Posted inଜାତୀୟ

‘ରାଜୀବ ଗାନ୍ଧୀ କିଶାନ ନ୍ୟାୟ ଯୋଜନା’ ଘୋଷଣା କଲେ ଛତିଶଗଡ଼ ସରକାର

ରାୟପୁର,୨୧।୫:ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତଃ ରାଜୀବ ଗାନ୍ଧୀଙ୍କ ୨୯ତମ ଶ୍ରାଦ୍ଧ ଦିବସ ଅବସରରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୁପେଶ ବାଘେଲ ଗୁରୁବାର ୫,୭୦୦କୋଟି ଟଙ୍କାର ‘ରାଜୀବ ଗାନ୍ଧୀ କିଶାନ ନ୍ୟାୟ ଯୋଜନା’ର ଘୋଷଣା କରିଛନ୍ତି। କଂଗ୍ରେସ ଅଧ୍ୟକ୍ଷା ସୋସିଆ ଗାନ୍ଧୀ ଓ ତାଙ୍କ ପୁଅ ତଥା କଂଗ୍ରେସ ନେତା ରାହୁଲ ଗାନ୍ଧୀ ଭିଡିଓ କନଫରେନ୍ସିଂ ଜରିଆରେ ଏହି କାର୍ଯ୍ୟକ୍ରମରେ ଭାଗ ନେଇଥିଲେ। ‘ରାଜୀବ ଗାନ୍ଧୀ କିଶାନ ନ୍ୟାୟ ଯୋଜନା’ ଅଧିନରେ ଛତିଶଗଡ଼ ପ୍ରଥମ ରାଜ୍ୟ ଭାବେ ଏମ୍‌ଏସ୍‌ପି ଦାମରେ କୃଷକଙ୍କଠାରୁ ଧାନ, ମକା, ଆଖୁ କିଣିଛି ଓ ଇନସେଟିଭ ମଧ୍ୟ ପ୍ରଦାନ କରିଛି। ଏଥିରେ ଧାନ ଓ ମକା ଚାଷୀ ଏକର ପିଛା ୧୦ ହଜାର ଟଙ୍କା ପାଇଥିବା ବେଳେ ଆଖୁଚାଷୀ ଏକର ପିଛା ୧୩ ହଜାର ଟଙ୍କା ପାଇଥିବା ମୁଖ୍ୟମନ୍ତ୍ରୀ ବାଘେଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପେରୁରେ ମିଳିଲା ନୂଆ ପ୍ରଜାତିର ଏଣ୍ଡୁଅ, ଉଚ୍ଚତା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲିମା,୫।୧୦ (ପେରୁ): ଦକ୍ଷିଣ ପେରୁର ଆଣ୍ଡିଜ୍‌ ପର୍ବତମାଳାରେ ବୈଜ୍ଞାନିକମାନେ ଏକ ନୂଆ ପ୍ରଜାତି ଏଣ୍ଡୁଅର ସନ୍ଧାନ ପାଇଛନ୍ତି। ସମୁଦ୍ର ପତନଠାରୁ ପ୍ରାୟ ୪,୮୦୦ ମିଟରରୁ ଅଧିକ ଉଚ୍ଚ…

ଠିକାଦାର ପ୍ରୀତି: ୮୪.୪୨ କୋଟି କ୍ଷତି, ୩୫୨.୭୩ କୋଟି ରାସ୍ତା କାମର ନାହିଁ ଦ୍ରବ୍ୟ ରସିଦ୍‌

ଭୁବନେଶ୍ୱର,୫ା୧୦(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ରାସ୍ତା ନିର୍ମାଣ କାର୍ଯ୍ୟରେ କିଭଳି ଅପମିଶ୍ରିତ ଆଲକାତରା ବ୍ୟବହାର ନ ହେବ ସେଥିପାଇଁ ଅର୍ଥ ବିଭାଗ ପକ୍ଷରୁ ସ୍ବତନ୍ତ୍ର…

ଏସୀୟ କ୍ରୀଡ଼ାରେ ଦୁଇଟି ସ୍ବର୍ଣ୍ଣ ଜିତିବା ପରେ ଅବସର ନେଲେ ଏହି କ୍ରିକେଟର, ପ୍ରଶଂସକ କହିଲେ…

ନୂଆଦିଲ୍ଲୀ,୫।୧୦: ପାକିସ୍ତାନୀ ମହିଳା କ୍ରିକେଟର କାଇନାତ ଇମତିଆଜ ଆନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ରବିବାର ଏକ ପୋଷ୍ଟ ମାଧ୍ୟମରେ ସେ ଏହି ଖବର ଜଣାଇ ଲେଖିଥିଲେ,…

ୟୁକ୍ରେନ୍‌ରେ ଭାରତୀୟ ଔଷଧ ପ୍ଲାଣ୍ଟ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ: ଜଣେ ମୃତ

ନୂଆଦିଲ୍ଲୀ,୫ା୧୦: ୟୁକ୍ରେନ୍‌ରେ ଥିବା ଭାରତର କୁସୁମ ଗ୍ରୁପ୍‌ ପରିଚାଳିତ ଏକ ଔଷଧ କାରଖାନା ଉପରେ ରୁଷିଆ ଡ୍ରୋନ୍‌ ଆକ୍ରମଣ କରିବାରୁ ଜଣେ ପ୍ରାଣ ହରାଇବା ସହ ଅନେକେ…

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?