ରାଜେନ୍ଦ୍ର କଲେଜ ପ୍ଲାଟିନମ ଜୁବିଲି: ଭିତ୍ତିଭୂମି ବିକାଶ ଲାଗି ୫୦ କୋଟି ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ବଲାଙ୍ଗୀର ଅଫିସ, ୩୧।୧୨: ବଲାଙ୍ଗୀର ରାଜେନ୍ଦ୍ର କଲେଜ ପ୍ଲାଟିନମ ଜୁବିଲି ଉଦ୍‌ଯାପନୀ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ କଲେଜର ଭିତ୍ତିଭୂମି ବିକାଶ ଓ ବିଜ୍ଞାନ ଶିକ୍ଷାର ଉନ୍ନତି ଲାଗି ୫୦ କୋଟି ଟଙ୍କାର ସହାୟତା ଘୋଷଣା କରିଛନ୍ତି। ଏହି ସମାରୋହରେ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନୀ ସାହୁ, ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ, ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ, ବିଜୁ ପଟ୍ଟନାୟକ ପୋଲିସ ଏକାଡ଼େମୀ ଅଧ୍ୟକ୍ଷ ଅରୁଣ ଷଡଙ୍ଗୀ, ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂଦେଓ ଏବଂ ଅତିଥି ଭାବେ ଜିଲାପାଳ ଅରିନ୍ଦମ ଡାକୁଆ ମଞ୍ଚାସୀନ ହୋଇଥିଲେ। ଏହି ସମାରୋହରେ ଚଳଚ୍ଚିତ୍ର ନିର୍ଦ୍ଦେଶକ ସବ୍ୟସାଚୀ ମହାପାତ୍ର, କ୍ରୀଡା ବିସ୍ମୟ ପ୍ରଣୀତ ମିଶ୍ର, କଲେଜର ପୁରାତନ ଛାତ୍ର ତଥା ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଓ ବିଜୁ ପଟ୍ଟନାୟକ ପୋଲିସ ଏକାଡ଼େମୀ ଅଧ୍ୟକ୍ଷ ଅରୁଣ ଷଡ଼ଙ୍ଗୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ମାନିତ କରିଥିଲେ। ଆଲୁମ୍‌ନି ଆସୋସିଶନ ସଭାପତି ଲଳିତ କୁମାର ନାୟକ ସ୍ବାଗତ ଭାଷଣ ଦେଇଥିଲେ ଓ ସମ୍ପାଦକ ଅରବିନ୍ଦ ଦାସ ସଭା ସଂଯୋଜନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛେଲବାହାଲ ଗ୍ରାମବାସୀଙ୍କ ଆନ୍ଦୋଳନ ଚେତାବନୀ: ବାଲିଘାଟ ଲିଜ୍‌ ଋଦ୍ଦ ଦାବି

ଲୋଇସିଂହା,୧୧।୪(ସୁଶାନ୍ତ ବାରିକ):ପାନୀୟ ଜଳ ଯୋଗାଣ ବ୍ୟାହତ ଯୋଗୁ ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଧୀନ ଛେଲବାହାଲ ବାଲିଘାଟ ଲିଜ୍‌କୁ ରଦ୍ଦ କରିବାକୁ ଛେଲବାହାଲ ଗ୍ରାମବାସୀ ସ୍ଥାନୀୟ ବିଧାୟକ…

ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ସ୍ତ୍ରୀ, ଏମିତି ରଚିଥିଲେ ଷଡ଼ଯନ୍ତ୍ର

ଭୋପାଳ,୧୧ା୪: ରୋମାଞ୍ଚକର କ୍ରାଇମ୍‌ ଥ୍ରିଲର ଭଳି ଲାଗୁଥିବା ଏକ ସତ୍ୟ ଘଟଣା ମଧ୍ୟପ୍ରଦେଶର ଧର୍‌ ଅଞ୍ଚଳରେ ସାମନାକୁ ଆସିଛି, ଯାହା ପଛରେ ପ୍ରତାରଣା, ଅପମାନ ଓ ସୁଚିନ୍ତିତ…

ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍‌ ଦିନେ ଘଟିଲା…

ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ…

୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି

ଭୁବନେଶ୍ୱର,୧୧।୪: ୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି। ଟ୍ରିବ୍ୟୁନାଲ ଅବଧି ବୃଦ୍ଧି କଲେ କେନ୍ଦ୍ର ସରକାର। ଏନେଇ ଜଳ ସମ୍ପଦ ନଦୀ ବିକାଶ…

‘ଇରାନ କେବଳ ଆଲୋଚନା ପାଇଁ ବଞ୍ଚିଛି’, ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ ଟ୍ରମ୍ପଙ୍କ ଧମକ

ଓ୍ବାଶିଂଟନ୍‌,୧୧।୪: ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଇରାନକୁ ଧମକ ଦେଇଛନ୍ତି। ଟ୍ରମ୍ପ କହିଛନ୍ତି , ଇରାନ କେବଳ ଆଲୋଚନା ପାଇଁ…

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

ବିମାନର ପ୍ରତ୍ୟେକ ସିଟ୍‌ରେ ଲାଗିଛି ପିଲାଙ୍କ ଫଟୋ ସହ ବ୍ୟାଗ-ଜୋତା, କାହିଁକି ଏମିତି କରି ପାକିସ୍ତାନରେ ପହଞ୍ଚିଲା ଇରାନ, ସବୁ ଦେଖିକି…

ନୂଆଦିଲ୍ଲୀ,୧୧।୪: ଇରାନ-ଆମେରିକା ଶାନ୍ତି ଆଲୋଚନା ପାଇଁ ଇସଲାମାବାଦ ପ୍ରସ୍ତୁତ। ଇରାନ ପ୍ରତିନିଧି ଦଳ ପାକିସ୍ତାନରେ ପହଞ୍ଚିଛନ୍ତି। ଆଜି ଶନିବାର ଦିନ ଇରାନ ଏବଂ ଆମେରିକା ଆଲୋଚନା ଟେବୁଲରେ…

ମୃତ୍ୟୁର ମିତ୍ର ଓ ଶାନ୍ତିର ସନ୍‌ମାର୍ଗ

ଆଧୁନିକ ଆମେରିକାର ଜନକ ବୋଲି କୁହାଯାଉଥିବା ବିଶିଷ୍ଟ ଲେଖକ, ଦାର୍ଶନିକ, ବୈଜ୍ଞାନିକ ତଥା ରାଷ୍ଟ୍ରନୀତିଜ୍ଞ ବେଞ୍ଜାମିନ ଫ୍ରାଙ୍କ୍‌ଲିନ କହୁଥିଲେ- ”ଦୁନିଆରେ କିଏ କେଉଁଠି କେବେ ଗୋଟେ ଭଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri