ରାଜ୍ୟରୁ ପୁଣି ୬୬ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୧।୮(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁ ସଂଖ୍ୟା କମିବାର ନାଁ ନେଉନି। ଶନିବାର କରୋନା ଆଉ ୬୬ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୭,୨୮୯କୁ ବୃଦ୍ଧି ପାଇଛି। ୬୬ ମୃତକଙ୍କ ମଧ୍ୟରୁ କଟକରୁ ଜଗତସିଂହପୁର ଜିଲାରୁ ସର୍ବାଧିକ ୧୧ ଜଣ ଥିବା ବେଳେ କଟକରୁ ୧୦, ଢେଙ୍କାନାଳରୁ ୮, କେନ୍ଦ୍ରାପଡ଼ାରୁ ୭, ଅନୁଗୋଳ ଓ ଯାଜପୁରରୁ ୬ ଜଣ ଲେଖାଏ, ଭଦ୍ରକରୁ ୫, ବାଲେଶ୍ୱରରୁ ୪, ଖୋର୍ଦ୍ଧାରୁ ୩ ଏବଂ କେନ୍ଦୁଝର, ମୟୂରଭଞ୍ଜ ଓ ନୟାଗଡ଼ ଜିଲାରୁ ୨ ଜଣ ଲେଖାଏ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକଳ୍ପ ତଦାରଖକୁ ଜୋର୍‌ଦାର କରିବ ‘ମୋ ସ୍କୁଲ’

ଭୁବନେଶ୍ୱର, ୫।୩(ବ୍ୟୁରୋ):ସରକାରୀ ବିଦ୍ୟାଳୟଗୁଡ଼ିକର ଭିତ୍ତିଭୂମି ଉନ୍ନତି ପାଇଁ କାର୍ଯ୍ୟ କରୁଥିବା ‘ମୋ ସ୍କୁଲ୍‌’ ଅଭିଯାନକୁ ବ୍ୟାପକ କରାଯାଇଛି। ଏହା ମାଧ୍ୟମରେ ୨୫,୫୨୦ ବିଦ୍ୟାଳୟ ଯୋଡ଼ି ହୋଇଛି।...

ବିଦ୍ୟୁତ୍‌ ନେଲା ୬ ଜୀବନ

ବିଦ୍ୟୁତ୍‌ ତାରରେ ଛନ୍ଦି ହୋଇ ଦମ୍ପତି ମୃତ ଲୋଇସିଂହା,୫।୯(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ଆଗଲପୁର ଗ୍ରାମରେ ବୁଧବାର ସକାଳେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି...

ମୂର୍ତ୍ତି ଉଚ୍ଚତା ବିବାଦ: ଆବେଦନ ଖାରଜ କଲେ ହାଇକୋର୍ଟ

କଟକ ଅଫିସ,୧୭ା୯: ଦଶହରାରେ ମା’ ଦୁର୍ଗାଙ୍କ ମୂର୍ତ୍ତି ଉଚ୍ଚତା ବିବାଦର ରାୟ ଆଜି ପ୍ରକାଶ ପାଇଛି। ମୂର୍ତ୍ତି ଉଚ୍ଚତା ବୃଦ୍ଧିକୁ ନେଇ ହୋଇଥିବା ଆବେଦନକୁ ହାଇକୋର୍ଟ...

ଓଡ଼ିଶାରେ ୬ଷ୍ଠ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୩।୪(ବ୍ୟୁରୋ): ଓଡ଼ିଶାରେ ୬ଷ୍ଠ କରୋନା ଆକ୍ରାନ୍ତ ଶୁକ୍ରବାର ଚିହ୍ନଟ ହୋଇଛନ୍ତି। ସେ କଟକର ହୋଇଥିବା ବେଳେ ଦିଲ୍ଲୀ ଗସ୍ତ କରିଥିଲେ। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ...

ଛାତ୍ରୀଛାତ୍ରଙ୍କୁ ଜୀବନଗାଥା ଶୁଣାଇଲେ ଦିଲ୍ଲୀ ଶିଳ୍ପୀ

ପୁରୁଣା ଭୁବନେଶ୍ୱର,୨୪।୯(ଡି.ଏନ୍‌.ଏ): କଳାକୁ ଜୀବନ ଓ ଜୀବିକା କରି ଆଗକୁ ବଢିବା ପାଇଁ କେତେଜଣ ଶିଳ୍ପୀ ହିଁ ବ୍ରତ ବୋଲି ଭାବିଥାନ୍ତି। ସେହିପରି ଦିଲ୍ଲୀର ଶିଳ୍ପୀ...

ରାଜ୍ୟ ସଂଗ୍ରହାଳୟରେ ପ୍ରଦର୍ଶିତ ହେଲା କଳ୍ପନାଙ୍କ ସ୍ମୃତି

ଭୁବନେଶ୍ୱର,୨୯ା୫(ବ୍ୟୁରୋ): ରାଜ୍ୟ ସଂଗ୍ରହାଳୟରେ ସ୍ଥାନ ପାଇଛି ପର୍ବତାରୋହୀ ତଥା ଏଭରେଷ୍ଟ ବିଜୟିନୀ ସ୍ବର୍ଗତା କଳ୍ପନା ଦାସଙ୍କ ସ୍ମୃତି। ୨୦୦୮ରେ କଳ୍ପନା ଏଭରେଷ୍ଟ ଚଢିଥିବାବେଳେ ଯେଉଁ ପୋଷାକ...

ମହେନ୍ଦ୍ରଗିରିରେ ବିନା ଭକ୍ତରେ ଶିବରାତ୍ରି

ପାରଳାଖେମୁଣ୍ଡି,୨।୩ ଗଜପତି ଜିଲାର ମହେନ୍ଦ୍ରଗିରି ପାହାଡ଼ରେ ଚଳିତବର୍ଷ ମଧ୍ୟ ବିନା ଭକ୍ତରେ ଶିବରାତ୍ରି ଓ ଜାଗର ଯାତ୍ରା ପାଳନ କରାଯାଇଛି । ପରମ୍ପରା ଅନୁସାରେ, ମହାଶିବରାତ୍ରି...

ରାଜ୍ୟରୁ ପୁଣି ୩ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୭।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ଆଉ ୩ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮,୪୦୬କୁ ବୃଦ୍ଧି ପାଇଛି। ୩ ମୃତକଙ୍କ ମଧ୍ୟରେ...

Advertisement
Archives

Model This Week