ଆଉ ୩୦ କରୋନା ଆକ୍ରାନ୍ତ ସୁସ୍ଥ, ସଂଖ୍ୟା ଛୁଇଁଲା ୧୯୬

ଭୁବନେଶ୍ୱର,୧୬ା୫(ବ୍ୟୁରୋ): ରାଜ୍ୟବାସୀଙ୍କ ପାଇଁ ପୁଣି ଖୁସି ଖବର ଆସିଛି। ଶନିବାର ଆଉ ୩୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଅଦ୍ୟାବଧି  ୧୯୬ ଜଣ ସୁସ୍ଥ ହୋଇସାରିଲେଣି। ଏନେଇ ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର ସୂଚନା ଦେଇଛନ୍ତି । ସ୍ଥାନୀୟ ଗୀତ ଗୋବିନ୍ଦ ସଦନରେ ଅନୁଷ୍ଠିତ ଏକ ଖବରଦାତା ସମ୍ମିଳନୀରେ ସେ କହିଛନ୍ତି, ରାଜ୍ୟରେ ଶୁକ୍ରବାର ସୁଦ୍ଧା ୮୬ ହଜାର ୧୪୦ଟି ନମୁନା ପରୀକ୍ଷା ହୋଇଥିଲା। ଏଥିରୁ ୭୩୭ଟି ନମୁନା ପଜିଟିଭ୍‌ ଚିହ୍ନଟ ହୋଇଛି। ୧୯୬ ଜଣ ସୁସ୍ଥ ହୋଇଥିବା ବେଳେ ୫୩୮ ଚିକିତ୍ସିତ ହେଉଛନ୍ତି। ୩ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖସି ପଳାଇଲେ ମୋଷ୍ଟ ୱାଣ୍ଟେଡ ବ୍ରାଉନସୁଗର ବେପାରୀ

ଭୁବନେଶ୍ୱର,୩୦।୧୧(ବ୍ୟୁରୋ): ଓଡିଶା କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍‌ଟିଏଫ୍‌) ପଶ୍ଚିମବଙ୍ଗ ପୋଲିସ ସହାୟତାରେ ଅନ୍ତର୍ଜାତୀୟ ବ୍ରାଉସୁଗର୍‌ ବେପାରୀଙ୍କ ଘରେ ଚଢାଉ କରିଥିଲା। ପଶ୍ଚିମବଙ୍ଗ ମୁର୍ସିଦାବାଦ ଜିଲା...

କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀଙ୍କୁ ଭାଜପା ଏମ୍‌ପିମାନଙ୍କ ଅନୁରୋଧ: ଶ୍ରୀମନ୍ଦିର, ସୂର୍ଯ୍ୟମନ୍ଦିରକୁ ଆଦର୍ଶ ପର୍ଯ୍ୟଟନସ୍ଥଳୀ ମାନ୍ୟତା ଦିଅ

ଭୁବନେଶ୍ୱର,୧୦ା୮(ବ୍ୟୁରୋ) : କଳା, ସଂସ୍କୃତି ଓ ପର୍ଯ୍ୟଟନର ଭୂମି ଓଡ଼ିଶା। ଐତିହ୍ୟ ଓ କାରୁକାର୍ଯ୍ୟରେ ପ୍ରସିଦ୍ଧି ଲାଭ କରିଥିବା କୋଣାର୍କ ସୂର୍ଯ୍ୟମନ୍ଦିର ଏବଂ ଜଗନ୍ନାଥ ଧାମ୍‌...

ଟିକା ନ ଆସିବା ପର୍ଯ୍ୟନ୍ତ କୋହଳ ହେବନି କଟକଣା: ମୋଦି

ନୂଆଦିଲ୍ଲୀ, ୧୨।୯: ଦେଶରେ କରୋନା ସଂକ୍ରମଣ ବଢ଼ିଚାଲିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସଂକ୍ରମଣରୁ ଦୂରେଇ ରହିବା ପାଇଁ ଘୋଷଣା କରାଯାଇଥିବା ମାର୍ଗଦର୍ଶିକା ପାଳନ କରିବା ଲାଗି...

ଆରମ୍ଭ ହେଲା ଓଜେଇଇ କାଉନସେଲିଂ

ଭୁବନେଶ୍ୱର,୧୭।୧୦: ଓଡ଼ିଶା ମିଳିତ ପ୍ରବେଶିକା ପରୀକ୍ଷା(ଓଜେଇଇ) ୨୦୨୧ବର୍ଷର ରବିବାରଠୁ ଆରମ୍ଭ ହୋଇଛି। ଏହା ଅପରାହ୍ନରୁ ଆରମ୍ଭ ହୋଇଛି। ବିଟେକ୍‌, ବିଆର୍କ, ବିପ୍ଲାନ୍‌, ବିସିଏଟି ଓ ଇଣ୍ଟିଗ୍ରେଟେଡ୍‌...

ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଲମ୍ବା ଧାଡ଼ି

ବନ୍ତ,୩୦।୩(ଡି.ଏନ୍‌.ଏ.): କରୋନା କଟକଣା ପରେ ଭଦ୍ରକ ଜିଲା ବନ୍ତ ସଦର ମହକୁମାରେ ଅବସ୍ଥିତ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଲୋକଙ୍କ ଭିଡ଼ ଦେଖିବାକୁ ମିଳିଛି। ସକାଳୁ ଲୋକମାନେ ଡାକ୍ତରଖାନା...

ମୋଦିଙ୍କ ଶାସନରେ ଗରିବ ଲାଭାନ୍ବିତ: ଧର୍ମେନ୍ଦ୍ର

ଭୁବନେଶ୍ୱର, ୧୫।୯(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନରେ ଗରିବମାନେ ସର୍ବାଧିକ ଲାଭାନ୍ବିତ ହୋଇଛନ୍ତି। ଭୁବନେଶ୍ୱରଠାରେ ଶନିବାର ମୋଦିଙ୍କ ଜନ୍ମ ସପ୍ତାହ ଅବସରରେ ଭାଜପା ପକ୍ଷରୁ ଆୟୋଜିତ...

ଡାକ୍ତରୀ ପାଠ୍ୟକ୍ରମ: ଆଜି ସରିବ ପ୍ରଥମ ପର୍ଯ୍ୟାୟ ନାମଲେଖା

ଭୁବନେଶ୍ୱର, ୧୩।୨(ବ୍ୟୁରୋ): ରାଜ୍ୟରେ ଡାକ୍ତରୀ ପାଠ୍ୟକ୍ରମରେ ନାମଲେଖା ପାଇଁ ପ୍ରଥମ ପର୍ଯ୍ୟାୟ କାଉନ୍‌ସେଲିଂ ପ୍ରକ୍ରିୟା ଚାଲିଛି। ଗତ ୮ ତାରିଖରୁ ଆରମ୍ଭ ହୋଇଥିବା ଏହି ପର୍ଯ୍ୟାୟ...

ଶାହାଙ୍କ ସହ କଥା ହେଲେ ନବୀନ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୫ା୨(ବ୍ୟୁରୋ): ୟୁକ୍ରେନରେ ଫସି ରହିଥିବା ଓଡ଼ିଆମାନଙ୍କୁ ଉଦ୍ଧାର  ପାଇଁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ସହ ଫୋନ୍‌ ଯୋଗେ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।...

Advertisement
Archives

Model This Week