ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ: ମୋଟ ଆରୋଗ୍ୟ ସଂଖ୍ୟା ୬୨ରେ ପହଞ୍ଚିଲା

ଭୁବନେଶ୍ୱର,୭।୫(ବ୍ୟୁରୋ): ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ବ୍ୟକ୍ତି ସୁସ୍ଥ ହୋଇଛନ୍ତି। ସେ ଭୁବନେଶ୍ୱରର ବୋଲି ଜଣାପଡ଼ିଛିି। ତେବେ ତାଙ୍କୁ ମିଶାଇ ରାଜ୍ୟରେ ୬୨ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

 

 

ପ୍ରକାଶ ଯେ, ଗୁରୁବାର ଅପରାହ୍ନ ସୁଦ୍ଧା ରାଜ୍ୟରେ ୨୦୫ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୪୨ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୬୨ଜଣ ସୁସ୍ଥ ହୋଇଛନ୍ତି। ସେହିଭଳି ୨ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରର ତାଗିଦ ପରେ ଉତ୍ତର ରଖିଲା ସ୍ବାସ୍ଥ୍ୟ ବିଭାଗ

ଭୁବନେଶ୍ୱର, ୫।୧୨(ବ୍ୟୁରୋ): ଓଡ଼ିଶାରେ ଟେଷ୍ଟିଂ କମିବା ଓ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାକୁ ନେଇ ଶନିବାର କେନ୍ଦ୍ର ସରକାର ଉଦବେଗ୍‌ ପ୍ରକାଶ କରିବା ପରେ ରବିବାର...

ତଦନ୍ତ ପାଇଁ ବାଙ୍ଗାଲୋର ଯିବ କ୍ରାଇମ୍‌ବ୍ରାଞ୍ଚ ଟିମ୍‌

ଭୁବନେଶ୍ୱର,୧୩।୧୧(ବ୍ୟୁରୋ): ଓଡ଼ିଶା କମ୍ପ୍ୟୁଟର ଆପ୍ଲିକେଶନ ସେଣ୍ଟର (ଓକାକ୍‌) ସିଇଓ ତଥା ରାଜ୍ୟ ଇଲେକ୍ଟ୍ରୋନିକ୍ସ ଆଣ୍ଡ୍‌ ଆଇଟି ବିଭାଗର ଅତିରିକ୍ତ ସଚିବ ମନୋଜ କୁମାର ପଟ୍ଟନାୟକଙ୍କ ହ୍ବାଟ୍ସଆପ୍‌...

କରୋନାରେ ଆଖିବୁଜିଲେ ପୂର୍ବତନ ଏମ୍‌ପି

ଫୁଲବାଣୀ ଅଫିସ,୨୬।୪: କନ୍ଧମାଳ ଜିଲାର ପୂର୍ବତନ ଏମ୍‌ପି ସୁଗ୍ରୀବ ସିଂଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୫୮ ବର୍ଷ ହୋଇଥିଲା। ମିଳିଥିବା ସୂଚନା ଅନୁସାରେ,...

ଆଜି ବାହୁଡ଼ା ଯାତ୍ରା : ପହଣ୍ଡି ପରେ ରଥାରୂଢ଼ ହେଲେ ପ୍ରଭୁ ସୁଦର୍ଶନ

ପୁରୀ ଅଫିସ,୧୨।୭: ଆଜି ଶ୍ରୀଜୀଉଙ୍କ ବାହୁଡ଼ା ଯାତ୍ରା। ଜନ୍ମବେଦିରୁ ରତ୍ନବେଦିକୁ ବାହୁଡ଼ିବେ ତିନିଠାକୁର। ଏନେଇ ପ୍ରଥମେ ମହାପ୍ରଭୁ ସୁଦର୍ଶନଙ୍କ ପହଣ୍ଡି ଆରମ୍ଭ ହୋଇଥିଲା। ପୂର୍ବାହ୍ନ ୯.୧୫ରେ...

ଗୀତ ଗାଇବା ନଁ।ରେ ବାର୍‌ରେ ନୃତ୍ୟ ପ୍ରଦର୍ଶନ: ୧୦ ବାର୍‌ରେ ପୋଲିସ ଚଢ଼ାଉ, ୩୦ ଯୁବତୀ ଅଟକ

କଟକ ରୋଡ,୨୭ା୭(ଡି.ଏନ୍‌.ଏ.): ରାଜଧାନୀର ଅଧିକାଂଶ ବାରରେ ଯୁବତୀ ଗୀତ ଗାଇବା ପାଇଁ କେତେଜଣ ବାର ମାଲିକ ଅନୁମତି ପାଇଛନ୍ତି। କିନ୍ତୁ ଏଭଳିସ୍ଥଳେ ଗୀତ ଗାଇବା ନଁ।ରେ...

‘ଓ୍ବାନ୍‌ ନେଶନ୍‌, ଓ୍ବାନ୍‌ ରାଶନ’

ଭୁବନେଶ୍ୱର,୩୦।୭(ବ୍ୟୁରୋ): ଓଡ଼ିଶାର ସବୁ ଜିଲାରେ ଗୁରୁବାରଠାରୁ ଓ୍ବାନ୍‌ ନେଶନ୍‌, ଓ୍ବାନ୍‌ ରାଶନ (ଗୋଟିଏ ଦେଶ, ଗୋଟିଏ ରାଶନ) କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଏହାଦ୍ବାରା ରାଜ୍ୟ ବାହାରର...

ଜାହାଜରୁ ଖସିପଡ଼ିଲେ ୩ ନାବିକ

ପାରାଦୀପ,୨୩ା୧୦(ସ୍ବ.ପ୍ର.):ପାରାଦୀପ ବନ୍ଦର ନିକଟସ୍ଥ ଆଙ୍କରେଜ ଅଞ୍ଚଳ ସମୁଦ୍ରରେ ଗୁରୁବାର ଅପରାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ମାଲ୍ଟା ଫ୍ଲାଗ୍‌ ବହନକାରୀ ଲୁହାପଥର ପରିବହନ କରିବାକୁ ବାଂଲାଦେଶରୁ...

ବାଲି ପରିବହନକାରୀ-ଗ୍ରାମବାସୀଙ୍କ ସଂଘର୍ଷ

ଜଳେଶ୍ୱର,୧୬।୭(ଡି.ଏନ.ଏ.)- ବାଲେଶ୍ୱର ଜିଲା ଜଳେଶ୍ୱର ଥାନା ଶିଖରପୁର ପଞ୍ଚାୟତ ଅନ୍ତର୍ଗତ କଲୋନୀସାହି ନିକଟସ୍ଥ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଅହୋରାତ୍ର ଶତାଧିକ ଟ୍ରାକ୍ଟର ଓ ଡମ୍ପର ଯୋଗେ...

Advertisement
Archives

Model This Week