CORONAVIRUS UPDATE: ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍‌ ଚିହ୍ନଟ; ୧୬୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୪ା୫(ବ୍ୟୁରୋ) : ସୋମବାର ରାଜ୍ୟରେ  ଆଉ ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୬୩ରେ ପହଞ୍ଚିଛି। ଆକ୍ରାନ୍ତ ଜଣକ ସୁନ୍ଦରଗଡ଼ ଜିଲାର ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପକ୍ଷରେ ସୁନ୍ଦରଗଡ଼ରେ ଆକ୍ରାନ୍ତଙ୍କ ସଂଖ୍ୟା ୧୧ରେ ପହଞ୍ଚିଛି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୪୧ ହଜାର ୧୨୮ଟି ନମୁନା ପରୀକ୍ଷା ହୋଇଥିବା ବେଳେ ୧୬୩ଟି ପଜିଟିଭ୍‌ ବାହାରିଛି। ୬୦ ଜଣ ସୁସ୍ଥ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ଘଟିଛି। ବିଭିନ୍ନ କୋଭିଡ୍‌ ହସ୍ପିଟାଲରେ ୧୦୨ ଜଣ ଚିକିତ୍ସାଧୀନ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀରେ ହାଇପ୍ରୋଫାଇଲ ଜୁଆ ଆଡ୍ଡା ଉପରେ ଚଢ଼ାଉ: ୯ ଗିରଫ, ୩ କାର୍‌ , ୧ ଲକ୍ଷ ୫୩ ହଜାର ଜବତ

ଭୁବନେଶ୍ୱର, ୩୦।୫(ବ୍ୟୁରୋ): କରୋନା କଟକଣା ଭିତରେ ରାଜଧାନୀ ଭୁବନେଶ୍ୱରରେ ହାଇ ପ୍ରୋଫାଇଲ ଜୁଆ ଆଡ୍ଡା ଚାଲିଛି। ନୟାପଲ୍ଲୀ ଭିଆଇପି କଲୋନୀରେ ଏକ ହୋଟେଲରେ ଏହି ଜୁଆ...

ହାତୀ-ମଣିଷ ଲଢେଇ

କେନ୍ଦୁଝର, ୨୯ା୬(ଡି.ଏନ.ଏ.): କେନ୍ଦୁଝର ଜିଲାରେ ହାତୀ ଆତଙ୍କ କମିବାର ନାଁ ଧରୁନାହିଁ ା ଗତ ଦୁଇ ବର୍ଷରେ ହାତୀ ଆକ୍ରମଣରେ ୧୫ ଜଣ ବ୍ୟକ୍ତିଙ୍କ ଜୀବନ...

ତେଜିଲା ବସ୍‌ ସିଣ୍ଡିକେଟ ବିବାଦ: ୧୪୪ ଧାରା ଜାରି

ଭଦ୍ରକ ଅଫିସ, ୧୪।୩- ଭଦ୍ରକ ବସ୍‌ ସିଣ୍ଡିକେଟରେ ବିବାଦ ତେଜିବାରେ ଲାଗିଛି। ସଂଘର ଆର୍ଥିକ ହେର୍‌ଫେର୍‌କୁ ନେଇ ମୁଣ୍ଡ ଟେକିଥିବା କର୍ମକର୍ତ୍ତା ଚୟନ ବିବାଦ ମାଲି...

‘ପରୀକ୍ଷା ପେ ଚର୍ଚ୍ଚା’ରେ ଭାଗନେବେ ସାଇଦତ୍ତ

ଅନୁଗୋଳ ଅଫିସ, ୬।୧: ଜାନୁୟାରୀ ୨୦ରେ ନୂଆଦିଲ୍ଲୀରେ ଆୟୋଜିତ ହେବାକୁ ଥିବା ପ୍ରଧାନମନ୍ତ୍ରୀଙ୍କ ‘ପରୀକ୍ଷା ପେ ଚର୍ଚ୍ଚା’ କାର୍ଯ୍ୟକ୍ରମରେ ଭାଗନେବାକୁ ମନୋନୀତ ହୋଇଛନ୍ତି ଅନୁଗୋଳର ଛାତ୍ର ସାଇଦତ୍ତ...

ରଥଯାତ୍ରା ପାଇଁ ଅନୁମତି ନ ଦେବାକୁ ଅପିଲ କରିଥିବା ଆବେଦନକାରୀ ଓକିଲଙ୍କ ଘର ଉପରକୁ ଅଣ୍ଡା ମାଡ଼

ଭୁବନେଶ୍ୱର,୨୨।୬(ବ୍ୟୁରୋ): ମଙ୍ଗଳବାର ରଥଯାତ୍ରା। ଚଳିତବର୍ଷ ରଥଯାତ୍ରା ହେବ କି ନାହିଁ ସେ ନେଇ ଲାଗିରହିଛି ଆଶା ଆଶଙ୍କା। ଅନ୍ୟପକ୍ଷରେ ରଥଯାତ୍ରା ପ୍ରସଙ୍ଗ ନେଇ ସୁପ୍ରିମକୋର୍ଟରେ ମାମଲାର...

କୋର୍ଟରେ ଆତ୍ମସମର୍ପଣ କଲେ ସରପଞ୍ଚ ପ୍ରାର୍ଥିନୀ

ବ୍ରହ୍ମପୁର ଅଫିସ,୨୪।୩: ଗତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ସମୟରେ ଗଞ୍ଜାମ ଜିଲା ଚିକିଟି ବ୍ଲକ ପିତାତଳି ପଞ୍ଚାୟତର ବୈରିବାଡ଼ ଗ୍ରାମର ଏକ ବୁଥରେ କିଛି ସମୟ ପାଇଁ...

ବିମାନବନ୍ଦର ରି-କାର୍ପେଟିଂ ସ୍ଥିତି ସଂକ୍ରାନ୍ତ ରିପୋର୍ଟ ଦେବାକୁ ଚିଠି

ଭୁବନେଶ୍ୱର, ୬ା୬(ବ୍ୟୁରୋ): ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ରି-କାର୍ପେଟିଂ ବିଳମ୍ବ ହୋଇଛି। ତେଣୁ ବିଳମ୍ବର କାରଣ ଓ ବର୍ତ୍ତମାନ ସ୍ଥିିତି କ’ଣ ରହିଛି ସେ ନେଇ...

୩ ବର୍ଷ ଶିଶୁକନ୍ୟାଙ୍କୁ ବଳାତ୍କାର କଲେ ନାବାଳକ

ଚିକିଟି,୨୨ା୧(ଡି.ଏନ.ଏ.)-ବ୍ରହ୍ମପୁର ପୋଲିସ ଜିଲା କେ.ନୂଆଗାଁ ଥାନା ଅଞ୍ଚଳରେ ଜଣେ ୩ ବର୍ଷର ଶିଶୁକନ୍ୟାଙ୍କୁ ଅଷ୍ଟମ ଶ୍ରେଣୀ ଛାତ୍ର ବଳାତ୍କାର କରିଥିବା ମଙ୍ଗଳବାର ଅଭିଯୋଗ ହୋଇଛି। ପୀଡ଼ିତାଙ୍କ...

Advertisement
Archives

Model This Week