Posted inଜାତୀୟ

ରାଜୌରୀରେ ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ

ଶ୍ରୀନଗର,୧୩।୧୧: ନିୟନ୍ତ୍ରଣ ରେଖାଠାରେ ଉତ୍ତେଜନା ସୃଷ୍ଟି ଲାଗି ପାକିସ୍ତାନ ଲଗାତାର ପ୍ରୟାସ ଜାରି ରଖିଛି। ବୁଧବାର ପାକିସ୍ତାନ ପୁଣି ଥରେ ରାଜୌରୀରେ ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକରୁ ଲକ୍ଷ୍ୟ କରି ଭାରତୀୟ ପୋଷ୍ଟଗୁଡିକ ଉପରେ ମୋର୍ଟାର ଶେଲିଂ ମାଡ଼ କରାଯାଇଛି। ଏହାର ଜବାବରେ ଭାରତୀୟ ସେନା ପକ୍ଷରୁ ପାଲଟା ଗୁଳିଗୋଳା ମାଡ଼ କରାଯାଇଛି। ସୂଚନାଯୋଗ୍ୟ, ଏହା ପୂର୍ବରୁ ମଙ୍ଗଳବାର ପୁଞ୍ଚ୍‌ ଅଞ୍ଚଳରେ ପାକିସ୍ତାନ ପକ୍ଷରୁ ଅପରାହ୍ନ ୩ଟାରେ ଅସ୍ତ୍ରବିରତି ଉଲ୍ଲଂଘନ କରାଯାଇଥିଲା। ଏହା ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ଜାରି ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ଯୋଗ ଦେଲେ ଏଏପି ନେତା କପିଲ

ନୂଆଦିଲ୍ଲୀ,୧୭।୮: ପୂର୍ବତନ ଆମ ଆଦମୀ ପାର୍ଟି(ଏଏପି) ନେତା କପିଲ ମିଶ୍ରା ଶନିବାର ଭାଜପାରେ ଯୋଗ ଦେଇଛନ୍ତି। ନୂଆଦିଲ୍ଲୀଠାରେ ଭାଜପା ନେତା ମନୋଜ ତିଓ୍ବାରୀ ଓ ବିଜୟ...

ଭାଜପାକୁ ସମର୍ଥନ ଜଣାଇଲେ ୬ ଜେଡିୟୁ ବିଧାୟକ

ନୂଆଦିଲ୍ଲୀ,୧୨।୩: ମଣିପୁର ବିଧାନସଭା ନିର୍ବାଚନରେ ଭାଜପା ସଂଖ୍ୟାଗରିଷ୍ଠତା ହାସଲ କରି ଦ୍ୱିତୀୟ ଥର ସରକାର ଗଢ଼ିବାକୁ ଯାଉଥିବାବେଳେ ଶନିବାର ସଂଯୁକ୍ତ ଜନତା ଦଳ (ଜେଡିୟୁ)ର ୬...

ପୁରା ଦେଶ ଲକ୍‌ଡାଉନ୍‌

ନୂଆଦିଲ୍ଲୀ,୨୪ା୩(ପି.ଟି.)- ଘାତକ କରୋନା ଭୂତାଣୁର ସଂକ୍ରମଣ ସାରା ବିଶ୍ୱକୁ କବଳିତ କରିଛି। ଏହାକୁ ରୋକିବା ପାଇଁ ଦେଶବ୍ୟାପୀ ୩ ସପ୍ତାହ ପାଇଁ ସମ୍ପୂର୍ଣ୍ଣ ଲକ୍‌ଡାଉନ୍‌ କରାଯିବ।...

ଏଏପି ସରକାରଙ୍କ ଆଗରେ ବଡ଼ ଆହ୍ବାନ, ପଞ୍ଜାବରେ ୨ ଲକ୍ଷରୁ ଅଧିକ ନିଶାଶକ୍ତ, ଦିନକୁ ୧୭ କୋଟିରୁ ଅଧିକ ନିଶା କାରବାର…

ଚଣ୍ଡିଗଡ଼,୧୭।୩ : ପଞ୍ଜାବରେ ନୂଆ ସରକାରଙ୍କ କ୍ଷମତା ଦଖଲ ପରେ ଆମ୍‌ ଆଦ୍‌ମୀ ପାର୍ଟି (ଏଏପି)ପାଇଁ ଚ୍ୟାଲେଞ୍ଜ୍‌ ସୃଷ୍ଟି କରିଛି ରାଜ୍ୟର ନିଶାକ୍ତଙ୍କ ସମସ୍ୟା। ଆମ୍‌...

ଔରଙ୍ଗାବାଦରେ ବଣ୍ଟାଗଲା ଶସ୍ତା ପେଟ୍ରୋଲ: ଲିଟର ପିଛା ୫୪ଟଙ୍କା

ଔରଙ୍ଗାବାଦ,୧୫।୬: ମହାରାଷ୍ଟ୍ର ନବନିର୍ମାଣ ସେନା(ଏମ୍‌ଏନ୍‌ଏସ୍‌) ମୁଖ୍ୟ ରାଜ ଠାକରେଙ୍କ ମଙ୍ଗଳବାର ଜନ୍ମଦିନ ପାଳନ କରାଯାଇଛି। ଏହି ସମୟରେ ଦଳର ନେତାମାନେ ରାଜ ଠାକରେଙ୍କ ଜନ୍ମଦିନକୁ ନିଆରା...

ସତ ହେଲା ଭବିଷ୍ୟବାଣୀ, ଭାରତକୁ ମିଳିଲା ନାହିଁ ଲକ୍‌ଡାଉନର ଲାଭ: ଚିଦାମ୍ବରମ

ନୂଆଦିଲ୍ଲୀ,୫।୯: କଂଗ୍ରେସର ବରିଷ୍ଠ ନେତା ପି ଚିଦାମ୍ବରମ କରୋନା ଭାଇରସ ସଂକ୍ରମଣକୁ ନେଇ ସରକାରଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି କରୋନା ଭାଇରସ ସଂକ୍ରମଣ ସମୟରେ...

ଓଜନ କମାଅ

ପାଟନା,୧୩ା୭: ରାଷ୍ଟ୍ରୀୟ ଜନତା ଦଳ (ଆର୍‌ଜେଡି) ନେତା ତେଜସ୍ବୀ ଯାଦବଙ୍କୁ ଓଜନ କମାଇବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି। ମଙ୍ଗଳବାର ମୋଦି ବିହାର ଆସେମ୍ବ୍ଲିରେ...

ଜଳିଗଲା ଭାଜପା କାର୍ଯ୍ୟାଳୟ

ଆସନସୋଲ,୧୩।୧: ପଶ୍ଚିମବଙ୍ଗ ଆସନସୋଲର ସଲାନପୁର ଗାଁରେ ଥିବା ଭାରତୀୟ ଜନତା ପାର୍ଟି(ଭାଜପା) କାର୍ଯ୍ୟାଳୟ ରବିବାର ବିଳମ୍ବିତ ରାତିରେ ଜଳିଯାଇଥିବା ଖବର ମିଳିଛି। ଏହି ଘଟଣାରେ ଭାଜପା...

Advertisement
Archives

Model This Week