CORONAVIRUS UPDATE: ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ମୃତ

ଭୁବନେଶ୍ୱର,୨୧।୫: ରାଜ୍ୟରେ ଗୁରୁବାର ସକାଳେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ୮୫ ବର୍ଷୀୟ ହୋଇଥିବା ବେଳେ ସେ ସୁରଟ ଫେରନ୍ତା ବୋଲି ଜଣାପଡ଼ିଛିି।  ତେବେ ଏହାକୁ ମିଶାଇ ଗଞ୍ଜାମରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩ରେ ପହଞ୍ଚିଥିବା ବେଳେ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୭ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱରରେ ୧.୪% ଲୋକଙ୍କ ଶରୀରରେ ଆଣ୍ଟିବଡି ସୃଷ୍ଟି

ଭୁବନେଶ୍ୱର, ୩।୮(ବ୍ୟୁରୋ)-ଭୁବନେଶ୍ୱରରେ ସେରୋଲୋଜିକାଲ୍‌ ସର୍ଭେ ସରିଛି। ଏଠାରେ ୧.୪% ଲୋକଙ୍କ ଦେହରେ ରୋଗ ପ୍ରତିରୋଧକ ଶକ୍ତି ବା ଆଣ୍ଟିବଡି ସୃଷ୍ଟି ହୋଇଛି। ଏନେଇ ସୋମବାର ଭୁବନେଶ୍ୱର...

ଦୋଷ ଲୁଚାଇବାକୁ ଅପଚେଷ୍ଟା: ବିରୋଧୀ

ଭୁବନେଶ୍ୱର,୧୨୭(ବ୍ୟୁରୋ): ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତିଙ୍କ ଆତ୍ମହତ୍ୟା ଘଟଣାରେ ତାଙ୍କ ମା’ଙ୍କ ସମେତ ଧାରଣାରେ ବସିଥିବା ଅନ୍ୟମାନଙ୍କୁ ସୋମବାର ପୋଲିସ ଘୋଷାରି ଘୋଷାରି ନେଇ...

ଗୋଟିଏ ଏଫ୍‌-୩୫ ଯୁଦ୍ଧ ବିମାନ ବଦଳରେ କିଣାଯାଇ ପାରିବ ୩୨୪୪ ଆଇସିୟୁ ଶଯ୍ୟା: ଭାରତର ପ୍ରତିରକ୍ଷା ଖର୍ଚ୍ଚ ୫.୪ ଲକ୍ଷ କୋଟି

ଷ୍ଟକ୍‌ହୋମ୍‌,୩୦।୪: କରୋନା ସଂକ୍ରମଣ ନେଇ ପୃଥିବୀରେ ସଙ୍କଟ ଜନକ ସ୍ଥିତି ସୃଷ୍ଟି ହୋଇଛି। ବହୁ ଦେଶରେ ସଂକ୍ରମିତଙ୍କୁ ଉପଯୁକ୍ତ ଚିକିତ୍ସା ମିଳିବା ସମ୍ଭବ ହୋଇପାରୁ ନାହିଁ।...

ଭଦ୍ରକରେ ଆଜି ୩୦ ନୂଆ କରୋନା ପଜିଟିଭ୍‌, ଆକ୍ରାନ୍ତଙ୍କ ସଂଖ୍ୟା ୪୨୪ରେ ପହଞ୍ଚିଲା

ଭଦ୍ରକ ଅଫିସ,୨୩ା୭: ଗୁରୁବାର ଭଦ୍ରକ ଜିଲାରେ ୩୦ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୪୨୪ରେ ପହଞ୍ଚିଥିବା ଜିଲା ପ୍ରଶାସନ...

ଅସୁରକ୍ଷିତ ଜଙ୍ଗଲ ସମ୍ପଦ: ଜବରଦଖଲକାରୀଙ୍କ କବ୍‌ଜାରେ ୩୩ ହଜାର ହେକ୍ଟର

ଭୁବନେଶ୍ୱର,୧୭ା୩(ବ୍ୟୁରୋ): ରାଜ୍ୟରେ ବହୁମୂଲ୍ୟ ଜଙ୍ଗଲ ସମ୍ପଦ ଜବରଦଖଲକାରୀଙ୍କ କବ୍‌ଜାକୁ ଚାଲିଯାଉଛି। ଦୀର୍ଘ ବର୍ଷ ପରେ ମଧ୍ୟ ସେହି ଜମି ସରକାରଙ୍କ ନିକଟକୁ ଫେରିପାରୁ ନାହିଁ। ଜଙ୍ଗଲ...

ମାଲବାହୀ ଟ୍ରେନ୍‌ ଲାଇନଚ୍ୟୁତ

କୋରାପୁଟ/ଜୟପୁର, ୧୨।୩(ସ୍ବ.ପ୍ର./ନି.ପ୍ର.): କୋରାପୁଟ-ବିଶାଖାପାଟଣା ମଧ୍ୟରେ ପାଡୁଆ ଷ୍ଟେଶନର ଭେଜା ଗ୍ରାମ ନିକଟରେ ଏକ ମାଲବାହୀ ଟ୍ରେନ୍‌ ଲାଇନଚ୍ୟୁତ ହୋଇଛି। ଏହା ପରେ ଉକ୍ତ ରୁଟ୍‌ରେ ସମସ୍ତ...

ଫେରାର ପରେ ତତ୍ପର

କଟକ ଅଫିସ, ୧୧।୪: ଗ୍ୟାଙ୍ଗଷ୍ଟର ଶେଖ୍‌ ହାଇଦର ଚିକିତ୍ସାଧୀନ ଅବସ୍ଥାରେ ଏସ୍‌ସିବିରୁ ଶନିବାର ଅପରାହ୍ନରେ ଫେରାର ହୋଇଯିବା ଘଟଣା କମିଶନରେଟ ପୋଲିସର ଏବେ ମୁଣ୍ଡ ବିନ୍ଧାର...

ରାଜଧାନୀରେ ଧାନ ଢାଳି ପ୍ରତିବାଦ

ଭୁବନେଶ୍ୱର,୧୦ା୧(ବ୍ୟୁରୋ): ଧାନମଣ୍ଡିରେ ହେଉଥିବା ଅବ୍ୟବସ୍ଥା ଓ କଟ୍‌ନି ଛଟ୍‌ନିକୁ ନେଇ ଚାଷୀ କ୍ଷୁବ୍ଧ। ଏ ନେଇ ଦୀର୍ଘଦିନ ହେବ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ କୁହୁଳୁଛି। ସରକାର...

Advertisement
Archives

Model This Week