Posted inଜାତୀୟ

ରାଜ୍ୟପାଳଙ୍କୁ ଭେଟିଲେ ନୀତୀଶ

ପାଟନା,୧।୬: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଶନିବାର ରାଜ୍ୟପାଳ ଲାଲ ଜି ଟଣ୍ଡନଙ୍କୁ ଭେଟିଛନ୍ତି। ବିହାର କ୍ୟାବିନେଟର ସମ୍ପ୍ରସାରଣ ଲାଗି ନୀତୀଶ ରାଜ୍ୟପାଳଙ୍କୁ ଭେଟିଥିବା ପ୍ରକାଶ। କାରଣ ନୀତୀଶଙ୍କ ମନ୍ତ୍ରିମଣ୍ଡଳର ଆଉ ୪ ନୂଆ ମନ୍ତ୍ରୀ ଶପଥ ଗ୍ରହଣ କରିବାକୁ ଥିବାରୁ ଏହାକୁ ନେଇ ନୀତୀଶ ରାଜ୍ୟପାଳଙ୍କ ସହ ଆଲୋଚନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୭୩ ଚିକିତ୍ସାଧୀନ କରୋନା ସଂକ୍ରମିତ: ୧୦ ସୁସ୍ଥ, ୨ ମୃତ

ନୂଆଦିଲ୍ଲୀ,୧୪।୩: ଭାରତରେ କରୋନା ସଂକ୍ରମଣକୁ ନେଇ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ଇତିମଧ୍ୟରେ ୮୫ ଜଣଙ୍କ ନମୁନାରେ ପଜେଟିଭ୍‌ ରିପୋର୍ଟ ମିଳିଛି। ୭୩ ଜଣ ଚିକିତ୍ସାଧୀନ ଥିବାବେଳେ...

ଏବେ ଅଫିସକୁ ଜିନ୍ସ୍‌ ପିନ୍ଧି ଆସିବା ମନା !

ନୂଆଦିଲ୍ଲୀ, ୨୭।୮: ଅଫିସ୍‌କୁ ଶର୍ଟସ୍‌, ଟାଇଟ୍‌ ଶର୍ଟ, ପତଳା କପଡ଼ାରେ ତିଆରି ପୋଷାକ ଏବଂ ଜିନ୍ସ୍‌ ପିନ୍ଧି ଆସିବାକୁ ଏୟାର ଇଣ୍ଡିଆ ଏହାର କର୍ମଚାରୀଙ୍କୁ ବାରଣ...

ଚିନ୍ତା ବଢ଼ାଉଛି ମହାରାଷ୍ଟ୍ର: ଗତ ୨୪ଘଣ୍ଟାରେ ୬୩୬୪ କରୋନା ପଜିଟିଭ୍‌ ଚିହ୍ନଟ

ମୁମ୍ବାଇ,୩।୭: ମହାରାଷ୍ଟ୍ରରେ କରୋନା ଭାଇରସ୍‌ ସଂକ୍ରମଣ ଦିନକୁ ଦିନ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ଗତ ୨୪ଘଣ୍ଟାରେ ରାଜ୍ୟରେ ୬୩୬୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା...

ପ୍ରେମିକଙ୍କ ସହ ଝିଅକୁ ଜିଅନ୍ତା ଜାଳିଦେଲେ ପରିବାର ଲୋକେ

ଲକ୍ଷ୍ନୌ,୬।୮: ଉତ୍ତରପ୍ରଦେଶର ବାନ୍ଦାରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ପ୍ରେମିକା-ପ୍ରେମିକଙ୍କ ଜୀଅନ୍ତା ଜାଳି ଦିଆଯାଇଛି। ଏହି ସମ୍ବେଦନଶୀଳ ଘଟଣା ପରେ ଉଭୟଙ୍କ ମୃତ୍ୟୁ ଘଟିଛି।...

ମୌସୁମୀ ଆସିଲେ ବଢିବ କରୋନା ସଂକ୍ରମଣ!

ନୂଆଦିଲ୍ଲୀ,୧୩।୬: କରୋନା ଭାଇରସ ଏବେ ସାରା ବିଶ୍ୱରେ କାୟା ବିସ୍ତାର କରି ଚାଲିଥିବା ବେଳେ ଭାରତରେ ମଧ୍ୟ ସ୍ଥିତି ବେଳକୁ ବେଳ ଖରାପ ହେବାରେ ଲାଗିଛି।...

ପି.ସି. ଚାକୋଙ୍କ ଇସ୍ତଫା

ନୂଆଦିଲ୍ଲୀ,୧୩ା୨(ପି.ଟି.): ଦିଲ୍ଲୀ ନିର୍ବାଚନରେ କଂଗ୍ରେସର ଦୟନୀୟ ପ୍ରଦର୍ଶନକୁ ନେଇ ଏଆଇସିସି ଦିଲ୍ଲୀ ଦାୟିତ୍ୱରେ ଥିବା କଂଗ୍ରେସ ନେତା ପି.ସି. ଚାକୋ ନିଜକୁ ଦାୟୀ କରିବା ସହ...

କରୋନା ମୁକାବିଲା ପାଇଁ ଦିଲ୍ଲୀକୁ ମିଳିଲା ୫ଶହ ରେଲଓ୍ବେ କୋଚ, ଟେଷ୍ଟିଂ ବଢାଇବାକୁ ପ୍ରସ୍ତୁତି

ନୂଆଦିଲ୍ଲୀ,୧୪।୬: ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ରବିବାର ଦିଲ୍ଲୀରେ କରୋନା ଭାଇରସର ସ୍ଥିତିକୁ ନେଇ ଏକ ସମିକ୍ଷା ବୈଠକର ଆୟୋଜନ କରିଥିଲେ। ଏବେ ରାଜଧାନୀ ଦିଲ୍ଲୀରେ କରୋନା...

ଲକ୍‌ଡାଉନ ୩.୦: ଖୁବ୍‌ଶୀଘ୍ର ଆରମ୍ଭ ହେବ ସର୍ବସାଧାରଣ ପରିବହନ; ନୀତୀନ

ନୂଆଦିଲ୍ଲୀ,୬।୫: କରୋନା ମୁକାବିଲା ପାଇଁ ସାରା ଦେଶରେ ଲକ୍‌ଡାଉନ ୩.୦ ଜାରି ରହିଛି। ମାର୍ଚ୍ଚ ୧୭ଯାଏଁ ଏହି ଲକ୍‌ଡାଉନର ଅବଧିକୁ ବୃଦ୍ଧି କରାଯାଇଛି। ତୃତୀୟ ପର୍ଯ୍ୟାୟ...

Coronavirus Update


Archives

Model This Week

Why Dharitri