Posted inଜାତୀୟ

ରାଜୀବ କୁମାର ପିଇଏସ୍‌ବି ମୁଖ୍ୟ

ନୂଆଦିଲ୍ଲୀ,୩୦ା୪(ପି.ଟି.): ପୂର୍ବତନ ଅର୍ଥ ସଚିବ ରାଜୀବ କୁମାରଙ୍କୁ ସାଧାରଣ ଉଦ୍ୟୋଗ ଚୟନ ବୋର୍ଡ (ପିଇଏସ୍‌ବି) ମୁଖ୍ୟ ଭାବେ ବୁଧବାର ନିଯୁକ୍ତି ପ୍ରଦାନ କରାଯାଇଛି। ୧୯୮୪ ବ୍ୟାଚର ଝାଡ଼ଖଣ୍ଡ କ୍ୟାଡର ଆଇଏଏସ୍‌ ଅଫିସର ରାଜୀବ ଗତ ଫେବୃୟାରୀରେ ଅର୍ଥ ସଚିବ ଭାବେ ଅବସର ଗ୍ରହଣ କରିଥିଲେ। ତାଙ୍କୁ ୩ ବର୍ଷ ଲାଗି ପିଇଏସ୍‌ବି ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେବା ନିମନ୍ତେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ନିଯୁକ୍ତି ସମ୍ପର୍କିତ କ୍ୟାବିନେଟ କମିଟି ବୈଠକରେ ନିଷ୍ପତ୍ତି ନିଆଯାଇଥିଲା। ସେ କପିଲଦେବ ତ୍ରିପାଠୀଙ୍କ ସ୍ଥାନରେ ଦାୟିତ୍ୱ ଗ୍ରହଣ କରିବେ। କପିଲଦେବଙ୍କୁ ରାଷ୍ଟ୍ରପତିଙ୍କ ସଚିବ ଭାବେ ନିଯୁକ୍ତି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୮୧ ଦିନ ପରେ ୬୦ ହଜାର ତଳକୁ ଖସିଲା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା…

ନୂଆଦିଲ୍ଲୀ,୨୦।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ୮୧ ଦିନ ପରେ ଦେଶରେ ନୂଆ...

ଦିଲ୍ଲୀ ପ୍ରଦୂଷଣ ଅସମ୍ଭାଳ

ନୂଆଦିଲ୍ଲୀ,୪ା୧୧(ପି.ଟି.): ରାଜଧାନୀ ଦିଲ୍ଲୀର ବାୟୁ ବିପଜ୍ଜନକ ସ୍ଥିତିରେ ପହଞ୍ଚିଛି। ଶନିବାର ବାୟୁ ମାନ ସୂଚକାଙ୍କ (ଏକ୍ୟୁଆଇ) ୪୦୭ ଥିଲାବେଳେ ରବିବାର ଏହା ୬୨୫କୁ ବୃଦ୍ଧି ପାଇଛି।...

ଚନ୍ନିଙ୍କ ଅଭିଯୋଗ: ମୋଦିଙ୍କ ରାଲି ଯୋଗୁ ତାଙ୍କ ହେଲିକପ୍ଟର ଉଡାଣକୁ ମିଳିଲା ନାହିଁ ଅନୁମତି

ଚଣ୍ଡିଗଡ଼,୧୪ ।୨: ପ୍ରଧାନମନ୍ତ୍ରୀ ନରେନ୍ଦ ମୋଦିଙ୍କ ଗସ୍ତକୁ ନେଇ ପୁଣି ବିବାଦ ଦେଖାଦେଇଛି । ମୋଦିଙ୍କ ଗସ୍ତ ଯୋଗୁ ପଞ୍ଜାବ ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚନ୍ନିଙ୍କ...

କଂଗ୍ରେସ କ୍ଷମତାକୁ ଆସିଲେ ହଟାଇ ଦେବ ସମସ୍ତ କୃଷି ନିୟମ: ରାହୁଲ

ନୂଆଦିଲ୍ଲୀ,୪ ।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀ ନୂଆ କୃଷି ନୀତିକୁ ନେଇ ପୁଣିଥରେ କେନ୍ଦ୍ରର ମୋଦି ସରକାରଙ୍କ ଉପରେ ବର୍ଷିଛନ୍ତି । ରବିବାର ପଞ୍ଜାବର...

ମୋଦି ପୁଣି ହେବେ ପ୍ରଧାନମନ୍ତ୍ରୀ: ଖୁସିରେ ମାଗଣାରେ ବୁଟ୍‌ ପଲିସ୍‌ କଲେ ଲଣ୍ଡ୍ରି ମାଲିକ

ଇନ୍ଦୋର,୩୦।୫: ନୂଆ ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦି ଦେଶର ଶାସନ ଡୋର ଧରୁଥିବାରୁ ମଧ୍ୟପ୍ରଦେଶ ଇନ୍ଦୋରର ରେଡିଶନ ଛକରେ ଜଣେ ଲଣ୍ଡ୍ରି ମାଲିକ ମାଗଣାରେ ବୁଟ୍‌...

କରୋନା ଆପ୍‌ ମାଧ୍ୟମରେ ଅଧିକାଂଶ ଲୋକେ ଖୋଜୁଛନ୍ତି ବେଡ୍‌

ନୂଆଦିଲ୍ଲୀ,୪।୬: ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ହେଲେ ଚିକିତ୍ସା ପାଇଁ ହସ୍ପିଟାଲରେ ବେଡ୍‌ର ଅଭାବ ଥିବା ଅଭିଯୋଗ ଆସିବା...

କମୁଛି ସଂକ୍ରମଣ

ନୂଆଦିଲ୍ଲୀ,୨୨।୨: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମୁଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୩ ହଜାର...

ପାନ୍‌-ଆଧାର ଲିଙ୍କ୍‌ ଅବଧି ସେପ୍ଟେମ୍ବର ଯାଏ ବୃଦ୍ଧି

ନୂଆଦିଲ୍ଲୀ,୨୬।୬: କେନ୍ଦ୍ର ସରକାର ପାନ୍‌ ସହ ଆଧାର ଲିଙ୍କ୍‌ କରାଇବା ସମୟକୁ ୩ ମାସ ବଢ଼ାଇଛନ୍ତି। ଫଳରେ ଲୋକମାନେ ଚଳିତ ବର୍ଷ ସେପ୍ଟେମ୍ବର ଶେଷ ଯାଏ...

Advertisement
Archives

Model This Week