ରାଜ୍ୟବାସୀଙ୍କୁ ଓଡ଼ିଆ ନବବର୍ଷର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩ା୪(ବ୍ୟୁରୋ): ଆଜି ହେଉଛି ପଣାସଂକ୍ରାନ୍ତି ବା ଓଡ଼ିଆ ନବବର୍ଷ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଟୁଇଟ୍‌ କରି ଶୁଭେଚ୍ଛା ଜଣାଇଛନ୍ତି। ଏହି ବାର୍ତ୍ତାରେ ସେ ଲେଖିଛନ୍ତି, ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ମହିମାରୁ ପ୍ରତିଟି ଜୀବନ ସୁରକ୍ଷିତ ରହୁ। ମହାମାରୀ କରୋନା ମୁକାବିଲା ପାଇଁ ପ୍ରତ୍ୟେକ ଓଡ଼ିଆଙ୍କୁ ଜଗନ୍ନାଥ ଶକ୍ତି ଦିଅନ୍ତୁ। ରାଜଧାନୀ ପ୍ରତିଷ୍ଠା ଦିବସରେ ମଧ୍ୟ ନବୀନ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ବର୍ତ୍ତମାନ ସମୟରେ କରୋନା ବିରୋଧରେ ଦୃଢ଼ତାର ସହ ଲଢ଼ିବା ପାଇଁ ନବୀନ ରାଜ୍ୟବାସୀଙ୍କୁ ଆହ୍ବାନ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଧାନସଭା ଷ୍ଟାଣ୍ଡିଂ କମିଟି ସଭ୍ୟ ହେଲେ ବିଧାୟିକା

ବରୀ,୪ା୭(ସ୍ବ.ପ୍ର.)- ବରୀ ବିଧାୟିକା ସୁନନ୍ଦା ଦାସଙ୍କୁ ବୁଧବାର ବିଧାନସଭା ଷ୍ଟାଣ୍ଡିଂ କମିଟି ଦାୟିତ୍ୱ ମିଳିଛି। ଏ ନେଇ ବିଧାନସଭା ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇବା ପରେ...

ପୋଲିସକୁ ନ ଜଣାଇ ଜାଳିଦେଲେ ଛାତ୍ରୀଙ୍କ ମୃତଦେହ

ଚିକିଟି,୨ା୪: ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଧାନଘର ଫାଣ୍ଡି ଡାଳପଲଙ୍କ ଅଞ୍ଚଳର ଜଣେ ଦଶମ ଛାତ୍ରୀ ଶୁକ୍ରବାର ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ଆତ୍ମହତ୍ୟାର କାରଣ...

୮ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ୍‌

ପିପିଲି,୨୭ା୬(ଡି.ଏନ୍‌.ଏ.): ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ବିଭିନ୍ନ ଜିଲା ଗସ୍ତ କରି ଶିକ୍ଷା ବ୍ୟବସ୍ଥାର ତଦାରଖ କରୁଛନ୍ତି। ଏହିକ୍ରମରେ ସୋମବାର ସେ...

ଘରୁ ତରକାରି ଆଣି ପିଲା ଖାଇଲେ ମଧ୍ୟାହ୍ନଭୋଜନ

ପଦ୍ମପୁର,୫ା୧(ଡି.ଏନ୍‌.ଏ.)- ପିଲାଙ୍କୁ ବିଦ୍ୟାଳୟ ମୁହାଁ କରିବା ପାଇଁ ସରକାର ମଧ୍ୟାହ୍ନଭୋଜନର ବ୍ୟବସ୍ଥା କରିଛନ୍ତି। ହେଲେ ଏହା ଠିକ୍‌ ଭାବେ କାର୍ଯ୍ୟକାରୀ ହେଉନି। ମଧ୍ୟାହ୍ନଭୋଜନରେ ପିଲାଙ୍କୁ ତରକାରି...

ତହସିଲଦାର ସଫା କଲେ କାର୍ଯ୍ୟାଳୟ ପରିସର

ଶେରଗଡ଼,୯।୭(ଡି.ଏନ.ଏ.) : ଗଞ୍ଜାମ ଜିଲା ଶେରଗଡ଼ ତହସିଲ କାର୍ଯ୍ୟାଳୟ ପରିସରକୁ ମଙ୍ଗଳବାର କର୍ମଚାରୀମାନେ ମିଶି ସଫା କରିଛନ୍ତି। ଏହାକୁ ତହସିଲଦାର ଡ଼. ଦୟାସିନ୍ଧୁ ପରିଡା ସଫା...

ଗଛରେ ପିଟିହେଲା କାର୍‌: ଚାଲିଗଲା ୨ ସାଙ୍ଗଙ୍କ ଜୀବନ

ନବରଙ୍ଗପୁର,୧୮।୩(ବି.ପ୍ର.): ନବରଙ୍ଗପୁର ଜିଲା କୁର୍ଲୁ ଘାଟିରେ ଶୁକ୍ରବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ କାର୍‌ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱ ଏକ ଗଛରେ...

୧୫ରୁ ହାଇକୋର୍ଟରେ ସିଧାସଳଖ ଶୁଣାଣି

କଟକ ଅଫିସ,୧୨।୨: ଆସନ୍ତା ୧୫ ତାରିଖରୁ ହାଇକୋର୍ଟ ସ୍ବାଭାବିକ ଭାବେ କାର୍ଯ୍ୟ କରିବ। କରୋନା ମହାମାରୀ ଯୋଗୁ ହାଇକୋର୍ଟରେ ବିଭିନ୍ନ ମାମଲାର ଶୁଣାଣି ଭର୍ଚୁଆଲ ମାଧ୍ୟମରେ...

କାଠ ସଂଗ୍ରହ ବେଳେ ଜଙ୍ଗଲରେ ମହିଳାଙ୍କୁ ବଳାତ୍କାର

ଅମରପାଲି,୧୨ା୧୧(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ଅଞ୍ଚଳରେ ଜଣେ ବିବାହିତା ମହିଳାଙ୍କୁ ବଳାତ୍କାର କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହି ଘଟଣାରେ କୁମରକେଲି ଅଞ୍ଚଳର ଜଣେ...

Advertisement
Archives

Model This Week