ରାଜ୍ୟରେ ଆଉ ୫୮୧ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୨୭।୭(ବ୍ୟୁରୋ)-ରାଜ୍ୟରେ ସୋମବାର ପୁଣି ୫୮୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମ ଜିଲାରୁ ସର୍ବାଧିକ ୧୬୦ଜଣ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୭୭, ଗଜପତିରୁ ୪୩, କଟକରୁ ୩୪, ମାଲକାନଗିରିରୁ ୩୨, ବରଗଡରୁ ୨୫, ଭଦ୍ରକରୁ ୨୩, କେନ୍ଦୁଝରରୁ ୧୯, ଅନୁଗୋଳ, କନ୍ଧମାଳରୁ ୧୭ ଜଣ ଲେଖାଏ, ଜଗତସିଂହପୁର, ସମ୍ବଲପୁରରୁ ୧୪ ଜଣ ଲେଖାଏ ସୁସ୍ଥ ହୋଇଛନ୍ତି। ସେହିପରି ମୟୂରଭଞ୍ଜ, ରାୟଗଡା, ଓ ସୁନ୍ଦରଗଡରୁ ୧୨ ଜଣ ଲେଖାଏ, ବାଲେଶ୍ୱରରୁ ୧୦, ଝାରସୁଗୁଡାରୁ ୯, କେନ୍ଦ୍ରପଡାରୁ ୯, ପୁରୀରୁ ୯, ଢେଙ୍କାନାଳରୁ ୮, ଯାଜପୁରରୁ ୭, ବଲାଙ୍ଗୀରରୁ ୬, ବୌଦ୍ଧରୁ ୫, ଦେଓଗଡରୁ ୩, ନବରଙ୍ଗପୁରରୁ ୨ ଜଣ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ସଂଖ୍ୟା ୧୭୩୭୩ରେ ପହଞ୍ଚିଛି। ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୦୧୯୦ ଡଙ୍ଗରିଆଙ୍କୁ ମିଳିବ ମାଗଣା ଚକ୍ଷୁ ଚିକିତ୍ସା

ରାୟଗଡ଼ା ଅଫିସ/ବିଷମକଟକ, ୧୭ା୭(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ବିଷମକଟକ ବ୍ଲକ କୁର୍ଲି ପଞ୍ଚାୟତର ଖଜୁରି ଏବଂ କାଡ୍ରାଗୁମ୍ମା ଗ୍ରାମରେ ଓଡ଼ିଶା ଆଦିବାସୀ ଚକ୍ଷୁରୋଗ ଗବେଷଣା ପ୍ରକଳ୍ପ(ଟ୍ରାଇବାଲ ଓଡ଼ିଶା...

ଲଗାଣ ବର୍ଷାରେ ଭାଙ୍ଗିଲା ଆଂଶିକ ୩୯୦ ଘର

ନବରଙ୍ଗପୁର,୧୫।୮(ବି.ପ୍ର.): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ନବରଙ୍ଗପୁର ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ଏଥିଯୋଗୁ ଜିଲାର ୧୦ ବ୍ଲକ ମଧ୍ୟରୁ ୮ ବ୍ଲକର ୮୩ ପଞ୍ଚାୟତ...

ରାଜ୍ୟରୁ ପୁଣି ୪ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୪।୯(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ଆଉ ୪ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮,୧୦୮କୁ ବୃଦ୍ଧି ପାଇଛି। ୪ ମୃତକଙ୍କ...

ରାଜ୍ୟରେ ପୁଣି ୪୦୯ କରୋନା ପଜିଟିଭ୍‌ ଚିହ୍ନଟ, ୫ ମୃତ

ଭୁବନେଶ୍ୱର,୫।୧୨(ବ୍ୟୁରୋ): ରାଜ୍ୟରେ ଶନିବାର ୪୦୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୫ଜଣଙ୍କ ମୃତ୍ୟୁ ଘଟିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୨୩୪ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୭୫...

ଡିଜାଇନର କଲେକ୍ସନ’ ବିକ୍ରୟ କେନ୍ଦ୍ର ଉଦ୍‌ଘାଟିତ

ଭୁବନେଶ୍ୱର,୨୫।।୬(ବ୍ୟୁରୋ): ଓଡ଼ିଶାର ବାନ୍ଧକଳା କେବଳ ରାଜ୍ୟରେ ନୁହେଁ, ସମଗ୍ର ଭାରତ ବର୍ଷରେ ସୁଖ୍ୟାତି ଲାଭ କରିଛି। ଭାରତ ବାହାରେ ମଧ୍ୟ ଓଡ଼ିଶା ବାନ୍ଧକଳା ଆଦୃତି ଲାଭ...

ଗାଁଗୁଡିକରେ ପୁଣି ସକ୍ରିୟ ହେବ କୋଭିଡ ପରିଚାଳନା କମିଟି: ସରପଞ୍ଚ, ଆଶା ଓ ଅଙ୍ଗନୱାଡି କର୍ମୀଙ୍କୁ ଦିଆଯିବ ଦାୟିତ୍ୱ

ଭୁବନେଶ୍ୱର,୨୨।୩(ବ୍ୟୁରୋ): ଗାଁଗୁଡିକରେ ପୁଣି କୋଭିଡ ପରିଚାଳନା କମିଟି ସକ୍ରିୟ ହେବ। ତେବେ ସ୍ଥିତି ଦେଖି ଲକ୍‌ଡାଉନ କି ଅନ୍ୟ ଦିଗ ଉପରେ ନିଷ୍ପତ୍ତି ନିଆଯିବ। ସୋମବାର...

ଦିଲ୍ଲୀରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ

  ଭୁବନେଶ୍ୱର,୨୯।୪(ବ୍ୟୁରୋ):  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଦିଲ୍ଲୀରେ ପହଞ୍ଚିଛନ୍ତି । ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ପ୍ରଧାନମନ୍ତ୍ରୀ ମୁଖ୍ୟମନ୍ତ୍ରୀ ଏବଂ...

୨୩ ଜିଲାରେ ସ୍ଥିତି ସଙ୍ଗିନ

ଭୁବନେଶ୍ୱର,୧୧ା୮(ବ୍ୟୁରୋ):ରାଜ୍ୟରେ ବର୍ଷା ଅଭାବରୁ ମରୁଡ଼ି ଆଶଙ୍କା ଦେଖାଦେଲାଣି। ରାଜ୍ୟର ୨୩ ଜିଲାରେ ସ୍ବଳ୍ପ ବର୍ଷା ଯୋଗୁ ଚାଷ କାର୍ଯ୍ୟ ଗୁରୁତର ଭାବେ ବାଧାପ୍ରାପ୍ତ ହୋଇଛି। ସେହି...

Advertisement
Archives

Model This Week