ରାଜ୍ୟବାସୀଙ୍କୁ ଓଡ଼ିଆ ନବବର୍ଷର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩ା୪(ବ୍ୟୁରୋ): ଆଜି ହେଉଛି ପଣାସଂକ୍ରାନ୍ତି ବା ଓଡ଼ିଆ ନବବର୍ଷ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଟୁଇଟ୍‌ କରି ଶୁଭେଚ୍ଛା ଜଣାଇଛନ୍ତି। ଏହି ବାର୍ତ୍ତାରେ ସେ ଲେଖିଛନ୍ତି, ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ମହିମାରୁ ପ୍ରତିଟି ଜୀବନ ସୁରକ୍ଷିତ ରହୁ। ମହାମାରୀ କରୋନା ମୁକାବିଲା ପାଇଁ ପ୍ରତ୍ୟେକ ଓଡ଼ିଆଙ୍କୁ ଜଗନ୍ନାଥ ଶକ୍ତି ଦିଅନ୍ତୁ। ରାଜଧାନୀ ପ୍ରତିଷ୍ଠା ଦିବସରେ ମଧ୍ୟ ନବୀନ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ବର୍ତ୍ତମାନ ସମୟରେ କରୋନା ବିରୋଧରେ ଦୃଢ଼ତାର ସହ ଲଢ଼ିବା ପାଇଁ ନବୀନ ରାଜ୍ୟବାସୀଙ୍କୁ ଆହ୍ବାନ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତିନିରଥର ଶୋଭା ବଢାଏ ୯୬ ପିତ୍ତଳ ସାମଗ୍ରୀ

ପୁରୀ ଅଫିସ,୨।୭: ଶ୍ରୀମନ୍ଦିର ସ୍ବତ୍ତ୍ବଲିପି ଅନୁଯାୟୀ ମହାପ୍ରଭୁଙ୍କ ସେବାରେ ୧୧୯ ପ୍ରକାର ସେବକ ଅଛନ୍ତି। ହେଲେ ଏଥିମଧ୍ୟରୁ ଅନେକ ସେବା ପ୍ରାୟ ବନ୍ଦ ହୋଇଯାଇଛି। କିନ୍ତୁ...

ପୂଜା ମଣ୍ଡପରେ ଭକ୍ତଙ୍କୁ ଚାରା ବଣ୍ଟନ

ଭୁବନେଶ୍ୱର, ୭ା୧୦(ବ୍ୟୁରୋ)- ପରିବେଶ ସନ୍ତୁଳନ ରହିଲେ ମାନବଜାତି ଶୃଙ୍ଖଳିତ ଜୀବନଯାପନ କରିପାରିବ। ଏଥିପାଇଁ ପର୍ଯ୍ୟାପ୍ତ ପରିମାଣର ବୃକ୍ଷରୋପଣ ଜରୁରୀ ହୋଇପଡ଼ିଛି। ଏଭଳି ବାର୍ତ୍ତା ଦେଇ ଭକ୍ତଙ୍କୁ...

ବିମାନର ଜରୁରୀ ଅବତରଣ ସତ୍ତ୍ୱେ ଅସୁସ୍ଥ ଯାତ୍ରୀଙ୍କ ମୃତ୍ୟୁ

ଭୁବନେଶ୍ୱର,୮।୯(ବ୍ୟୁରୋ): ଚେନ୍ନାଇରୁ କୋଲକାତା ଯାଉଥିବା ସ୍ପାଇସ-୬୨୩ ଜେଟ୍‌ ବିମାନ ରବିବାର ପୂର୍ବାହ୍ନରେ ଭୁବନେଶ୍ୱର ବିମାନବନ୍ଦରରେ ଜରୁରୀ ଅବତରଣ କରିଛି। ଜଣେ ଯାତ୍ରୀଙ୍କ ଅସୁସ୍ଥତା ଯୋଗୁ ବିମାନଟିକୁ...

ଗୃହ ବିଭାଗ ଯୁଗ୍ମ ସଚିବଙ୍କ ପୁଅ ବୋଲି ଅନୁକମ୍ପା: ଜୟନାରାୟଣ

ସମ୍ବଲପୁର, ୪।୩(ବ୍ୟୁରୋ): ଭିସୁଟ୍‌ ପୁରାତନ ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ମୃତ୍ୟୁ ଘଟଣା ଏବଂ ରାଜ୍ୟରେ ସୃଷ୍ଟି ହୋଇଥିବା ଆଇନଶୃଙ୍ଖଳା ସ୍ଥିତିକୁ ନେଇ ପୋଲିସ ପ୍ରଶାସନ ଉପରେ...

୨୦ରେ ଲଘୁଚାପ!

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ୧୮ତାରିଖ ବେଳକୁ ଉତ୍ତର-ଆଣ୍ଡାମାନ ସାଗର ଏବଂ ତାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ସମୟରେ ଏହା ପଶ୍ଚିମ...

ଛିଣ୍ଡୁନି ଅଙ୍କ: ହାଇକୋର୍ଟରେ ରିଭ୍ୟୁ ପିଟିସନ ଦାଖଲ କଲେ ସୁମିତ

କଟକ ଅଫିସ,୧୧।୧: ବ୍ରହ୍ମପୁର ବ୍ରହ୍ମାନଗରର ବହୁଚର୍ଚ୍ଚିତ ତପସ୍ବିନୀ ଦାଶ-ସୁମିତ ସାହୁଙ୍କ ପାରିବାରିକ ବିବାଦ ମାମଲା ଦିନକୁ ଦିନ ନୂଆ ମୋଡ ନେଉଛି। ଗତ ୪ ତାରିଖରେ...

ପର ଘର ପ୍ରତିବନ୍ଧକ

ବଇଣ୍ଡା,୧୨ା୧୨: ମା’ ପେଟରେ ଥିବା ପିଲାଟି ଯେପରି ଅପପୁଷ୍ଟିର ଶିକାର ନ ହେବ ଏବଂ ଏକ ସୁରକ୍ଷିତ ଭବିଷ୍ୟତ ଦିଗରେ ଅଗ୍ରସର ହେବ ସେଥିପାଇଁ ଅଙ୍ଗନଓ୍ବାଡି...

CORONAVIRUS UPDATE: କରୋନା ନେଲା ଆଉ ଏକ ଜୀବନ; ରାଜ୍ୟରେ ମୃତ୍ୟୁ ସଂଖ୍ୟା ୧୫ରେ ପହଞ୍ଚିଲା

ଭୁବନେଶ୍ୱର, ୨୨।୬(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତରେ ସୋମବାର ଆଉ ଜଣଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଗଞ୍ଜାମ ଜିଲାର ୪୬ ବର୍ଷୀୟ ବ୍ୟକ୍ତି। ଚିକିତ୍ସାଧୀନ ଅବସ୍ଥାରେ...

Advertisement
Archives

Model This Week