Posted inଜାତୀୟ

ରାଜୌରୀରେ ମୋଦି: ଯବାନଙ୍କ ସହିତ ପାଳିଲେ ଦୀପାବଳି

ଶ୍ରୀନଗର,୨୭।୧୦: ଜମ୍ମୁ-କଶ୍ମୀର ରାଜୌରୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଯବାନଙ୍କ ସହିତ ଦୀପାବଳି ପାଳନ କରିଛନ୍ତି। ଗତ ୬ ବର୍ଷ ଧରି ମୋଦି ଲଗାତାର ଯବାନମାନଙ୍କ ସହିତ ମିଶି ଦୀପାବଳି ପାଳନ କରୁଛନ୍ତି। ରାଜୌରୀ ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାଠାରେ ମୁତୟନ ଥିବା ଯବାନମାନଙ୍କ ମଧ୍ୟରେ ମୋଦିଙ୍କ ଉପସ୍ଥିତି ନେଇ ବେଶ୍‌ ଉତ୍ସାହ ଦେଖାଦେଇଥିଲା। ସୂଚନାଯୋଗ୍ୟ, ଗତବର୍ଷ ପ୍ରଧାନମନ୍ତ୍ରୀ ଭାରତ-ଚାଇନା ସୀମା ହର୍ଶିଲ୍‌ଠାରେ ଯବାନମାନଙ୍କ ସହିତ ଦୀପାବଳି ପାଳନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୬ମାସ ପରେ ନଜରବନ୍ଦୀରୁ ମୁକୁଳିଲେ ଫାରୁକ

ଶ୍ରୀନଗର,୧୩।୩: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ନ୍ୟାସନାଲ କନ୍‌ଫରେନ୍ସ ନେତା ଫାରୁକ ଅବଦ୍ଦୁଲାଙ୍କ ନଜରବନ୍ଦୀ ଶେଷ ହୋଇଛି। ରାଜ୍ୟ ସରକାର ଶୁକ୍ରବାର ତାଙ୍କର ନଜରବନ୍ଦୀ ହଟାଇବା...

ସ୍ବଦେଶ ଫେରିବେ ୧୯୩ ପାକ୍‌ ନାଗରିକ

ନୂଆଦିଲ୍ଲୀ, ୨ା୫: ପ୍ରାଣଘାତୀ କରୋନା ଭାଇରସ୍‌ର ତାଣ୍ଡବ ଜାରି ରହିଛି। ଏଥିଲାଗି ବିଭିନ୍ନ ଦେଶରେ ଭିନ୍ନ ଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି। ମହାମାରୀରୁ ବର୍ତ୍ତିବା ଲାଗି...

୧୫ ଦିନ ଲକ୍‌ଡାଉନ ଅବଧି ବୃଦ୍ଧିକୁ ନେଇ ଦିନେ ଦୁଇଦିନ ମଧ୍ୟରେ ଗାଇଡଲାଇନ୍‌ ଆଣିବେ ମୋଦି: ୟେଦୁରପ୍ପା

ବେଙ୍ଗାଲୁରୁ,୧୧।୪: କରୋନା ଭାଇରସ ସଂକ୍ରମଣକୁ ନେଇ ଦେଶରେ ଲାଗୁ ହୋଇଥିବା ଲକ୍‌ଡାଉନ ସମୟ ପୂରଣ ହେବାକୁ ଆଉ ମାତ୍ର ୩ ଦିନ ବାକି ରହିଛି। ହେଲେ...

ଦୁର୍ବଳ ହେଲେ ନୀତୀଶ

ପାଟନା, ୧୧ା୧୧: ତିନି ତିନି ଥର ବିହାରର ମୁଖ୍ୟମନ୍ତ୍ରୀ ଆସନ ଅଳଙ୍କୃତ କରିଥିବା ଜେଡିୟୁ ଅଧ୍ୟକ୍ଷ ନୀତୀଶ କୁମାରଙ୍କ ହାତରୁ ଏଥର କ୍ଷମତା ଖସିଯାଇପାରେ। କାରଣ...

ମହଙ୍ଗା ପଡ଼ିଲା ଉଦ୍ଧବଙ୍କ ବିରୋଧରେ ବିବାଦୀୟ ପୋଷ୍ଟ: ଯୁବକଙ୍କୁ ମାଡ଼ମାରି ଲଣ୍ଡା କଲେ ଶିବସେନା ସମର୍ଥକ

ମୁମ୍ବାଇ,୨୪।୧୨: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ବିରୋଧରେ ବିବାଦୀୟ ପୋଷ୍ଟ କରିବା ଜଣେ ଯୁବକଙ୍କୁ ମହଙ୍ଗା ପଡ଼ିଛି। ଶିବସେନା ସମର୍ଥକ ଉକ୍ତ ଯୁବକଙ୍କୁ ମାଡ଼ମାରିବା ସହ...

ଦିଲ୍ଲୀର ପୂର୍ବତନ ଭାଜପା ଅଧ୍ୟକ୍ଷ ମାନଗେ ରାମ ଗର୍ଗଙ୍କ ପରଲୋକ

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀର ପୂର୍ବତନ ଭାଜପା ଅଧ୍ୟକ୍ଷ ଥିବା ମାନଗେ ରାମ ଗର୍ଗଙ୍କ ପରଲୋକ ହୋଇଛି। ରବିବାର ସକାଳ ୭ଟା ୩୦ରେ ତାଙ୍କର ପରଲୋକ ହୋଇଥିବା ସୂଚନା...

ପୀଡ଼ିତାଙ୍କୁ ୨୦୦ ଥର ଫୋନ କରିଥିଲେ ଚିନ୍ମୟାନନ୍ଦ

ଶାହଜାହାନପୁର,୨୧ା୯: ଆଇନ ଛାତ୍ରୀଙ୍କ ସହ ଫୋନ୍‌ରେ କଥା ହୋଇଥିବା ଓ ଚାଟିଂ କରିଥିବା ଭାଜପା ନେତା ଚିନ୍ମୟାନନ୍ଦ ଗିରଫ ହେବା ପରେ ସ୍ବୀକାର କରିଛନ୍ତି। ଏଭଳି...

ଗଣତନ୍ତ୍ରକୁ କଣ୍ଟା

ନୂଆଦିଲ୍ଲୀ, ୪ା୨: ଭାରତ ଭଳି ଭଦ୍ର ଓ ଆମେରିକା ପରି ବିକଶିତ ଦେଶଗୁଡ଼ିକ ସବୁବେଳେ ଆତଙ୍କବାଦକୁ ଗଣତନ୍ତ୍ର ପାଇଁ ସବୁଠୁ ବଡ଼ ଆହ୍ବାନ ବୋଲି କହିଥାନ୍ତି।...

Advertisement
Archives

Model This Week