ରାଜୀବ ମେହେଟା ମାଇଣ୍ଡଟ୍ରି ସିଇଓ

ନୂଆଦିଲ୍ଲୀ,୧।୮: ପୂର୍ବତନ କଗ୍‌ନିଜାଣ୍ଟ ପ୍ରେସିଡେଣ୍ଟ ରାଜୀବ ମେହେଟା ମାଇଣ୍ଡଟ୍ରିର ସିଇଓ ଭାବେ ମନୋନୀତ ହୋଇଛନ୍ତି। କମ୍ପାନୀର ସହ ପ୍ରତିଷ୍ଠାତା ତଥା ସିଇଓ ରୋଷ୍ଟୋ ରାବଣନ୍‌ଙ୍କ ଇସ୍ତଫା ପରେ ଏହି ପଦଟି ଖାଲି ପଡିଥିଲା। ଏଲ୍‌ ଆଣ୍ଡ ଟି ୬୦% ଅଂଶଧନ କିଣି ନେବା ପରେ ମାଇଣ୍ଡଟ୍ରିକୁ ଅକ୍ତିଆର କରିଛି। ଶୁକ୍ରବାର ଏ ସମ୍ପର୍କରେ କମ୍ପାନୀ ପକ୍ଷରୁ ବିଧିବଦ୍ଧ ଭାବେ ଘୋଷଣା କରାଯିବ। ସୂଚନାଥାଉ କି, କଗ୍‌ନିଜାଣ୍ଟରେ ପ୍ରାୟ ଦୁଇ ଦଶକ ଧରି ମେହେଟା କାର୍ଯ୍ୟ କରିଛନ୍ତି ଏବଂ ତାଙ୍କର ପୂର୍ବତନ ସିଇଓ ଫ୍ରାନ୍ସିସକୋ ଡି’ସୁଜାଙ୍କ କୋର୍‌ ଟିମ୍‌ ସହ କାମ କରିବାର ଅଭିଜ୍ଞତା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆର୍‌ବିଆଇ ଚିଠିକୁ ମାନିଲାନି ମହାରାଷ୍ଟ୍ର

ନୂଆଦିଲ୍ଲୀ,୧୫।୩: ଘରୋଇ ବ୍ୟାଙ୍କରେ ଜମା ଟଙ୍କା ସୁରକ୍ଷିତ ରହିଥିବା କହି ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଆର୍‌ବିଆଇ) ରାଜ୍ୟଗୁଡିକୁ ଚିଠି ଲେଖିଥିଲା। ଘରୋଇ ବ୍ୟାଙ୍କରୁ ଟଙ୍କା ଉଠାଇ ନ...

ମହଙ୍ଗା ହେଲା ରୋଷେଇ ଗ୍ୟାସ ସିଲିଣ୍ଡରର ଦାମ୍‌

ନୂଆଦିଲ୍ଲୀ,୧।୬: ଦେଶରେ ସୋମାବାର ଅନ୍‌ଲକ୍‌ ୧.୦ ଆରମ୍ଭ ହୋଇଛି। ପ୍ରଥମ ଦିନରୁ ହିଁ ସାଧାରଣ ଜନତାଙ୍କ ଉପରେ ପଡିଛି ମହଙ୍ଗା ମାଡ। ଦେଶର ଅଏଲ ମାର୍କେଟିଂ...

ବୈଷୟିକ ଶିକ୍ଷାରେ ପରିବର୍ତ୍ତନ ଜରୁରୀ

୨୦୧୯-୨୦ ଶିକ୍ଷାବର୍ଷ ଶେଷ ବେଳକୁ କୋଭିଡ୍‌-୧୯ ପ୍ରଭାବ ରାଜ୍ୟରେ ଅନୁଭୂତ ହୋଇଥିଲା। ଆଜି ପର୍ଯ୍ୟନ୍ତ ଶିକ୍ଷାଦାନ ଓ କ୍ଲାସ୍‌ରୁମ୍‌ ବ୍ୟବସ୍ଥା ଠିକ୍‌ ଭାବରେ ହୋଇପାରିନାହିଁ, ଯାହାକୁ...

ହ୍ୟାକିଂ ସମ୍ଭାବନା: ଅପ୍‌ଡେଟ୍‌ ଲାଗି ହ୍ବାଟ୍ସଆପ୍‌ର ଚେତାବନୀ

ନୂଆଦିଲ୍ଲୀ,୧୫-୫: ସିକ୍ୟୁରିଟି ଫିଚର୍ସରେ ତ୍ରୁଟି ପରିଲକ୍ଷିତ ହେବା ପରେ ହ୍ବାଟ୍ସଆପ୍‌ ଏହାର ୟୁଜରଙ୍କୁ ତୁରନ୍ତ ଏହି ଆପ୍‌କୁ ଅପ୍‌ଡେଟ୍‌ କରିନେବା ଲାଗି ଚେତାଇ ଦେଇଛି। କାରଣ...

ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ୍‌ର ୬୩ ବର୍ଷର ପରମ୍ପରା: ଦୀପାବଳି ଶୁଭ ମୂହୁର୍ତ୍ତ ଟ୍ରେଡିଂ; ସନ୍ଧ୍ୟା ୬ଟା ୧୫ରୁ ୭ଟା ୧୫ ପର୍ଯ୍ୟନ୍ତ ଘଣ୍ଟେ ପାଇଁ ହେବ ଅନୁଷ୍ଠିତ

ମୁମ୍ବାଇ,୧୪।୧୧: ଦୀପାବଳି ଉପଲକ୍ଷେ ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ୍‌ର ୬୩ ବର୍ଷର ପରମ୍ପରା ଶୁଭ ମୂହୁର୍ତ୍ତ ଟ୍ରେଡିଂ ଶନିିବାର ସନ୍ଧ୍ୟା ୬ଟା ୧୫ରୁ ୭ଟା ୧୫ ପର୍ଯ୍ୟନ୍ତ...

ଜିଏସ୍‌ଟି ପଞ୍ଜୀକରଣ ହରାଇଲେ ୧.୬ ଲକ୍ଷ ସଂସ୍ଥା

ନୂଆଦିଲ୍ଲୀ: ସାମଗ୍ରୀ ଓ ସେବା ଟିକସ(ଜିଏସ୍‌ଟି) ବ୍ୟବସ୍ଥାରେ ୧.୬ ଲକ୍ଷ ସଂସ୍ଥା ପଞ୍ଜୀକରଣ ହରାଇଛନ୍ତି। ୬ ମାସରୁ ଊର୍ଦ୍ଧ୍ୱ ସମୟ ଧରି ଏହି ସଂସ୍ଥାଗୁଡିକ ରିଟର୍ନ...

ଆର୍‌ବିଆଇ ସ୍ଥାପନ କରିବ ଇନୋଭେଶନ ହବ୍‌

ନୂଆଦିଲ୍ଲୀ,୭।୮: ରିଜର୍ଭ ବ୍ୟାଙ୍କ ଇନୋଭେଶନ ହବ୍‌ ସ୍ଥାପନ କରିବାକୁ ଯୋଜନା ରଖିଛି। ଆର୍ଥତ୍କ ଅନ୍ତର୍ଭୁକ୍ତୀକରଣ ଏବଂ ଉନ୍ନତ ବ୍ୟାଙ୍କିଙ୍ଗ୍‌ ସେବାକୁ ଉତ୍ସାହିତ କରିବା ଲାଗି ଏଭଳି...

ରବିଶଙ୍କର ଆରବିଆଇର ନୂଆ ଡେପୁଟି ଗଭର୍ନର

ମୁମ୍ବାଇ: କେନ୍ଦ୍ର ସରକାର ବରିଷ୍ଠ ବ୍ୟାଙ୍କର୍ସ ତଥା ରିଜର୍ଭ ବ୍ୟାଙ୍କର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ (ଇଡି) ଭାବେ କାର୍ଯ୍ୟ କରୁଥିବା ଟି. ରବିଶଙ୍କରଙ୍କୁ କେନ୍ଦ୍ରୀୟ ବ୍ୟାଙ୍କର ଆଗାମୀ...

Advertisement
Archives

Model This Week