ଭୁବନେଶ୍ୱର, ୮।୫(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେ ରାଉରକେଲାର ବୋଲି ଜଣାପଡ଼ିଛି। ତେବେ ଏହାକୁ ମିଶାଇ ରାଜ୍ୟରେ ୬୩ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।
ଭୁବନେଶ୍ୱର, ୮।୫(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେ ରାଉରକେଲାର ବୋଲି ଜଣାପଡ଼ିଛି। ତେବେ ଏହାକୁ ମିଶାଇ ରାଜ୍ୟରେ ୬୩ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।
ତେହରାନ,୯।୭: ଇରାନ-ଆମେରିକା ବିବାଦରେ ଏକ ସ୍ବତନ୍ତ୍ର ନମୁନା ଦେଖାଦେଇଛି: ଯେତେବେଳେ ବି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ବିରୁଦ୍ଧରେ ଏକ କଡ଼ା ବିବୃତ୍ତି ଦିଅନ୍ତି, ସେତେବେଳେ…
ଵ୍ରହ୍ମପୁର,୯।୭(ସୁବାସ ଚନ୍ଦ୍ର ପାଢ଼ୀ): ଶାଶୁ ଘରେ ଆତ୍ମାହୁତି ଉଦ୍ୟମ କଲେ ମହିଳା । ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ନିମଖଣ୍ଡି ଥାନା…
ଛତ୍ରପୁର,୯।୭(ଦିଲ୍ଲୀପି ସାମଲ): ଭାରତୀୟ ମଜଦୁର ସଂଘ ଅନୁମୋଦିତ ଓଡ଼ିଶା ରାଜ୍ୟ ଆଶାକର୍ମୀ ସଂଘ ଗଞ୍ଜାମ ଜିଲା ପକ୍ଷରୁ ୯ ଦଫା ଦାବି ନେଇ ଗୁରୁବାର ଗଞ୍ଜାମ ଜିଲାପାଳଙ୍କ…
ଭୋଗରାଇ,୯।୭(ପ୍ରଦୀପ ଦାସ): ଲଘୁଚାପ କାରଣରୁ ସମୁଦ୍ର ଅଶାନ୍ତ ରହିଛି । ଏଭକି ସ୍ଥିତିରେ ଓଡିଶା ସୀମାନ୍ତ ପଶ୍ଚିମବଙ୍ଗ ଶଙ୍କରପୁର ମତ୍ସ୍ୟ ଅବତରଣ କେନ୍ଦ୍ରରୁ ମା କାଳୀ ନାମକ…
କଟକ,୯।୭(ପ୍ରଭୁକଲ୍ୟାଣ ପାଲ୍): ପୁଣି ଦୁର୍ଘଟଣା କଲା ଆମ ବସ୍ । କଟକ ବାଦାମବାଡ଼ି ମଲାଚଣ୍ଡିଆ ଛକ ନିକଟରେ ଏକ ବାଇକ ଉପରେ ଚଢ଼ିଲା ଆମ ବସ୍ ।…
ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ କାର୍ଯ୍ୟରତ ଆଶାକର୍ମୀଙ୍କ ପ୍ରତି ସରକାର ଅଣଦେଖା ମନୋଭାବ ପୋଷଣ କରୁଛନ୍ତି । ଏଭଳି ଅଭିଯୋଗ ଆଣି ଗୁରୁବାର ଜିଲାପାଳଙ୍କ କାର୍ଯ୍ୟାଳୟରେ ରଣହୁଙ୍କାର ଦେଇଛନ୍ତି…
ମେଲବୋର୍ନ,୯।୭: ଅଷ୍ଟ୍ରେଲିଆରେ ପହଞ୍ଚିବା ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଲବୋର୍ନରେ ତାଙ୍କ ଭାଷଣ ସମୟରେ କ୍ରିକେଟ ବିଷୟ ଉଠାଇ ପରିବେଶକୁ ହାଲୁକା କରିଥିଲେ। ଏକ ମିଳିତ ପ୍ରେସ…
ଛତ୍ରପୁର,୯।୭(ଦିଲ୍ଲୀପ ସାମଲ): ରୋଗୀଙ୍କ ନିରୋଗ ସ୍ବାସ୍ଥ୍ୟ କାମନା ନିମନ୍ତେ ଅଗ୍ରପୂଜ୍ୟ ମହାପ୍ରଭୁ ଶ୍ରୀ ଗଣେଶଙ୍କ ମୂର୍ତ୍ତୀ ଗୁରୁବାର ସ୍ଥାନୀୟ ଉପକଣ୍ଠ ଚିକିତ୍ସାଳୟରେ ପ୍ରତିଷ୍ଠା କରାଯାଇଛି। ଏହି ଅବସରରେ…