ରାଜ୍ୟଗୁଡ଼ିକ ଲାଗି ଋଣ ସୀମା ୫%କୁ ବଢ଼ିଲା

ନୂଆଦିଲ୍ଲୀ,୧୮।୫: କେନ୍ଦ୍ର ସରକାର ରାଜ୍ୟଗୁଡ଼ିକ ଲାଗି ଋଣ ସୀମାକୁ ରବିବାର ୩%ରୁ ୫% ବଢ଼ାଇଛନ୍ତି। ଏହାଦ୍ୱାରା ରାଜ୍ୟଗୁଡିକ ୨୦୨୦-୨୧ରେ ସେମାନଙ୍କ ମୋଟ ରାଜ୍ୟ ଜିଡିପିର ୫% ପର୍ଯ୍ୟନ୍ତ ଋଣ କରିବାକୁ ସକ୍ଷମ ହୋଇପାରିବେ। ଏହାଦ୍ୱାରା ରାଜ୍ୟଗୁଡିକୁ ୪.୨୮ ଲକ୍ଷ କୋଟି ଟଙ୍କାର ଅତିରିକ୍ତ ପୁଞ୍ଜି ଉଠାଇବାକୁ ସୁବିଧା ମିଳିବ। ବର୍ତ୍ତମାନ ରାଜ୍ୟଗୁଡିକ ୬.୪୧ ଲକ୍ଷ କୋଟି ଟଙ୍କା ପର୍ଯ୍ୟନ୍ତ ଉଠାଣ ନେଇ ସୀମା ଧାର୍ଯ୍ୟ କରାଯାଇଛି। ଏହି ପ୍ରସଙ୍ଗରେ ରାଜ୍ୟଗୁଡିକର ମୁଖ୍ୟମନ୍ତ୍ରୀମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିବା ସହ ଉଠାଣ ସୀମାକୁ ବଢାଇବା ଲାଗି ନିବେଦନ କରିଥିଲେ। ବର୍ତ୍ତମାନ ସମୟରେ ଅର୍ଥର ଆବଶ୍ୟକତା ପଡୁଥିବାରୁ ସୀମାକୁ ୫% ଯାଏ ବଢାଇବା ଲାଗି ଦାବି ଉଠିଥିଲା। ନୂଆ ପଦକ୍ଷେପ ଦ୍ୱାରା ରାଜ୍ୟଗୁଡିକ ୪.୨୮ ଲକ୍ଷ କୋଟି ଅତିରିକ୍ତ ଉଠାଣ କରିବାର ସୁବିଧା ପାଇବେ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳୀ କୂଳରେ ଝଲସୁଛି କାଶତଣ୍ଡି, ଧରାପୃଷ୍ଠକୁ ଆସିବେ ଜଗତଜନନୀ

କଲ୍ୟାଣସିଂହପୁର,୨୩ା୯(ଦୀପକ କୁମାର ପରିଡା ): ​ପ୍ରକୃତିର କୋଳରେ ଏବେ ଉତ୍ସବର ଋତୁ । ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ବେଲକନା ଗାଁ ନିକଟସ୍ଥ ନାଗାବଳୀ ନଦୀ…

ଗଞ୍ଜାମ ଜିଲାରେ ଲଗାଣ ବର୍ଷା; ମା’ ତାରାତାରିଣୀ ପାହାଡ଼ରୁ ଧସିଲା ମାଟି ଆତଡା-ପଥର ଖଣ୍ଡ

ପୁରୁଷୋତ୍ତମପୁର,୨୩ା୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦୁଇଦିନ ହେଲା ବର୍ଷା ଲାଗିରହିଛି । ଏହାର ପ୍ରଭାବରେ ଦକ୍ଷିଣ…

ଫୁଲୁଛି ତାମ୍ପରା ହ୍ରଦ, ତୁରନ୍ତ ଗେଟ୍‌ ଲଗାଇବାକୁ ଚାଷୀଙ୍କ ଦାବି

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ପ୍ରଭାବରେ ଛତ୍ରପୁର ଏବଂ ଏହାର ଆଖପାଖ ଅଞ୍ଚଳରେ ତୁହାକୁତୁହା ବର୍ଷା ଲାଗିରହିଛି। ଛତ୍ରପୁର ଉପକଣ୍ଠରେ ଥିବା ତାମ୍ପରା…

୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ବିଷୟରେ ବଡ଼ ବୟାନ ଦେଲେ କୋଚ, କହିଲେ,‘ମୁଁ ତାଙ୍କୁ ଅପେକ୍ଷା କରିଛି…’

ନୂଆଦିଲ୍ଲୀ,୨୩।୯: ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ଭାରତୀୟ କ୍ରିକେଟ ଟିମ ସହିତ ଜାପାନରେ ଅଛନ୍ତି। ସେ ୨୦୨୬ ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରୁଛନ୍ତି ଏବଂ ସେଠାରେ ତାଙ୍କର…

କଳାହାଣ୍ଡିରେ ପ୍ରବଳ ବର୍ଷା; ଗୁରୁବାର ସବୁ ସ୍କୁଲ ଛୁଟି, NH୨୬ରେ ଗଛ ପଡିବାରୁ ରାସ୍ତା ଜାମ୍

ଭବାନୀପାଟଣା ୨୩।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ଯୋଗୁଁ ମଙ୍ଗଳବାର ଠାରୁ କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେଉଛି । ଏହି…

୨୦୨୭ ବିଶ୍ୱକପ ବିଷୟରେ ଉଲ୍ଲେଖ କରି ବିରାଟ-ରୋହିତଙ୍କ ସମ୍ପର୍କରେ ବଡ଼ ବୟାନ ଦେଲେ ରିଙ୍କୁ ସିଂହ, କହିଲେ…

ନୂଆଦିଲ୍ଲୀ,୨୩।୯: ଭାରତୀୟ ଟି-୨୦ ଦଳର ଷ୍ଟାର୍‌ ବ୍ୟାଟର ରିଙ୍କୁ ସିଂହ, ଦଳର ଦୁଇ ପ୍ରମୁଖ ଖେଳାଳି ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ…

‘ପରାଜୟ ପରେ ECI ଉପରେ ଆକ୍ରମଣ’ SIR-ନିର୍ବାଚନ ଆୟୋଗ ବିବାଦ ଉପରେ ଆସିଲା ଭାଜପାର ପ୍ରଥମ ପ୍ରତିକ୍ରିୟା

ନୂଆଦିଲ୍ଲୀ,୨୩।୯: ନିର୍ବାଚନ ଆୟୋଗଙ୍କୁ ନେଇ ସୃଷ୍ଟି ହୋଇଥିବା ବିବାଦ ଉପରେ ଭାଜପା ନିଜର ପ୍ରଥମ ପ୍ରତିକ୍ରିୟା ରଖିଛି। ବିରୋଧୀଙ୍କ ଅଭିଯୋଗର ଜବାବ ଦେଇ ଭାଜପା ଏମପି ସମ୍ବିତ…

ଲଗାଣ ବର୍ଷା ନେଲା ଜୀବନ: ରେମୁଣାରେ ମାଟି କାନ୍ଥ ଭୁଷୁଡ଼ି ବାପା ମୃତ, ପୁଅ ଗୁରୁତର

ବାଲେଶ୍ୱର,୨୩ା୯(ମୃତ୍ୟୁଞ୍ଜୟ ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରେମୁଣାରେ ବଡ଼ ଅଘଟଣ ଘଟିଯାଇଛି । ଖରିଦମୁଖୁରା ଗ୍ରାମରେ ମାଟି କାନ୍ଥ ଭୁଶୁଡ଼ି ପଡ଼ି ବାପାଙ୍କ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?