CORONAVIRUS UPDATE: ୪୦୦ ଟପିଲା ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୧୧।୫(ବ୍ୟୁରୋ)-ରାଜ୍ୟରେ ସୋମବାର ସାରେ ପୁଣି ୨୦ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୪୧୪ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରେ ଗଞ୍ଜାମର ୧୭ ରହିଥିବାବେଳେ ସୁନ୍ଦରଗଡ଼ ୨ ଓ ବୌଦ୍ଧ ଜିଲାରେ ଜଣେ ରହିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ମୋଟରସାଇକେଲ ମୁହାଁମୁହିଁ, ଶିକ୍ଷକ ଗୁରୁତର ହୋଇ…

ପଟ୍ଟାଙ୍ଗି,୧୯ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପଡାଲଗୁଡ଼ା ଛକ ନିକଟରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ବିଦ୍ୟାଳୟକୁ ଯାଉଥିବା ଶିକ୍ଷକ…

ଘରେ ଶୋଇଥିଲେ ମହିଳା, ଚୋଟ ମାରିଲା ସାପ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୧୯ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କେଏନପୁର ଗ୍ରାମରେ ଶନିବାର ସାପ କାମୁଡ଼ି ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଭାସି ବେହେରା…

ଚର୍ଚ୍ଚାରେ ନୀତା ଅମ୍ବାନୀଙ୍କ ହାର, ତିଆରି କରିବାକୁ ଲାଗିଥିଲା ୩ ବର୍ଷ, ଗଢ଼ିଛନ୍ତି ୧୪ କାରିଗର, ଦାମ୍‌ ଜାଣିଲେ…

ମୁମ୍ବାଇ,୧୯ା୯: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ମାଲିକ ମୁକେଶ ଅମ୍ବାନୀଙ୍କ ସ୍ତ୍ରୀ ନୀତା ଅମ୍ବାନୀଙ୍କୁ କୌଣସି ପରିଚୟର ଆବଶ୍ୟକତା ନାହିଁ। ୬୦ ବର୍ଷ ବୟସରେ ନୀତା ଅମ୍ବାନୀ ତାଙ୍କର ପ୍ରତ୍ୟେକ…

ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆ ମୃତ, ଦୁଃଖ ପ୍ରକାଶ କରି ନବୀନ କହିଲେ…

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆଙ୍କ ମୃତ୍ୟୁ ଘଟିଥିବା ନେଇ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ନବୀନ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ…

ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶରେ ୭ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ଏନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇ…

‘ସଚେତନତା ବଢ଼ିଲେ ରୋକି ହେବ ଏଡ୍‌ସ ମହାମାରୀ’

ଭଞ୍ଜନଗର,୧୯ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶନିବାର ଏଡ୍‌ସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌)…

ବିରାଟ କୋହଲିଙ୍କ କ୍ରେଜ ଦେଖିଛନ୍ତି? ମାତ୍ର ୨୪ ଘଣ୍ଟା ମଧ୍ୟରେ ବିକ୍ରି ହୋଇଯାଇଥିଲା ପ୍ରଥମ ଦିନିକିଆ ମ୍ୟାଚ ପାଇଁ ୫୦,୦୦୦ ଟିକେଟ

ନୂଆଦିଲ୍ଲୀ,୧୯।୯: ୱେଷ୍ଟଇଣ୍ଡିଜ କ୍ରିକେଟ ଦଳ ତିନୋଟି ODI (ଏକଦିବସୀୟ) ଏବଂ ପାଞ୍ଚୋଟି T20I ମ୍ୟାଚ ବିଶିଷ୍ଟ ସିରିଜ ପାଇଁ ଭାରତ ଗସ୍ତ କରୁଛି। ଏହି ଗସ୍ତ ସେପ୍ଟେମ୍ବର…

ପ୍ରେମୀଯୁଗଳଙ୍କୁ ଗଛରେ ବାନ୍ଧି ମାଡ଼: ଲୁଚିକି ମହିଳାଙ୍କ ଘରକୁ ଆସିଥିବାବେଳେ ଘଟିଲା…

ବାରିପଦା/ ଝାରପୋଖରିଆ,୧୯ା୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସୁଧୀର କୁମାର ମହାନ୍ତ):ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଞ୍ଚଳରେ ପ୍ରେମ ସମ୍ପର୍କରୁ ନେଇ ଏକ ଅଶୋଭନୀୟ ଘଟଣା ଘଟିଛି। ଜଣେ ବିବାହିତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?