ରାଜ୍ୟପାଳଙ୍କ ଦ୍ୱାରା ୨ ନୂଆ କୁଳପତି ନିଯୁକ୍ତ

ଭୁବନେଶ୍ୱର, ୩୦।୯(ବ୍ୟୁରୋ): ୨ଟି ବିଶ୍ୱବିଦ୍ୟାଳୟ ପାଇଁ ସୋମବାର କୁଳପତି ନିଯୁକ୍ତ ହୋଇଛନ୍ତି। ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଲାଗି ପ୍ରଫେସର ଗୋବିନ୍ଦ ଜେ. ଚକ୍ରପାଣିଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ପ୍ରଫେସର ହରିହର ହୋତାଙ୍କୁ ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟ କୁଳପତି ଭାବେ ନିଯୁକ୍ତି ମିଳିଛି। ରାଜ୍ୟପାଳ ଗଣେଶୀ ଲାଲ ତାଙ୍କୁ ଏହି ପଦବୀରେ ନିଯୁକ୍ତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଚ ନେଇ ଭିଜିଲାନ୍ସର ଜାଲରେ ଲାଇନ୍‌ମ୍ୟାନ୍‌

ଫୁଲବାଣୀ ଅଫିସ/ଟିକାବାଲି,୧୮।୧୧: କନ୍ଧମାଳ ଜିଲା ଟିକାବାଲି ଥାନା ଅଞ୍ଚଳର ବିଦ୍ୟୁତ ବିଭାଗର କର୍ମଚାରୀ କାଳୁ ଚରଣ ପଲେଇ ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସେ ବିଦ୍ୟୁତ୍‌...

ବୋଲେରୋ ଧକ୍କାରେ ଶିଶୁ ମୃତ: କନ୍‌ଷ୍ଟେବଳ ଗାଡ଼ି ଚଳାଉଥିବା ସନ୍ଦେହ

କେନ୍ଦୁଝର,୧୧।୧୨(ନି.ପ୍ର.): କେନ୍ଦୁଝର ଜିଲା ସଦର ଥାନା ଅଧୀନ ରାଇସୁଆଁ ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ଏକ ବୋଲେରୋ ଧକ୍କାରେ ଅଢ଼େଇ ବର୍ଷ ଶିଶୁର ମୃତ୍ୟୁ ଘଟିଛି।...

ଆମ ସମ୍ବିଧାନ ଗଣତନ୍ତ୍ରର ଆତ୍ମା: ନବୀନ

ଭୁବନେଶ୍ୱର,୨୬ା୧ (ବ୍ୟୁରୋ): ଆମ ସମ୍ବିଧାନ ଏକ ଆଦର୍ଶ ସମ୍ବିଧାନ, ଆମ ଗଣତନ୍ତ୍ରର ଆତ୍ମା। ଏକ ମହାନ୍‌ ଦେଶର ନାଗରିକ ଭାବରେ ଆମର ସକଳ ଶକ୍ତିର ଆଧାର...

ଡାକ ବିଭାଗକୁ ରିପୋର୍ଟ ତଲବ

କଟକ ଅଫିସ,୨୨।୫: ପୁରୀରେ ଥିବା ରେଳ ଡାକସେବା (ଆର୍‌ଏମ୍‌ଏସ୍‌)କୁ ଖୋର୍ଦ୍ଧା ରୋଡ୍‌କୁ ସ୍ଥାନାନ୍ତର ପାଇଁ ଚାଲିଥିବା ଯୋଜନାକୁ ବିରୋଧ ହୋଇଛି। ଏନେଇ ହାଇକୋର୍ଟରେ ଏକ ଜନସ୍ବାର୍ଥ...

ରାଜକନିକା ପୁଅର କଳାକୃତି ଆଇଏମ୍‌ଏରେ ସ୍ଥାନ ପାଇଲା

ରାଜକନିକା,୧ା୧୦(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ନହୁଣି ଗ୍ରାମର ତ୍ରିଲୋଚନ ବେହେରାଙ୍କ ବିରଳ କଳାକୃତି ଡେରାଡୁନସ୍ଥିତ ଇଣ୍ଡିଆନ୍‌ ମିଲିଟାରୀ ଏକାଡେମୀ (ଆଇଏମ୍‌ଏ)ରେ ସ୍ଥାନ ପାଇଛି। ନହୁଣି...

ମର୍ନିଂଓ୍ବାକ୍‌ ବେଳେ ଜଣଙ୍କୁ ଗୋଡ଼େଇ ଗୋଡ଼େଇ ମାରିଲା ହାତୀ

କଣିହାଁ,୨୨ା୧୦(ଡି.ଏନ୍‌.ଏ.): ଅନୁଗୋଳ ଜିଲା ତାଳଚେର ରେଞ୍ଜ କଣିହାଁ ବ୍ଲକ ହରିହରପୁର ପଞ୍ଚାୟତ ଏକଘରିଆ ଗ୍ରାମ ନିକଟରେ ତାଳଚେର ପାଳଲହଡ଼ା ମୁଖ୍ୟ ରାସ୍ତାରେ ଶୁକ୍ରବାର ମର୍ନିଂ ଓ୍ବାକ୍‌...

ନାଗରିକତ୍ୱ ସଂଶୋଧନ ବିଧେୟକ: ସମର୍ଥନ କରିବ ବିଜେଡି

ଭୁବନେଶ୍ୱର,୯ା୧୨:(ବ୍ୟୁରୋ): କେନ୍ଦ୍ର ସରକାର ସୋମବାର ପାର୍ଲାମେଣ୍ଟରେ ନାଗରିକତ୍ୱ ସଂଶୋଧନ ବିଧେୟକ-୨୦୧୯ ଆଗତ କରିବାକୁ ଯାଉଛନ୍ତି। ଏହି ବିଧେୟକକୁ ଗୃହୀତ କରିବା ପାଇଁ ଭାଜପା ପକ୍ଷରୁ ଉଭୟ...

ମନେପଡ଼େ କଳାବେଠିଆଙ୍କ ସେବା

ପୁରୀ ଅଫିସ,୧୯।୪: ଶାସ୍ତ୍ରରେ ରହିଛି ରଥେ ତୁ ବାମନଂ ଦୃଷ୍ଟ୍ବା, ପୁନର୍ଜନ୍ମ ନ ବିଦ୍ୟତେ। ଅର୍ଥାତ୍‌ ରଥ ଉପରେ ମହାପ୍ରଭୁଙ୍କୁ ବାମନ ରୂପରେ ଦର୍ଶନ କଲେ...

Advertisement
Archives

Model This Week