Posted inଜାତୀୟ

ରାଜ୍ୟପାଳଙ୍କୁ ଭେଟିଲେ ଉଦ୍ଧବ: ଗୁରୁବାର ଶିବାଜୀ ପାର୍କରେ ଶପଥ ଗ୍ରହଣ

ମୁମ୍ବାଇ,୨୭।୧୧: ମହାରାଷ୍ଟ୍ରରେ ଜାରି ରହିଥିବା ସଙ୍କଟର ଅନ୍ତ ଘଟିଛି। ରାଜ୍ୟରେ ସରକାର ଗଠନ ପାଇଁ ଶିବସେନା-ଏନ୍‌ସିପି-କଂଗ୍ରେସ ଅଣ୍ଟା ଭିଡ଼ିଛନ୍ତି। ବୁଧବାର ମେଣ୍ଟର ନେତା ଶିବସେନା ମୁଖ୍ୟ ଉଦ୍ଧବ ଠାକ୍‌ରେ ରାଜ୍ୟପାଳ ଭଗତ ସିଂ କୋଶିୟାରୀଙ୍କୁ ରାଜଭବନରେ ଭେଟିଛନ୍ତି। ଦୁହିଁଙ୍କ ମଧ୍ୟରେ ୪୫ ମିନିଟ୍‌ ଧରି ଆଲୋଚନା ହୋଇଛି। ଉଦ୍ଧବ ଗୁରୁବାର ସନ୍ଧ୍ୟାରେ ସ୍ଥାନୀୟ ଶିବାଜୀ ପାର୍କରେ ଆୟୋଜିତ ଏକ ଉତ୍ସବରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ସଇଁତଳା RI: ୩ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଲେ

ବଲାଙ୍ଗୀର, ୧୩।୧୦(ସୁନିଲ କୁମାର ମହାନ୍ତି): ଲାଞ୍ଚ ନେବା ଅଭିଯୋଗରେ ବଲାଙ୍ଗୀର ଜିଲା ସଇଁତଳା ରାଜସ୍ବ ସର୍କଲର ରାଜସୱ ନିରୀକ୍ଷକ (RI) ଆଲନ ବେହେରାଙ୍କୁ ଓଡ଼ିଶା ଭିଜିଲାନ୍ସ ମାଡ଼ିବସିଛି।…

କେତେ ଟଙ୍କା ପାଆନ୍ତି ରାଜ୍ୟପାଳ? ମାସିକ ୩.୫ ଲକ୍ଷ ଦରମା ସହ ଜାଣନ୍ତୁ ତାଙ୍କୁ ମିଳୁଥିବା ସମସ୍ତ ସରକାରୀ ସୁବିଧା

ନୂଆଦିଲ୍ଲୀ,୧୩।୧୦: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬ଟି ରାଜ୍ୟ ପାଇଁ ନୂତନ ରାଜ୍ୟପାଳ ନିଯୁକ୍ତ କରିଛନ୍ତି। ଏହାଦ୍ୱାରା ଅନେକ ସାମ୍ୱିଧାନିକ ପଦବୀରେ ପରିବର୍ତ୍ତନ ଘଟିଛି। ସିକିମର ପୂର୍ୱତନ ରାଜ୍ୟପାଳ…

୪୨ କଲେଜକୁ ସ୍ବୟଂଶାସିତ ମାନ୍ୟତା ପ୍ରସ୍ତାବ: ତାଲିକାରେ ଗଞ୍ଜାମର ୧୧ କଲେଜ

ଭଞ୍ଜନଗର,୧୩।୧୦(ବାବୁଲା ପ୍ରଧାନ): ରାଜ୍ୟର ୪୨ଟି ମହାବିଦ୍ୟାଳୟକୁ ସ୍ବୟଂଶାସିତ ମାନ୍ୟତା ପ୍ରଦାନ ନେଇ ରାଜ୍ୟ ସରକାର ଯୋଜନା ରଖିଥିବା ଜଣାପଡ଼ିଛି। ଏନେଇ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ପକ୍ଷରୁ…

ଗର୍ଭବତୀ ମହିଳା ସାମ୍ବାଦିକାଙ୍କୁ ଧକ୍କା ଦେଲେ ରାହୁଲ! ଭାଜପା ନେତାଙ୍କ ସାଂଘାତିକ ଅଭିଯୋଗ, କହିଲେ- ତାଙ୍କ ଗର୍ଭ…

ନୂଆଦିଲ୍ଲୀ,୧୩।୧୦: କଂଗ୍ରେସ ସାଂସଦ ତଥା ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସୋମବାର ସୁପ୍ରିମକୋର୍ଟ ପର୍ଯ୍ୟନ୍ତ ଏକ ମାର୍ଚ୍ଚ କରିଥିଲେ। ଏହି ମାର୍ଚ୍ଚରେ ଇଣ୍ଡିଆ…

ସାନଖେମୁଣ୍ଡିରେ ଅଙ୍ଗନୱାଡି କର୍ମୀ ସଂଘ ପକ୍ଷରୁ ପ୍ରତିବାଦ ସଭା: ୧୪ ଦଫା ଦାବି ସମ୍ବଳିତ…

ଦିଗପହଣ୍ଡି,୧୩|୧୦(ଅଶେଷ ନାଥ ମିଶ୍ର: )ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଲ୍ ଓଡ଼ିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କର ଆସୋସିଏସନ୍ ବ୍ଲକ ଶାଖା କମିଟି ପକ୍ଷରୁ ପାଟପୁର ଠାରେ ସଭା…

SIRକୁ ନେଇ ରାଜନୈତିକ ହଟଚମଟ ମଧ୍ୟରେ ଭାଜପାର ବଡ଼ ବିଜୟ, ବିରୋଧୀଙ୍କୁ ଲାଗିଲା ଝଟ୍‌କା

ଗାନ୍ଧୀନଗର,୧୩।୧୦: ଗୁଜରାଟରେ ସ୍ଥାନୀୟ ନିକାୟ ନିର୍ବାଚନର ଭୋଟ ଗଣତି ଶେଷ ହେବା ପରେ ଗାନ୍ଧୀନଗର ମ୍ୟୁନିସିପାଲ କର୍ପୋରେସନ, ଓଖା ଓ ଥାରାରେ ଭାଜପା ଚମତ୍କାର ବିଜୟ ହାସଲ…

ବଡ଼ ନିଷ୍ପତ୍ତି; ଅକ୍ଟୋବର ୧୫ରୁ UPI ଉପରେ ଲାଗୁ ହେବନି MDR ଚାର୍ଜ, ଜାଣନ୍ତୁ କେବେଠୁ…

ନୂଆଦିଲ୍ଲୀ,୧୩।୧୦: ଡିଜିଟାଲ୍‌ ପେମେଣ୍ଟକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । UPI ପେମେଣ୍ଟ୍‌ ଉପରେ ନୂଆ ଚାର୍ଜ ଲାଗୁ କରିବା ନିଷ୍ପତ୍ତିକୁ ଦୀପାବଳି ପର୍ଯ୍ୟନ୍ତ ସ୍ଥଗିତ…

ଆଇପିଏଲ୍‌ ୨୦୨୭ରେ ଖେଳିବେ କି ଧୋନି? ବଡ଼ ଖୁଲାସା କଲେ….

ନୂଆଦିଲ୍ଲୀ,୧୩।୧୦: ଆଇପିଏଲ୍‌ର ସଫଳତମ ଫ୍ରାଞ୍ଚାଇଜି ମଧ୍ୟରୁ ଅନ୍ୟତମ ଚେନ୍ନାଇ ସୁପର କିଙ୍ଗ୍ସ (CSK)ର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନିଙ୍କ ଭବିଷ୍ୟତକୁ ନେଇ ପୁଣି ଚର୍ଚ୍ଚା ଜୋର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?