ରାଜ୍ୟକୁ ଫେରିଛନ୍ତି ୩ ଲକ୍ଷ ଓଡ଼ିଆ

ଭୁବନେଶ୍ୱର,୭।୬(ବ୍ୟୁରୋ): ରାଜ୍ୟକୁ ୨ଶହ ଶ୍ରମିକ ସ୍ପେଶାଲ ଟ୍ରେନ୍‌ରେ ୩ ଲକ୍ଷ ଓଡ଼ିଆ ଫେରିଛନ୍ତି। ସେମାନଙ୍କର ଥର୍ମାଲ ସ୍କ୍ରିନିଂ କରାଯାଇଛି। ସମସ୍ତଙ୍କ ପାଇଁ ଖାଦ୍ୟ ବ୍ୟବସ୍ଥା ସହ ସେମାନଙ୍କୁ ଜିଲାକୁ ପଠାଯାଇଛି। ବାଧ୍ୟତାମୂଳକ କ୍ୱାରାଣ୍ଟାଇନ୍‌ରେ ରହିବାର ବ୍ୟବସ୍ଥା କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ରବିବାର ଟୁଇଟ୍‌ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଦଳିଲା କୋଭିଡ୍‌ ଉଲ୍ଲଂଘନ ନିୟମ: ୨ ବର୍ଷ କାରାଦଣ୍ଡ, ୧ଲକ୍ଷ ପର୍ଯ୍ୟନ୍ତ ଜରିମାନା

ଭୁବନେଶ୍ୱର,୧୩।୮(ବ୍ୟୁରୋ): କରୋନା ସଂକ୍ରମଣ ସମଗ୍ର ବିଶ୍ୱରେ ଏକ ବୃହତ ସମସ୍ୟା ସୃଷ୍ଟି କରିଛି। ବିଗତ ମାସକ ମଧ୍ୟରେ ସଂକ୍ରମଣ କମିବା ପରିବର୍ତ୍ତେ ବଢିବାରେ ଲାଗିଛି। ରାଜ୍ୟ...

ବିଧାୟକଙ୍କ ନାମରେ କୋଭିଡ୍‌ ନିୟମ ଉଲ୍ଲଂଘନ ଅଭିଯୋଗ

ଝାରସୁଗୁଡ଼ା ଅଫିସ,୨୪ା୪: ବ୍ରଜରାଜନଗର ବିଧାୟକ ତଥା ବିଜେଡି ଜିଲା ସଭାପତି କିଶୋର କୁମାର ମହାନ୍ତି ଏବଂ ବିଜେଡି କର୍ମୀ କୋଭିଡ୍‌ ନିୟମ ଉଲ୍ଲଂଘନ କରିଥିବା ଅଭିଯୋଗ...

ଚତୁର୍ଥ ଦିନରେ ୩୭ଟି ନାମାଙ୍କନ ଦାଖଲ

ଭୁବନେଶ୍ୱର,୬।୩(ବ୍ୟୁରୋ): ନାମାଙ୍କନ ଦାଖଲର ଶନିବାର ଥିଲା ଚତୁର୍ଥ ଦିନ । ଓଡ଼ଶାରୁ ପୌରାଧ୍ୟକ୍ଷ ଓ ମେୟର ପଦ ପାଇଁ ୩୭ଟି ଏବଂ କାଉନସିଲର ଓ କର୍ପୋରେଟର...

ନବ ନିର୍ମାଣ କୃଷକ ସଙ୍ଗଠନର ରାଷ୍ଟ୍ରୀୟ ସମ୍ମିଳନୀ: ଚାଷୀ ସୁରକ୍ଷା ଭତ୍ତା ଦାବିରେ ଦେଶବ୍ୟାପୀ ହେବ ଆନ୍ଦୋଳନ

ଭୁବନେଶ୍ୱର, ୭।୧୧(ବ୍ୟୁରୋ): ଦେଶରେ ଜନସଂଖ୍ୟାର ୭୦ଭାଗ ହେଉଛନ୍ତି ଚାଷୀ। ତେଣୁ ଶାସନ ପ୍ରଶାସନ ଚାଷୀମନସ୍କ ହେବାକଥା। କିନ୍ତୁ ୭୦ ବର୍ଷ ପରେ ମଧ୍ୟ ସବୁ ଓଲଟା...

ପ୍ରକାଶ ପାଇଲା ଯୁକ୍ତ ୨ କଳା, ଧନ୍ଦାମୂଳକ ଶିକ୍ଷା ରେଜଲ୍ଟ: ୯୮.୫୮% ପାସ ହାର

ଭୁବନେଶ୍ୱର,୧୪।୮(ବ୍ୟୁରୋ): ଯୁକ୍ତ ୨ କଳା ଓ ଧନ୍ଦାମୂଳକ ଶିକ୍ଷାର ପରୀକ୍ଷା ଫଳ ଶନିବାର ପ୍ରକାଶ ପାଇଛି। ଭୁବନେଶ୍ୱର ସ୍ଥିତ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ)...

ହୁଇଲ ଚେୟାର ଆଇପିଏଲ ଖେଳିବେ ଦିବ୍ୟାଙ୍ଗ ଚକ୍ରଧର

ବଲାଙ୍ଗୀର ଅଫିସ, ୧୧ା୬ ବଲାଙ୍ଗୀର ଜିଲା ସଦର ବ୍ଳକ୍‌ ଅନ୍ତର୍ଗତ ଖୁଣ୍ଟପାଲି ଗ୍ରାମର ଦିବ୍ୟାଙ୍ଗ ଯୁବକ ଚକ୍ରଧର ନାଏକ (୩୦) ା ତାଙ୍କ ମାତା ଉର୍ମିଳା...

ଓଡ଼ିଶା କଲ୍‌ଚରାଲ୍‌ ସର୍କଲ୍‌ ପକ୍ଷରୁ ‘ଉଡ଼େ ତ୍ରିରଙ୍ଗା’: ‘ଡଟ୍‌ ଫେଷ୍ଟ୍‌’ ଭଳି ହେବ ଅନ୍ତର୍ଜାତୀୟ ଭୁବନେଶ୍ୱର ସଙ୍ଗୀତ ଉତ୍ସବ

ଭୁବନେଶ୍ୱର, ୧୩।୮(ବ୍ୟୁରୋ): ଜାତୀୟ ଓ ଅନ୍ତର୍ଜାତୀୟସ୍ତରର ଜଣାଶୁଣା କଣ୍ଠଶିଳ୍ପୀଙ୍କୁ ନେଇ ଆୟୋଜିତ ହେବ ଅନ୍ତର୍ଜାତୀୟ ଭୁବନେଶ୍ବର ସଙ୍ଗୀତ ଉତ୍ସବ। ହିନ୍ଦୀ ଫିଲ୍ମ ଇଣ୍ଡଷ୍ଟ୍ରୀର ବହୁ ନାମୀଦାମୀ...

୧୦ ସୁଦ୍ଧା ସିସିଟିଭି ଇନ୍‌ଷ୍ଟାଲେଶନ ସମ୍ପର୍କିତ ତଥ୍ୟ ଦେବାକୁ ନିର୍ଦ୍ଦେଶ: ରେକର୍ଡିଂ ହେବ ଯୁକ୍ତ୨ ପରୀକ୍ଷା

ଭୁବନେଶ୍ୱର, ୪ା୧(ବ୍ୟୁରୋ): ଚଳିତବର୍ଷ ଯୁକ୍ତ୨ ପରୀକ୍ଷାକୁ ସ୍ବଚ୍ଛ କରିବା ପାଇଁ ରାଜ୍ୟ ସରକାର ସବୁ ପ୍ରକାର ବ୍ୟବସ୍ଥା କରୁଛନ୍ତି। ଯେଉଁଠାରେ ସିସିଟିଭି ନ ଥିବ ସେଠାରେ...

Advertisement
Archives

Model This Week