Posted inଜାତୀୟ

ରାଜୌରୀରେ ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ

ଶ୍ରୀନଗର, ୨୬।୫: ଜମ୍ମୁ-କଶ୍ମୀର ରାଜୌରୀ ଜିଲାର ନୌସେରା ସେକ୍ଟରରେ ରବିବାର ପାକିସ୍ତାନ ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକରୁ ଭାରତୀୟ ପୋଷ୍ଟ ଉପରକୁ ମୋର୍ଟାର ସେଲିଂ ମାଡ଼ ହୋଇଛି। ଏଥିରେ ଜଣେ ସାଧାରଣ ଲୋକ ଆହତ ହୋଇଛନ୍ତି। ତାଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତେବେ ଭାରତୀୟ ସେନାଙ୍କ ପକ୍ଷରୁ ଏହାର ଜବାବରେ ପାଲଟା ଗୁଳିଗୋଳା ବର୍ଷଣ କରାଯାଇଥିବା ସୁରକ୍ଷା ମୁଖପାତ୍ର ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଆତଙ୍କବାଦୀ ଜାକିର ମୂଷା ନିହତ ହେବା ପରେ ସୁରକ୍ଷାକୁ ଦୃଷ୍ଟିରେ ରଖି ସ୍ଥାନୀୟ ଅଞ୍ଚଳରେ ଯାଞ୍ଚ୍‌ ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ପାକିସ୍ତାନ ଏଭଳି ମୋର୍ଟାଲ ସେଲିଂ ମାଡ଼ କରି ଭାରତୀୟ ସେନାଙ୍କ ଦୃଷ୍ଟି ହଟାଇ ଏହା ଆଳରେ ଆତଙ୍କବାଦୀଙ୍କୁ ଭାରତରେ ପ୍ରବେଶ କରିବାର ଯୋଜନା କରୁଥିବା ସନ୍ଦେହ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟଙ୍କ ଭଲପାଇବା ଆଗରେ ନତମସ୍ତକ ଇରାନ: କହିଲା- ‘Thank You India, ଆଉ ସାହାଯ୍ୟ ଦରକାର ନାହିଁ’

ନୂଆଦିଲ୍ଲୀ,୧୧।୪: “ବିପଦ ବେଳର ବନ୍ଧୁ ହିଁ ପ୍ରକୃତ ବନ୍ଧୁ” – ଏହି କଥାକୁ ପୁଣିଥରେ ପ୍ରମାଣିତ କରିଛନ୍ତି ଭାରତବାସୀ। ଆମେରିକା ଏବଂ ଇସ୍ରାଏଲ ସହ ଜାରି ରହିଥିବା…

ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୧୦ଜୀବନ

କଟିହାର,୧୧ା୪: ବିହାରର କଟିହାର ଜିଲାରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌, ଟ୍ରକ୍‌ ଏବଂ ପିକ୍‌ଅପ୍‌ ମଧ୍ୟରେ ଧକ୍କା ହୋଇ ୧୦ଜଣଙ୍କ ମୃତ୍ୟୁ ଘଟିଥିବା…

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

ଲଜ୍ଜା: ୫ ବର୍ଷର ବାଳିକାଙ୍କୁ ବଳାତ୍କାର କରି ଅଖାରେ ବାନ୍ଧି ଫିଙ୍ଗିଦେଲେ

ଦୁର୍ଗ,୧୧ା୪: ଛତିଶଗଡ଼ ଦୁର୍ଗ ଜିଲାରେ ଏକ ଲଜ୍ଜାକର ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ବାଳିକାଙ୍କୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯାଗ ହୋଇଛି। ଏପରିକି…

ଦିଲ୍ଲୀରୁ ଭୁବନେଶ୍ୱର ଯାଏ ଲମ୍ବିଛି ଆତଙ୍କବାଦୀ ଚେର, ପାକିସ୍ତାନ ସହ ରହିଛି…

ଭୁବନେଶ୍ୱର,୧୧ା୪: ଆତଙ୍କବାଦୀ କଳା କାରନାମାର ହୋଇଛି ପର୍ଦ୍ଦାଫାଶ। ଦେଶ ବିରୋଧରେ ଏକ ବଡ଼ ଧରଣର ଷଡ଼ଯନ୍ତ୍ର ପୂର୍ବରୁ ଭୁବନେଶ୍ୱରରୁ ଆତଙ୍କୀଙ୍କୁ ଆସି ଧରିଛି ଦିଲ୍ଲୀ ପୋଲିସ। କ୍ୟାପିଟାଲ…

ରାହୁଲଙ୍କୁ ଦେଖି ଅଟକି ଗଲେ ମୋଦି, ଆଉ ତା’ପରେ ଘଟିଲା…ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ମହାତ୍ମା ଜ୍ୟୋତିବା ଫୁଲେଙ୍କ ୨୦୦ତମ ଜନ୍ମବାର୍ଷିକୀରେ ପୁଷ୍ପମାଲ୍ୟ ଅର୍ପଣ କରିବା ପାଇଁ ସଂସଦ ପରିସରରେ ପ୍ରେରଣା ସ୍ଥଳକୁ ଯାଇଥିଲେ। ସେଠାରେ…

ହର୍ମୁଜ ସଙ୍କଟ ମଧ୍ୟରେ ୪ ଇରାନୀ ଟ୍ୟାଙ୍କରକୁ ଭାରତରେ ପ୍ରବେଶ ଅନୁମତି, ସିକ୍କା ବନ୍ଦରରେ…

ନୂଆଦିଲ୍ଲୀ,୧୧ା୪: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ର ଅନୁରୋଧରେ ଭାରତର ଜାହାଜ ଚଳାଚଳ ମନ୍ତ୍ରଣାଳୟ ଇରାନୀ ତୈଳ ନେଇଯାଉଥିବା ୪ଟି ଆମେରିକା ଦ୍ୱାରା ଅନୁମୋଦିତ ଟ୍ୟାଙ୍କରକୁ ଗୁଜରାଟର ସିକ୍କା ବନ୍ଦରରେ ଡକିଂ…

ଆମେରିକା-ଇରାନ ମଧ୍ୟରେ ଶାନ୍ତି ଆଣିବା ପାଇଁ ମଧ୍ୟସ୍ଥତା କରୁଛି ପାକିସ୍ତାନ, ଯଦି ଇରାନ…

ଓ୍ବାଶିଂଟନ/ଇସଲାମାବାଦ,୧୧ା୪: ଆମେରିକା-ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପରିସ୍ଥିତିର ସମାଧାନ ପାଇଁ ପାକିସ୍ତାନ ମଧ୍ୟସ୍ଥତା କରୁଛି। ଏଥିପାଇଁ ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ ଆମେରିକାର ପ୍ରତିନିଧିମଣ୍ଡଳୀ ସହିତ ପାକସ୍ତାନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri