୍ରି ପଞ୍ଜୀକରଣରୁ ବାଦ୍ ପଡ଼ି ବରଗଡ଼ ଜିଲା ସହରାଟିକ୍ରା ମଣ୍ଡି ଉପରେ ନିର୍ଭରଶୀଳ ଅନେକ ଚାଷୀ ଧାନ ବିକ୍ରି…

ଭଞ୍ଜନଗରରେ କଂଗ୍ରେସ ପ୍ରଭାରୀ: ଜିଲା ସଂଗଠନ ସୁଦୃଢ଼ ଉପରେ…

ଭଞ୍ଜନଗର,୫।୬(ବାବୁଲା ପ୍ରଧାନ): ଓଡ଼ିଶା କଂଗ୍ରେସ ପ୍ରଭାରୀ ଜେ.ଟି. କୁସୁମ କୁମାର ଶୁକ୍ରବାର ଅପରାହ୍ନରେ ଭଞ୍ଜନଗର ଗସ୍ତରେ ଆସି ସ୍ଥାନୀୟ ପୂର୍ତ୍ତ ବିଭାଗ ଡାକ ବଙ୍ଗଳା ଠାରେ ଗଞ୍ଜାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri