ରାଜ୍ୟରେ ଆଉ ଏକ କରୋନା ଆକ୍ରାନ୍ତ ଚିହ୍ନଟ: କଳାହାଣ୍ଡିରେ ପ୍ରଥମ କରୋନା ପଜିଟିଭ

ଭୁବନେଶ୍ୱର, ୪।୩(ବ୍ୟୁରୋ): ରାଜ୍ୟରେ ଆଉ ଏକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। କଳାହାଣ୍ଡି ଜିଲ୍ଲାର ୨୯ବର୍ଷୀୟ ଯୁବକ କରୋନା ଭୁତାଣୁରେ ସଂକ୍ରମିତ ହୋଇଛନ୍ତି। ସେ ବହାରିନରୁ ଫେରିଥିବା ଜଣାପଡ଼ିଛି। ଏହି ଆକ୍ରାନ୍ତଙ୍କ ସଂସ୍ପର୍ଶରେ କିଏ ଆସିଛନ୍ତି, ତାଙ୍କୁ ବର୍ତ୍ତମାନ ଟ୍ରେସ କରାଯାଉଛି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ଆକ୍ରାନ୍ତଙ୍କ ସଂଖ୍ୟା ୨୧ରେ ପହଞ୍ଚିଛି। ଏ ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ କଳାହାଣ୍ଡିରେ କରୋନା ଆକ୍ରାନ୍ତ ପ୍ରଥମ ଘଟଣା।
ଶନିବାର ମୋଟ ୩୦୪ଟି ନମୂନା ପରୀକ୍ଷା ହୋଇଥିଲା। ସେଥିମଧ୍ୟରୁ ଆରଏମଆରସିରେ ୨୨୩, ଏମ୍ସରେ ୩୮ ଓ କଟକ ଏସସିବିରେ ୪୩ଟି ନମୂନା ପରୀକ୍ଷା ହୋଇଥିଲା। ସେଥିରୁ ଗୋଟିଏ ପଜିଟିଭ ଆସିଥିବା ବେଳେ ବାକି ସବୁର ରିପୋର୍ଟ ନେଗେଟିଭ ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ମତ୍ସ୍ୟ ଅବତାର ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମହାପ୍ରଭୁ ଜଗନ୍ନାଥ

ରିଷିଡ଼ା,୧୭ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସ୍ଥାନରେ ଗୁରୁବାର ରଥଯାତ୍ରା ଶାନ୍ତିପୂର୍ଣ୍ଣ ଭାବେ ପାଳିତ ହୋଇଯାଇଛି। ସେହିପରି ବ୍ଲକର ରିଷଡ଼ା, ଟକାରୁମାଲ, ରେଗଡ଼ା, ତେରେସିଙ୍ଗା,…

ଦେଶରେ ପ୍ରଥମ ହାଇଡ୍ରୋଜେନ୍‌ ଟ୍ରେନ୍‌ର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ, ଜାଣନ୍ତୁ କେତେ ଖାସ୍‌ ଏହି ଟ୍ରେନ୍‌

ୂଆଦିଲ୍ଲୀ,୧୭।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଦେଶରେ ନିର୍ମିିତ ପ୍ରଥମ ହାଇଡ୍ରୋଜେନ୍‌ ଫ୍ୟୁଏଲ ସେଲ ଟ୍ରେନ୍‌କୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଏହା ସହିତ ଭାରତ…

ସୋନମ ୱାଙ୍ଗଚୁକଙ୍କ ବିସ୍ଫୋରକ ବୟାନ, ‘ପଦଯାତ୍ରା ସଫଳ ନ ହେଲେ, ମୁଁ ଭୂତ ହୋଇ…’

ନୂଆଦିଲ୍ଲୀ,୧୭।୭: NEET ପେପର ଲିକ୍‌ ଏବଂ ପରୀକ୍ଷା ପ୍ରଣାଳୀରେ ହୋଇଥିବା କଥିତ ଅନିୟମିତତା ପ୍ରତିବାଦରେ ସାମାଜିକ କର୍ମୀ ସୋନମ ୱାଙ୍ଗଚୁକଙ୍କ ଅନଶନ ଶୁକ୍ରବାର ୨୦ତମ ଦିନରେ ପ୍ରବେଶ…

‘ମହାପ୍ରଭୁ ଜଗନ୍ନାଥ’ ଆନିମେସନ ଫିଲ୍ମ ରିଲିଜ ରୋକ ଲଗାଇଲେ ସୁପ୍ରିମକୋର୍ଟ

ଭୁବନେଶ୍ୱର,୧୭।୭: ‘ମହାପ୍ରଭୁ ଜଗନ୍ନାଥ’ ଆନିମେସନ ଫିଲ୍ମ ରିଲିଜ ଉପରେ ଅଙ୍କୁଶ ଲାଗିଛି। ହାଇକୋର୍ଟଙ୍କ ଅନ୍ତରୀଣ ରାୟକୁ ସୁପ୍ରିମକୋର୍ଟ କାଏମ ରଖିଛନ୍ତି। ରଥଯାତ୍ରା ନ ସରିବା ଯାଏ ଫିଲ୍ମ…

ବାର୍‌ହା ଆତଙ୍କ: ଘରେ ପଶି ଗୋଡ଼ାଇ ଗୋଡ଼ାଇ କଲା ଆକ୍ରମଣ, ୫ ଲହୁଲୁହାଣ

ମହାକାଳପଡ଼ା,୧୭ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବରକନ୍ଧା ପଞ୍ଚାୟତର ସାଠିଏବାଟି ଗ୍ରାମରେ ଶୁକ୍ରବାର ସକାଳୁ ଜଙ୍ଗଲୀ ବାର୍‌ହା ଆତଙ୍କ ସୃଷ୍ଟି କରିଛି। ବାର୍‌ହା ଆକ୍ରମଣରେ…

ରେଳ ବିଭାଗର ବଡ଼ ଅପ୍‌ଡେଟ୍‌: ଜୁଲାଇ ୨୦ରେ ଏସବୁ ରୁଟ୍‌ରେ ଟ୍ରେନ୍‌ ବାତିଲ, ଯାଞ୍ଚ୍‌ କରିନିଅନ୍ତୁ ସ୍ଥିତି…

ନୂଆଦିଲ୍ଲୀ,୧୭ା୭: ପ୍ରତ୍ୟେକ ଟ୍ରେନ୍‌ ଯାତ୍ରୀ ଜାଣିଛନ୍ତି ଗୋଟିଏ ଟିକେଟ୍‌ କନ୍‌ଫର୍ମ ହେବା କେତେ କଷ୍ଟକର। କନ୍‌ଫର୍ମ ଟିକେଟଗୁଡ଼ିକ ଆର୍‌ଏସି କିମ୍ବା ଓ୍ବେଟିଂ ଲିଷ୍ଟକୁ ଟ୍ରାନ୍ସଫର କରାଯାଏ। ବହୁ…

ମର୍ମନ୍ତୁଦ ଦୁର୍ଘଟଣା; ସ୍କୁଲ ଭ୍ୟାନକୁ ପିଟିଲା ପାସେଞ୍ଜର ଟ୍ରେନ, ୨ ଛାତ୍ରଙ୍କ ସମେତ ୩ ମୃତ

କୋଲକାତା,୧୭।୭:ପଶ୍ଚିମବଙ୍ଗର ମୁର୍ଶିଦାବାଦ ବରହମପୁରରେ ଏକ ବଡ଼ ଟ୍ରେନ ଦୁର୍ଘଟଣା ଘଟିଛି । ପିଲାମାନଙ୍କୁ ନେଇ ଯାଉଥିବା ଏକ ସ୍କୁଲ ଭ୍ୟାନକୁ ଧକ୍କା ଦେଲା ଟ୍ରେନ୍ । ଏହି…

ଦେଶର ପ୍ରଥମ ହାଇଡ୍ରୋଜେନ୍‌ ଟ୍ରେନକୁ ସବୁଜ ପତାକା ଦେଖାଇବେ ପିଏମ ମୋଦି; ଏହି ସବୁ ରୁଟ୍‌ରେ ଚାଲିବ…

ନୂଆଦିଲ୍ଲୀ,୧୭।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ହରିୟାଣାର ଜିନ୍ଦଠାରୁ ଦେଶର ପ୍ରଥମ ହାଇଡ୍ରୋଜେନ୍‌ ଟ୍ରେନର ଶୁଭାରମ୍ଭ କରିବେ। ଏହାସହ ଭାରତ ବିଶ୍ୱର ସେହି କେତେକ ସୀମିତ ଦେଶଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri