Posted inଖେଳ

ରାଜ୍ୟଗୋଷ୍ଠୀ ଟିଟି:ଭାରତୀୟ ମହିଳା ଦଳକୁ ସ୍ବର୍ଣ୍ଣ

କଟକ,୧୯ା୭(ପିଟି)- ସ୍ଥାନୀୟ ଜବାହରଲାଲ ନେହେରୁ ଷ୍ଟାଡୟମ୍‌ରେ ଚାଲିଥିବା ରାଜ୍ୟଗୋଷ୍ଠୀ କ୍ରୀଡ଼ା ଟେବୁଲ ଟେନିସ(ଟିଟି) ପ୍ରତିଯୋଗିତାରେ ଭାରତକୁ ପ୍ରଥମ ସଫଳତା ଆଣି ଦେଇଛି ମହିଳା ଦଳ। ଶୁକ୍ରବାର ଅନୁଷ୍ଠିତ ଫାଇନାଲରେ ଇଂଲଣ୍ଡକୁ ହରାଇ ଭାରତୀୟ ମହିଳା ଦଳ ସ୍ବର୍ଣ୍ଣ ପଦକ ଜିତିଛି। ଏଥିପୂର୍ବରୁ ଭାରତୀୟ ଦଳ ସେମିଫାଇନାଲରେ ସିଙ୍ଗାପୁରକୁ ୩-୦ ବ୍ୟବଧାନରେ ହରାଇ ଫାଇନାଲରେ ପ୍ରବେଶ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟସ୍‌ରେ କଏନ ବଦଳେ ପଡିଲା ବ୍ୟାଟ, ଦେଖନ୍ତୁ ଭିଡିଓ

କାନବେରା,୭।୧୨: ଡିସେମ୍ବର ୭ ଗୁରୁବାରଠାରୁ ବିଗ ବ୍ୟାସ ଲିଗର ନୂଆ ସିଜନ ଆରମ୍ଭ ହୋଇଥିଲା। ଅଷ୍ଟ୍ରେଲିଆର ଟି -୨୦ ଫ୍ରାଞ୍ଚାଇଜ ଲିଗ ମେଲବୋର୍ଣ୍ଣ ଷ୍ଟାର୍ସ ଏବଂ...

‘ତୁମେ ଅହଂକାରୀ, କ୍ଲାସଲେସ ବ୍ୟକ୍ତି’, ଗମ୍ଭୀରଙ୍କ ପୋଷ୍ଟକୁ ନେଇ ରାଗିଲେ ଶ୍ରୀସନ୍ଥ

ନୂଆଦିଲ୍ଲୀ,୭।୧୨: ଟିମ ଇଣ୍ଡିଆର ପୂର୍ବତନ କ୍ରିକେଟର ଗୌତମ ଗମ୍ଭୀର ଓ ଶ୍ରୀସନ୍ଥଙ୍କ ବିବାଦ କମିବାର ନାଁ ନେଉନି। ବୁଧବାର ଲିଜେଣ୍ଡସ୍‌ ଲିଗ କ୍ରିକେଟ ମ୍ୟାଚ ସମୟରେ...

ଜୁନିୟର ପୁରୁଷ ହକି ବିଶ୍ୱକପ: ୪-୧ଗୋଲରେ ସ୍ପେନ୍‌ଠାରୁ ହାରିଲା ଭାରତ

କୁଆଲାଲାମ୍ପୁର,୭ା୧୨: ଏଫ୍‌ଆଇଏଚ୍‌ ପୁରୁଷ ଜୁନିୟର ହକି ବିଶ୍ୱକପରେ ଗୁରୁବାର ଖେଳାଯାଇଥିବା ମ୍ୟାଚ୍‌ରେ ଭାରତ ୧-୪ ଗୋଲରେ ସ୍ପେନ୍‌ଠାରୁ ପରାଜିତ ହୋଇଛି। ପ୍ରଥମ ମ୍ୟାଚ୍‌ରେ କୋରିଆକୁ ପରାସ୍ତ...

ଆଇସିସି ଟି୨୦ ବିଶ୍ୱକପ୍‌ ଲାଗି ଲୋଗୋ ଜାରି କଲା ଆଇସିସି

ନୂଆଦିଲ୍ଲୀ,୭।୧୨: ଆଇସିସି ପକ୍ଷରୁ ଆସନ୍ତା ବର୍ଷ ହେବାକୁ ଥିବା ପୁରୁଷ ଏବଂ ମହିଳା ଟି୨୦ ବିଶ୍ୱକପ୍‌ର ଲୋଗୋ ଜାରି କରାଯାଇଛି। ଏହି ଲୋଗୋରେ ବ୍ୟାଟ୍‌, ବଲ୍‌ର...

ସଚିନଙ୍କ ରେକର୍ଡ ଭାଙ୍ଗିପାରିବେନି କୋହଲି: କାରଣ ବୁଝାଇ କହିଲେ ବ୍ରାଏନ ଲାରା

ନୂଆଦିଲ୍ଲୀ,୭।୧୨: ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକର ଥରେ କହିଥିଲେ ବିରାଟ କୋହଲି କିମ୍ବା ରୋହିତ ଶର୍ମା ତାଙ୍କ ୧୦୦ ଶତକର ରେକର୍ଡ ଭାଙ୍ଗି ପାରିବେ। ସେତେବେଳେ ରୋହିତ...

ଦକ୍ଷିଣ ଆଫ୍ରିକାରେ ପହଞ୍ଚିବା ପରେ ମୁଣ୍ଡରେ ଟ୍ରଲି ବ୍ୟାଗ୍‌ ରଖି ଦୌଡିଲେ ଭାରତୀୟ ଖେଳାଳି: ଜାଣନ୍ତୁ କାହିଁକି

କେପ୍‌ଟାଉନ୍‌,୭।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦ ସିରିଜ ଡିସେମ୍ବର ୧୦ରୁ ଆରମ୍ଭ ହେବ। ଏଥିପାଇଁ ଟିମ ଇଣ୍ଡିଆ ଦକ୍ଷିଣ ଆଫ୍ରିକାରେ ପହଞ୍ଚିଛି। ବିମାନବନ୍ଦରରେ...

ଚୌକା-ଛକା ବର୍ଷା କଲେ ଗମ୍ଭୀର

ନୂଆଦିଲ୍ଲୀ,୭।୧୨: କିମ୍ବଦନ୍ତୀ ଲିଗ କ୍ରିକେଟ ଟୁର୍ନାମେଣ୍ଟର ଏଲିମିଟର ମ୍ୟାଚରେ ଇଣ୍ଡିଆ କ୍ୟାପିଟାଲ ୧୨ ରନ୍‌ରେ ଗୁଜରାଟ ଜିଆଣ୍ଟସ ଦଳକୁ ପରାସ୍ତ କରିଛି॥ ପ୍ରଥମେ ବ୍ୟାଟିଂ କରିବାକୁ...

ବିରାଟ ଟି-୨୦ରୁ ନିଅନ୍ତୁ ସନ୍ୟାସ, ଚାହୁଁଛି ବିସିସିଆଇ, ଏହି କ୍ରିକେଟର ନେବେ ତାଙ୍କର ସ୍ଥାନ !…

କୋଲକାତା,୭।୧୨ : ଆଇସିସି ଟି -୨୦ ବିଶ୍ୱକପ ୨୦୨୪ ପୂର୍ବରୁ ବିରାଟ କୋହଲି ବିଶ୍ୱକପ ଦଳରୁ ଓହରିଯିବାର ଆଶଙ୍କା ରହିଛି। ବିସିସିଆଇର ଏଭଳି ନିଷ୍ପତ୍ତି ପ୍ରଶଂସକଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri