ରାଜ୍ୟରେ ଆଉ ୨ ଜଣ କରୋନା ଆକ୍ରାନ୍ତ ମୃତ

ଭୁବନେଶ୍ୱର,୯।୧୨(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୪୨୮କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଏବଂ କେନ୍ଦ୍ରାପଡାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର ପଇସା ସୁଧରେ ଆଦର୍ଶ ବିଦ୍ୟାଳୟ: ବିରୋଧୀ ଦଳ ନେତାଙ୍କ ଅଭିଯୋଗ

ଭୁବନେଶ୍ୱର,୨୧।୨(ବ୍ୟୁରୋ): ଗତ ୨୧ ବର୍ଷରେ ମାତ୍ର ୨୬ ହଜାର ବେକାରିଙ୍କୁ ସରକାର ନିଯୁକ୍ତି ଦେଇଛନ୍ତି। ଖାଲି ପଦବୀରେ ମାତ୍ର ୧% ନିଯୁକ୍ତି ଦେଇଛନ୍ତି। ସ୍କୁଲ, ଡାକ୍ତରଖାନା...

ଭିକାରି ଓ ଭୋକିଲାଙ୍କୁ ରନ୍ଧା ଖାଦ୍ୟ

ଭଦ୍ରକ ଅଫିସ, ୪।୪: ୪୮ ଘଣ୍ଟିଆ ଶଟଡାଉନ ସମୟରେ ପ୍ରଶାସନ ପକ୍ଷରୁ ରନ୍ଧା ଖାଦ୍ୟ ବଣ୍ଟନ କରାଯାଇଛି। ପୌରପାଳିକା ପକ୍ଷରୁ ନିକଟରେ ବନ୍ତ ଛକ ବସ...

କନ୍ଧମାଳରେ ଯବାନ-ମାଓବାଦୀ ଗୁଳି ବିନିମୟ

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): କନ୍ଧମାଳ ଜିଲାରେ ଶୁକ୍ରବାର କୋମ୍ବିଂ ଅପରେଶନ ସମୟରେ ଏସ୍‌ଓଜି ଓ ଡିଭିଏଫ୍‌ ଯବାନଙ୍କୁ ବଡ ସଫଳତା ମିଳିଛି। ମାଓବାଦୀ ଓ ଯବାନଙ୍କ ମଧ୍ୟରେ ଦୀର୍ଘ...

କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପୁରୀରୁ ସ୍ବତନ୍ତ୍ର ଟ୍ରେନ

ଭୁବନେଶ୍ୱର,୧୨।୧୧:(ବ୍ୟୁରୋ): କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପୂର୍ବତଟ ରେଳପଥ ସ୍ବତନ୍ତ୍ର ଟ୍ରେନର ଯୋଜନା କରିଛି। କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ଯାତ୍ରୀ ଭିଡ଼କୁ ଲକ୍ଷ୍ୟ କରି ଗୋଟିଏ ସ୍ବତନ୍ତ୍ର...

ଜୀବନ ଯୁଦ୍ଧରେ ହାରିଗଲେ କରୋନା ଯୋଦ୍ଧା

ମୁମ୍ବାଇ,୨୬।୪: କରୋନା ମହାମାରୀ ଏବେ ସାରା ବିଶ୍ୱକୁ ଥରହର କରୁଛି। ଦିନକୁ ହଜାର ହଜାର ଲୋକ ଏହି ମହାମାରୀରେ ସଂକ୍ରମିତ ହେଉଥିବା ବେଳେ ହଜାର ହଜାର...

୧୦୩ କେଜି ଗଞ୍ଜେଇ ଜବତ, ୩ ଗିରଫ

ଫିରିଙ୍ଗିଆ,୧୯।୬- ଫିରିଙ୍ଗିଆ ପୋଲିସ ଡିଣ୍ଡିରାଗାଁ ପଞ୍ଚାୟତ ପାଖରେ ଚଢ଼ାଉ କରି ଏକ ଡାଲା ଅଟୋରୁ ୧୦୩ କେଜି ଗଞ୍ଜେଇ ଜବତ କରିଛି। ଏହି ଘଟଣାରେ ୩...

କଂଗ୍ରେସ ଭବନରେ ଦୁଇ ଗୋଷ୍ଠୀ ମୁହାଁମୁହିଁ

ଭୁବନେଶ୍ୱର, ୨୩।୬(ବ୍ୟୁରୋ): କଂଗ୍ରେସ ଭବନରେ ମଙ୍ଗଳବାର ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଛି। ନୂତନ ଯୁବ କଂଗ୍ରେସ ସଭାପତି ସ୍ମୃତି ଲେଙ୍କାଙ୍କ ନିଯୁକ୍ତିକୁ ନେଇ ଦୁଇ...

ହଂସରାଳି, ୧୦ ଛୁଆ ଉଦ୍ଧାର

ଭୁବନେଶ୍ୱର,୭।୮(ବ୍ୟୁରୋ): କଟକ ଜିଲା ବାଙ୍କୀ ଗଡ଼ର କୃଷ୍ଣଚନ୍ଦ୍ର ବେହେରାଙ୍କ ଘରୁ ଗୋଟିଏ ହଂସରାଳି ମା’ ଏବଂ ୧୦ଟି ଛୁଆକୁ ବୁଧବାର ସ୍ନେକ୍‌ ହେଲ୍ପ ଲାଇନ ସଦସ୍ୟ...

Advertisement
Archives

Model This Week